ବଲାଙ୍ଗୀର

ବେଲପଡ଼ା ସହରରେ ବ୍ୟାପୁଛି ଝାଡ଼ାବାନ୍ତି

ବଲାଙ୍ଗୀର,୧୯।୮: ବଲାଙ୍ଗୀର ଜିଲା ବେଲପଡ଼ା ସହରରେ ଝାଡାବାନ୍ତି ଆତଙ୍କ ଲାଗି ରହିଛି। ବେଲପଡ଼ାର ତଳିପଡ଼ାରେ ଗତ ୪ ଦିନ ମଧ୍ୟରେ ଝାଡ଼ାବାନ୍ତିରେ ୩ଜଣଙ୍କ ମତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ବର୍ତ୍ତମାନ ୨୫ରୁ ଅଧିକ ଲୋକ ଝାଡ଼ ଝାବାନ୍ତିରେ ଆକ୍ରାନ୍ତ ହୋଇ…

ଟ୍ରେନି ମହିଳା ଡାକ୍ତରଙ୍କ ହତ୍ୟା ପ୍ରତିବାଦରେ ସବୁ ଅଚଳ କରିଦେଲେ ଭୀମଭୋଇ ମେଡିକାଲ କଲେଜର ଡାକ୍ତରୀ ଛାତ୍ରୀଛାତ୍ର

ବଲାଙ୍ଗୀର,୧୭ା୮(ସୁନୀଲ କୁମାର ମହାନ୍ତି): କୋଲକାତାର ଏକ ଡାକ୍ତରଖାନାରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଶନିବାର ବଲାଙ୍ଗୀର ସରକାରୀ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ଛାତ୍ରୀଛାତ୍ର ହସ୍ପିଟାଲ ପରିସରରେ ଧାରଣା ଦେବା ସହ ଓପିଡି, ଅସ୍ତ୍ରୋପଚାର କକ୍ଷ,…

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ଲକ୍ଷ୍ମୀ ବସ୍‌ ସୁଇପରଙ୍କ ଜୀବନ

ଲୋଇସିଂହା,୧୭ା୮(ସୁଶାନ୍ତ ବାରିକ): ବଲାଙ୍ଗୀର-ବରଗଡ଼ ୨୬ ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡଠାରେ ଶନିବାର ଏକ ୧୦୮ ଆମ୍ବୁଲାନ୍ସ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ଜୀବନ ଚାଲିଯାଇଛି। ମୃତ ଯୁବକ ଜଣକ ହେଲେ ଲୋଇସିଂହା ମିର୍ଦ୍ଧାପଡ଼ାର ସୁମନ୍ତ ପଧାନ(୨୫)। ଦୁର୍ଘଟଣାକୁ…

ଝିଅକୁ ମାରିଦେଇଥିବା ଅଭିଯୋଗ ଆଣିଲେ ବାପା

ଲୋଇସିଂହା,୧୫।୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ବାଞ୍ଜିପାଳି ଗ୍ରାମରେ ଗୁରୁବାର ଜଣେ ମହିଳାଙ୍କ ସନ୍ଦେହ ଜଣକ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ ସୁରେଶ ସାହୁ ଓରଫ ହିମାଂଶୁ ସାହୁଙ୍କ ସ୍ତ୍ରୀ ରେଶମା ସାହୁ(୨୫)। ରେଶମାଙ୍କ…

‘ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନ, ସଂଘର୍ଷ ଭୁଲି ହେବ ନାହିଁ’

ବଲାଙ୍ଗୀର,୧୫ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଜିଲାସ୍ତରୀୟ ୭୮ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ମୁଖ୍ୟଅତିଥି ଭାବେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ ଗଣେଶ ରାମ…

ଗଛକୁ ପିଟିଲା କାର୍‌: ଶିକ୍ଷୟିତ୍ରୀ ମୃତ, ୩ ଗୁରୁତର

ପାଟଣାଗଡ଼,୬।୮: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ମୁଣ୍ଡଦର୍ହ ଗାଁ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଯାଇଛି। ଦୁର୍ଘଟଣାରେ ଜଣେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ…

ବର୍ଦ୍ଧିତ ଦରମା ଦାବିରେ ମ୍ୟୁନିସିପାଲିଟି ଅଫିସ ଘେରାଉ କଲେ କର୍ମଚାରୀ

ବଲାଙ୍ଗୀର,୩ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଠିକା କର୍ମଚାରୀମାନେ ବର୍ଦ୍ଧିତ ଦରମା ଦାବି ନେଇ ଶନିବାର ମ୍ୟୁନିସିପାଲିଟି ଅଫିସ ଘେରାଉ କରିଛନ୍ତି। ରାଜ୍ୟ ସରକାର ଶ୍ରମିକଙ୍କ ଦୈନିକ ମଜୁରୀ ୪୫୦ ଟଙ୍କାକୁ ବୃଦ୍ଧି କରିଥିଲେ ସୁଦ୍ଧା ବଲାଙ୍ଗୀର ମ୍ୟୁନିସିପାଲିଟି କର୍ମଚାରୀଙ୍କ ବର୍ଦ୍ଧିତ…

ଧରାପଡ଼ିଲେ ଅନ୍ତରାଜ୍ୟ ଡକାୟତ ଗ୍ୟାଙ୍ଗ: ବିପୁଳ ସୁନା, ରୂପା ଅଳଙ୍କାର ସହ ନଗଦ ଟଙ୍କା ଜବତ

ବଲାଙ୍ଗୀର,୨।୮: ବଲାଙ୍ଗୀର ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବଲାଙ୍ଗୀର ପୋଲିସର ଏକ ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୦ଜଣ ଅନ୍ତରାଜ୍ୟ ଡକାୟତଙ୍କୁ ଗିରଫ କରିଛି। ଗିରଫ ଡକାୟତମାନେ ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ର ରାଜ୍ୟର ବୋଲି ଜଣାପଡିଛି। ପୋଲିସ ସେମାନଙ୍କ…

ମା’ଙ୍କ ଆଗରେ ନାବାଳିକା ଝିଅଙ୍କୁ ବିଷ ପିଆଇ ହତ୍ୟା କଲେ ଜଣେ ଯୁବକ

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର): ଜଣେ ନାବାଳିକାଙ୍କ ଘରେ ପଶି ଜଣେ ଯୁବକ ତାଙ୍କ ମା’ ସମ୍ମୁଖରେ ଜୋର୍‌ ଜବରଦସ୍ତି ବିଷ ପିଆଇ ନାବାଳିକାଙ୍କୁ ହତ୍ୟା କରିଥିବା ବଲାଙ୍ଗୀର ଜିଲା ଆଗଲପୁର ଥାନାରେ ଅଭିଯୋଗ ହୋଇଛି। ପରିବାର ସୂତ୍ରରୁ କରାଯାଇଥିବା ଅଭିଯୋଗ ମୁତାବକ,…

୧୩ କୁଇଣ୍ଟାଲ ଗଞ୍ଜେଇ ଜବତ: କନ୍ଧମାଳରୁ ନୂଆପଡ଼ା ହେଉଥିଲା ଚାଲାଣ

ପାଟଣାଗଡ଼,୨୮।୭: ବଲାଙ୍ଗୀର ଜିଲା ଲାଠୋର ଥାନା ପୋଲିସ ରବିବାର ଚଢାଉ କରି ଟଲିଆଲିଟି ଗାଁ ନିକଟରୁ ୧୩ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ପୋଲିସ ଏକ ପିକ୍‌ଅପ୍‌ ଭ୍ୟାନ, ବାଇକ୍‌ ଜବତ କରି ୩ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।…

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି ଭିଜିଲାନ୍ସ। ବଲାଙ୍ଗୀର ଲୋୟର ସୁକ୍ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ…

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩ କେଜି ଓ କଣ୍ଟାବାଞ୍ଜିରୁ ୯୪ କେଜି ଗଞ୍ଜେଇ ଜବତ କରିଛନ୍ତି। ଗଞ୍ଜେଇ ଚୋରା ଚାଲାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?