ବଲାଙ୍ଗୀର

ଜବରଦଖଲ ଉଚ୍ଛେଦରେ ପୋତି ହୋଇଗଲା ଡ୍ରେନ, ଘରେ ପଶିଲା ପାଣି

ବଲାଙ୍ଗୀର ଅଫିସ, ୬ା୮:  ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାକଡର ସରକାରୀ ଜମିକୁ ଜବରଦଖଲ ମୁକ୍ତ କରାଯାଇଥିଲା। ଜେସିବି ମେଶିନ୍‌ ଲଗାଇ ବିଭିନ୍ନ ଜବରଦଖଲକାରୀଙ୍କ ଘର, ପାଚେରୀ, ଦୋକାନ ଘର ଭଙ୍ଗାଯାଇଥିଲା। ଜବରଦଖଲ ଉଚ୍ଛେଦ ବେଳେ...

ସାହସୀ ଯୁବତୀ ମାନସୀଙ୍କ ଯୋଗୁ ଉଦ୍ଧାର ହେଲେ ୬ ହଜାର ଦାଦନ ଶ୍ରମିକ

ଖପ୍ରାଖୋଲ, ୫ା୮ (ଡି.ଏନ.ଏ.) – ଚଳିତବର୍ଷ କରୋନା କଟକଣା ଦେଶାନ୍ତରୀ ଶ୍ରମିକଙ୍କ ଦୁଃଖକୁ ଦ୍ୱିଗୁଣିତ କରିଥିଲା ।ବାହାର ରାଜ୍ୟରେ ଲକ୍ଷାଧିକ ଶ୍ରମିକ ଫସି ରହି ନିଜ ଭିଟାମାଟିକୁ ଫେରିବା ପାଇଁ ଅଣନିଃଶ୍ୱାସୀ ହୋଇଯାଇଥିଲେ। ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର...

ଜମିଫାଟି ଅଁ।, ମାଡି ଗଲାଣି ଘାସ

ଲୋଇସିଂହା, ୫।୮(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ସ୍ବଳ୍ପ ବୃଷ୍ଟିପାତ ସତ୍ତ୍ୱେ ୮୦ପ୍ରତିଶତ ଚାଷ ହୋଇଛି। ବର୍ଷାଭାବରୁ ୨୦ ପ୍ରତିଶତ ଚାଷ ହୋଇପାରିନାହିଁ । ୨ ସପ୍ତାହ ହେଲା ବର୍ଷା ଉଭାନ ହୋଇଯାଇଥିବାରୁ ଚାଷଜମି ଫାଟି ଆଁ କଲାଣି...

ବାଦ୍ୟଯନ୍ତ୍ର କାରିଗରଙ୍କ ଜୀବିକା ଉପରେ କରୋନା ମାଡ଼

ଲୋଇସିଂହା,୨।୮(ଡି.ଏନ.ଏ.): ମହାମାରୀ କରୋନା ବିଭିନ୍ନ ବର୍ଗର ଲୋକଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି। ଏଥିରୁ ବାଦ୍‌ ପଡିନାହାନ୍ତି ବାଦ୍ୟଯନ୍ତ୍ର ପ୍ରସ୍ତୁତକାରୀ କାରିଗର। ସେମାନଙ୍କ ରୋଜଗାର ବାଟ ବନ୍ଦ ହୋଇଯାଇଛି। ଏଭଳି ଦୁର୍ଦ୍ଦିନରେ ଗତି କରୁଛନ୍ତି ସୁବର୍ଣ୍ଣପୁର ଜିଲା କୁମୁଣ୍ଡେ ଗ୍ରାମର...

ମହିଳାଙ୍କ ମୃତଦେହ ରଖି ହସ୍ପିଟାଲ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ,୩୦ା୭: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଗୁରୁବାର ସକାଳେ ଉତ୍ତେଜନା ଦେଖାଦେଇଥିଲା। ଜଣେ ପ୍ରସୂତିଙ୍କ ମୃତ୍ୟୁ ପରେ ଚିକିତ୍ସାରେ ଅବହେଳା ଅଭିଯୋଗ କରି ହସ୍ପିଟାଲ ସମ୍ମୁଖରେ ମୃତଦେହ ରଖି ଧାରଣାରେ ବସିଥିଲେ...

ଏହି ଜିଲାକୁ ୪ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କଲେ ଜିଲାପାଳ

ବଲାଙ୍ଗୀର ଅଫିସ,୨୯।୭-ବଲାଙ୍ଗୀର ଜିଲାକୁ ୪ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜୁଲାଇ ୩୧ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଜିଲା ଶଟ୍‌ଡାଉନ ରହିବ। ବୁଧବାର ଜିଲାପାଳ ଅରବିନ୍ଦ ଡାକୁଆ ଏହି ସୂଚନା ଦେଇଛନ୍ତି। ଗତକାଲି ଜିଲାରେ ୨୧...

ବୀମା ସହାୟତା ନମିଳିଲେ ଚାଷୀ ଆନ୍ଦୋଳନ

ଲୋଇସିଂହା, ୨୯।୭(ଡି.ଏନ.ଏ.) ୨୦୧୯-୨୦ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସହାୟତା ମିଳିବା ଜାଣି ଚାଷୀ ଖୁସି ହୋଇଥିଲେ ା ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ପକ୍ଷରୁ ଗାଁମାନଙ୍କରେ ନୋଟିସ୍‌ ଜାରି ପରେ ଚାଷୀଙ୍କ ଉତ୍ସାହ ଭାଙ୍ଗିଯାଇଛି ା ଚାଷୀଙ୍କୁ...

ଡାକ୍ତର ପଦବୀ ପୂରଣ ଉପରେ ଗୁରୁତ୍ୱ

ଲାଠୋର,୨୯ା୭ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି(ଆରକେଏସ୍‌)ର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। କମିଟି ଚେୟାରମ୍ୟାନ ଜିଲା ପରିଷଦ ସଭ୍ୟ ବିପ୍ର ବିଶିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଖପ୍ରାଖୋଲ...

ବଡ଼ତେଲେନପାଲିରେ ପହ୍ଲାରୁଆ ବେଳେ ବଜ୍ରପାତ: ଚାଲିଗଲା ୩ ମହିଳାଙ୍କ ଜୀବନ

ବଲାଙ୍ଗୀର ଅଫିସ, ୨୮।୭- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବଡତେଲେନ୍‌ପାଲି ଗାଁରେ ମଙ୍ଗଳବାର ବଜ୍ରାଘାତରେ ୩ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଯୁବତୀ ଗୁରୁତର ଆହତ ହୋଇ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତିି ହୋଇଛନ୍ତି। ବଡତେଲେନପାଲି...

ଗୋଚର ଜମିରୁ ମୋରମ ଉଠାଇ ବନ ବିଭାଗ କରୁଛି ରାସ୍ତା କାମ

ପାଟଣାଗଡ଼, ୨୬ା୭(ଡି.ଏନ.ଏ.) ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ପ୍ରଶାସନ ବେଆଇନ ମୋରମ ଚୋରା ଚାଲାଣ ବେଳେ ୪ ଟ୍ରାକ୍ଟର, ଗୋଟିଏ ଜେସିବିକୁ ଜବତ କରିଛି। ସୋମବାର ତହସିଲ ଅଫିସ ଖୋଲିଲା ପରେ ଜବତ ଗାଡି ମାଲିକଙ୍କଠାରୁ ଜରିମାନା ଆଦାୟ କରାଯିବ...

୫ ପିଲାର ବାପା କରୁଥିଲେ ଦ୍ୱିତୀୟ ବିବାହ: ତା ପରେ…

ବଲାଙ୍ଗୀର ଅଫିସ,୨୪ା୭- ବଲାଙ୍ଗୀର ସହର ଶାନ୍ତିପଡାରେ ଗୁରୁବାର ଜଣେ ଯୁବତୀଙ୍କ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା କନ୍ୟାଘର ଲୋକେ ବରପକ୍ଷଙ୍କୁ ସ୍ବାଗତ କରିବା ପାଇଁ ଅପେକ୍ଷା କରିଥିଲେ ା ସମ୍ପର୍କୀୟ, ବନ୍ଧୁବାନ୍ଧବ ବିବାହ ଭୋଜିର ମଜା ଉଠାଇ...

ଅଭିନେତା, ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୨୨ା୭: ଜଣାଶୁଣା ଚଳଚ୍ଚିତ୍ର ଓ ମଞ୍ଚ ଅଭିନେତା ତଥା ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁ (୫୫)ଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି। ସକାଳେ ସେ ଅସୁସ୍ଥତା ଅନୁଭବ କରି ହଠାତ୍‌ ପଡି ଯାଇଥିଲେ। ତାଙ୍କୁ ତୁରନ୍ତ ଭୀମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri