ବଲାଙ୍ଗୀର

ହସ୍ପିଟାଲରେ ବିସ୍ଫୋରଣ: ଅନ୍ଧାରରେ ରହିଲେ ରୋଗୀ, ଜଣଙ୍କର ମୃତ୍ୟୁ

ବଲାଙ୍ଗୀର,୩୦ା୧୧(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଶୁକ୍ରବାର ରାତିରୁ ବିଜୁଳି ଯୋଗାଣ ବନ୍ଦ ରହିଛି। ଫଳରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀମାନେ ରାତି ଓ ଦିନରେ ଅନ୍ଧାରରେ ଓ୍ବାର୍ଡ୍‌ରେ ରହିଥିଲେ। ଶୁକ୍ରବାର ରାତିରେ ବଦ୍ୟୁତ୍‌ ଶଟ୍‌ସର୍କିଟ…

ଅନ୍ଧାରରେ ବୁଲୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୨୫ା୧୧ (ଅରୁଣ ସାହୁ): ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ୍‌ ପରିଚିତ। ଏଠାରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଭାବେ ମିଡ଼ିୟୁବାନ୍ଦା ଜଳପ୍ରପାତ ସମେତ ଡୁଲୁରି ପାଇନବଣ, ୱାକିଙ୍ଗ ଟ୍ରେଲ, ଇନ୍ଦ୍ରଧନୁ ଜଳପ୍ରପାତ, ପାଙ୍ଗାଲି ଭିୟୁ ପଏଣ୍ଟ, ଶାନ୍ତି…

ପୋଲ ଉପରେ ଝୁଲିକି ରହିଛି ମେଲୋଡ଼ି ପାର୍ଟି ଗାଡ଼ି

ବଲାଙ୍ଗୀର,୨୫ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ର ପୋଡ଼ଛାପର ଗାଁ ନିକଟରେ ଏକ ମେଲୋଡ଼ି ପାର୍ଟି ଗାଡ଼ି(ମିନିଟ୍ରକ୍‌)ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିଟି ଭାରସାମ୍ୟ ହରାଇ ଏକ ପୋଲ ଉପରକୁ ମାଡ଼ି ଯାଇ ଝୁଲିକି ରହିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୨୦ରୁ ଅଧିକ କଳାକାର…

ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଖପ୍ରଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ସୁନାମୁଦି ସ୍ବାସ୍ଥ୍ୟ ଉପକେନ୍ଦ୍ରର ଏଏନ୍‌ଏମ…

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ବଲାଙ୍ଗୀର,୨୩ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ରାସ୍ତା ଖର୍ଲିକାନି ଛକରେ ଶନିବାର ଏକ ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ ରତାଖଣ୍ଡି ଗାଁର ବୋଲି ଜଣାପଡ଼ିଛି। ଦୁଇ ସାଙ୍ଗ ଓମ୍‌ ମହାଳିଙ୍ଗ ଓ ନିରଞ୍ଜନ ଭୋଇ…

ବଲାଙ୍ଗୀରର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼, ଡଙ୍ଗା ଭସାଇ…

ବଲାଙ୍ଗୀର,୧୫ା୧୧(ସୁନୀଲ କୁମାର ମହାନ୍ତି): ପାଞ୍ଚଦିନ ଧରି ପବିତ୍ର ପଞ୍ଚକ ପାଳିତ ହେବା ପରେ ଶୁକ୍ରବାର ଉତ୍ସାହର ସହ କାର୍ତ୍ତିକ ପୂର୍ଣ୍ଣିମା ପାଳିତ ହୋଇଛି। ଏହି ଅବସରରେ ବଲାଙ୍ଗୀର ସହରର ବିଭିନ୍ନ ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇ ବୋଇତ ବନ୍ଦାଣ କରିବା ସହ…

ରାଜ ପରିବାର: ଭାଇ-ଭାଇ ପତିଆରା କଳି

ବଲାଙ୍ଗୀର,୧୫ା୧୧(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନ ପରେ ବଲାଙ୍ଗୀରରେ ନୂଆ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। ୨୪ ବର୍ଷର ନବୀନ ସରକାରର ପତନ ପରେ ବିଜେଡି ନେତାଙ୍କ ପ୍ରଭାବ କମିଥିବା ବେଳେ ଭାଜପା ନେତାଙ୍କ ପତିଆରା ବହୁ ଗୁଣରେ ବୃଦ୍ଧି ପାଇଛି। ଏହି…

ଶିଶୁଦିବସ ପାଳନ ବେଳେ ଅଘଟଣ: ବକ୍ତବ୍ୟ ଦେଉଥିବା ବେଳେ ପ୍ରଧାନ ଶିକ୍ଷକଙ୍କ ସହ ଘଟିଲା ଏମିତି…

କଣ୍ଟାବାଞ୍ଜି,୧୪ା୧୧(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ଉପାନ୍ତ ତୁରେକେଲା ଥାନା କୁଇବାହାଲ ଗ୍ରାମର ପଲ୍ଲୀ ବିକାଶ ପଞ୍ଚାୟତ ହାଇସ୍କୁଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶିଶୁଦିବସ ପାଳନ ଅବସରରେ ବକ୍ତବ୍ୟ ଦେଉଥିବା ବେଳେ ସ୍କୁଲର ପ୍ରଧାନ ଶିକ୍ଷକ ପର୍ଶୁରାମ ଦାସ(୫୭) ହଠାତ୍‌…

ରେଳଯାତ୍ରୀଙ୍କ ଜୀବନ ବଞ୍ଚାଇବା ପାଇଁ ସମୟୋଚିତ ପଦକ୍ଷେପ

ବଲାଙ୍ଗୀର,୧୩ା୧୧(ସୁନିଲ କୁମାର ମହାନ୍ତି): ପୂର୍ବତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବୁଧବାର ବଲାଙ୍ଗୀର ରେଳ ଷ୍ଟେଶନଠାରେ ପୂର୍ଣ୍ଣାଙ୍ଗ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା। ଏହି ଅବସରରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ (ଏନ୍‌ଡିଆର୍‌ଏଫ୍‌), ଓଡ଼ିଶା ବିପର୍ଯ୍ୟୟ ରାପିଡ୍‌ ଆକ୍ସନ…

ମହିଳାଙ୍କ ନଗ୍ନ ଭିଡିଓ ଭାଇରାଲ କରି ବନ୍ଧାହେଲେ ଯୋଗାଣ ସହାୟକ

ବଲାଙ୍ଗୀର,୧୧ା୧୧(ସୁନୀଲ କୁମାର ମହାନ୍ତି): ଜଣେ ମହିଳାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ନଗ୍ନ ଭିଡିଓ ଭାଇରାଲ କରି ଫେରାର ଥିବା ଯୋଗାଣ ସହାୟକଙ୍କୁ ବଲାଙ୍ଗୀର ପୋଲିସ ଛତିଶଗଡ଼ରୁ ଗିରଫ କରିଛି। ବଲାଙ୍ଗୀର ଜିଲା ଆଗଲପୁର ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଶାରୀରିକ ସମ୍ପର୍କ…

ହଠାତ୍‌ ହୁ ହୁ ହୋଇ ଜଳିଲା ବୋରୱେଲ ଗାଡି

ବଲାଙ୍ଗୀର, ୮।୧୧: (ସୁନିଲ କୁମାର ମହାନ୍ତି): ଗାତ ଖୋଳୁଥିବା ବେଳେ ହୁ ହୁ ହୋଇ ଜଳିଲା ବୋରଓ୍ବେଲ ଗାଡ଼ି। ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା କର୍ଲାମାଲ ଗାଁର ସୁବାସ ଷାଣ୍ଢଙ୍କ କ୍ଷେତରେ ଶୁକ୍ରବାର ବୋରୱେଲ ମେସିନ ସହାୟତାରେ ଗାତ ଖୋଲାଯାଉଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?