କାମ କରି ମିଳିନି ମଜୁରି
କଣ୍ଟାବାଞ୍ଜି, ୧୪ା୬(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କମେଇମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ରହେନଭଟା ଗାଁର ଗଭରାମୁଣ୍ଡା ବନ୍ଧର ମାଟି ଉନ୍ନତୀକରଣ ଏମ୍ଜିଏନଆରଜିଏସ ଯୋଜନାରେ କରାଯାଇଛି। ୨୦୨୨ ଡିସେମ୍ବର ମାସରେ କାମ ଆରମ୍ଭ କରାଯାଇଥିଲା। କାମସ୍ଥାନରେ କୌଣସି ସୂଚନା ଫଳକ ଲଗାଯାଇନାହିଁ।…
ଇନ୍ଡୋର ଷ୍ଟାଡିୟମର ଉଦ୍ଘାଟନ କଲେ ଧର୍ମେନ୍ଦ୍ର
ବଲାଙ୍ଗୀର ଅଫିସ,୧୧ା୬: ଗେଲ୍ ଇଣ୍ଡିଆ ଲିମିଟେଡ୍ ସିଏସ୍ଆର ଅନୁଦାନରେ ନିର୍ମିତ ବଲାଙ୍ଗୀର ପୃଥୀରାଜ ହାଇସ୍କୁଲ ଇନ୍ଡୋର ଷ୍ଟାଡିୟମକୁ ରବିବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍ଘାଟନ କରିଛନ୍ତି। ରବିବାର ଇନ୍ଡୋର ଷ୍ଟାଡିୟମରେ ଆୟୋଜିତ ଉଦ୍ଘାଟନୀ…
ନୂଆ ପର୍ଯ୍ୟଟନର ଆକର୍ଷଣ ଭୀମଡୁଙ୍ଗୁରି
ବଲାଙ୍ଗୀର ଅଫିସ,୯ା୬: ବଲାଙ୍ଗୀର ଜିଲାର ଏକ ନୂଆ ପର୍ଯ୍ୟଟନ ଆକର୍ଷଣ ହେଉଛି ଭୀମଡୁଙ୍ଗୁରି। ଜିଲା ସଦର ମହକୁମା ବଲାଙ୍ଗୀରଠାରୁ ପ୍ରାୟ ୨୦କିଲୋମିଟର ଦୂର ଦେଓଗଁା ବ୍ଳକ ଅନ୍ତର୍ଗତ ମୁକୁନ୍ଦପୁର ଗ୍ରାମପଞ୍ଚାୟତରେ ରହିଛି ଏଇ ପର୍ଯ୍ୟଟନସ୍ଥଳୀ। ଭୀମଡୁଙ୍ଗୁରିର ସବୁଜ ଜଙ୍ଗଲ ସମ୍ପଦ, ପ୍ରାକ୍…
୬ ପଞ୍ଚାୟତ ଜଳସେଚନରୁ ବାଦ୍
ଲୋଇସିଂହା,୯।୬(ଡି.ଏନ.ଏ.): ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ କାମ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ଚଳିତ ବର୍ଷରୁ ଡ୍ୟାମରେ ବର୍ଷା ଜଳ ସଂରକ୍ଷିତ ରଖାଯିବ ଏବଂ ଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ ଲକ୍ଷ୍ୟ ରଖାଯାଇଛି। ଏନେଇ ଭୂତଳ ପାଇପ ଲାଇନ କାମ ଆରମ୍ଭ…
ପ୍ରାଣୀ ଚିକିତ୍ସାଳୟରେ କର୍ମଚାରୀ ନିଯୁକ୍ତି ଦିଆଯାଉ
ଲାଠୋର, ୮ା୬(ଡି.ଏନ୍.ଏ.): ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଅଧିନ ଲାଠୋର ପ୍ରାଣୀ ଚିକିତ୍ସାଳୟରେ ବର୍ଷ ବର୍ଷ ଧରି ବିଭିନ୍ନ ପଦବୀ ଖାଲି ପଡ଼ିରହିଥିଲେ ମଧ୍ୟ ସେଠାରେ ନିଯୁକ୍ତି ଦିଆଯାଉ ନାହିଁ। ଫଳରେ ସ୍ଥାନୀୟ ଜନସାଧାରଣ ଗାଈ, ବଳଦ, ଛେଳି, ମେଣ୍ଢା ଇତ୍ୟାଦି…
ଘର ପୋଡ଼ିଦେଲେ ଦୁର୍ବୃତ୍ତ
ସଇଁତଲା, ୭।୬ (ଡି.ଏନ.ଏ): ବଲାଙ୍ଗୀର ଜିଲା ସଇଁତଲା ଥାନା ଅଧୀନ ଟିକ୍ରାପଡ଼ା ଫାଣ୍ଡି ଦୁକାଲଘାଟ ଗ୍ରାମରେ କେତେଜଣ ଦୁର୍ବୃତ୍ତ ଜଣକଙ୍କ ଘର ପୋଡ଼ିଦେବା ସହ ଜୀବନରେ ମାରିଦେବା ନେଇ ଧମକ ଦେଇଥିବା ଟିକ୍ରାପଡ଼ା ଫାଣ୍ଡିରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ଟିକ୍ରାପଡ଼ା…
କାର୍ଟୁନିଷ୍ଟ ଅଶ୍ୱିନୀ-ଅବନୀଙ୍କୁ ସ୍ବତନ୍ତ୍ର ପୁରସ୍କାର
ବଲାଙ୍ଗୀର ଅଫିସ, ୬ା୬: ଛତିଶଗଡ଼ ପରିବେଶ ସଂରକ୍ଷଣ ମଣ୍ଡଳ ଏବଂ ରାୟପୁର(ଛତିଶଗଡ଼)ରୁ ପ୍ରକାଶିତ ମାସିକ କାର୍ଟୁନ୍ ପତ୍ରିକା ‘କାର୍ଟୁନ୍ ୱାଚ୍’ର ମିଳିତ ଆବାହକତ୍ୱରେ ଆୟୋଜିତ ସର୍ବଭାରତୀୟସ୍ତରୀୟ କାର୍ଟୁନ୍ ପ୍ରତିଯୋଗିତାରେ ଓଡ଼ିଶାର କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ ଅଶ୍ୱିନୀ-ଅବନୀଙ୍କ ଏକ କାର୍ଟୁନ୍ ସ୍ବତନ୍ତ୍ର ପୁରସ୍କାର ଲାଭ…
ପ୍ୟାଲେସ୍ ଯିବି, ସୁରକ୍ଷା ଦିଅ
ବଲାଙ୍ଗୀର ଅଫିସ, ୩ା୬: ବଲାଙ୍ଗୀର ରାଜପରିବାର ସଦସ୍ୟ ତଥା ବିଜେଡି ଯୁବନେତା ଅର୍କେଶ ନାରାୟଣ ସିଂଦେଓ ଓ ତାଙ୍କ ସ୍ତ୍ରୀ ଅଦ୍ରିଜା ମଞ୍ଜରୀ ସିଂଦେଓଙ୍କ ବିବାଦ ଦିନକୁ ଦିନ ତେଜିବାରେ ଲାଗିଛି। ଏବେ ଅଦ୍ରିଜା ମଞ୍ଜରୀ ବଲାଙ୍ଗୀର ଏସ୍ପିଙ୍କୁ ଦେଇଥିବା ଏକ…
ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣ ପ୍ରସଙ୍ଗ, ଚର୍ଚ୍ଚାରେ ବେନାମୀ ଚିଠି
ଲୋଇସିଂହା,୨୯।୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ପାଚେରି ନିର୍ମାଣକୁ ନେଇ ବ୍ୟବସାୟୀ ଓ ପ୍ରଶାସନ ମଧ୍ୟରେ ପୂର୍ବରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ କଡା ଅଭିମୁଖ୍ୟ ଗ୍ରହଣ କରୁଥିବା ପ୍ରଶାସନ ଏବେ ପଛଘୁଞ୍ଚା ଦେଇ ବିଦ୍ୟାଳୟ ପାଚେରି…
ଲକ୍ଷ୍ୟଠାରୁ ଦୂରରେ କମ୍ୟୁନିଟି ହଲ୍
ଲାଠୋର,୨୮ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ ରହିଛି କମ୍ୟୁନିଟି ହଲ(ଗୋଷ୍ଠୀକେନ୍ଦ୍ର)। ସେବା ସମବାୟ ସମିତି ନିକଟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଏହି କେନ୍ଦ୍ର ଏବେ ସାଧାରଣ ଲୋକଙ୍କ କାମରେ ଆସୁନାହଁି। ଯେଉଁ ଲକ୍ଷ୍ୟ ନେଇ ଗୋଷ୍ଠୀକେନ୍ଦ୍ର ନିର୍ମାଣ କରାଯାଇଥିଲା…
ପାଓମେକ୍ସ କାରଖାନା ଅଧିକାରୀଙ୍କୁ ଆକ୍ରମଣ
ଟିଟିଲାଗଡ଼, ୨୫।୫ (ଡି.ଏନ୍.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ସହର ଉପକଣ୍ଠ ଜଗୁଆ ପଞ୍ଚାୟତ ତୁର୍ଲା ସ୍ଥିତ ଗ୍ରାଫାଇଟ ଇଣ୍ଡିଆ ପାଓମେକ୍ସ କାରଖାନାର ଫିନିସିଙ୍ଗ ବିଭାଗ ମୁଖ୍ୟ ଯୁକ୍ତେଶ୍ୱର ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ତାଙ୍କ ବାସଭବନରୁ ମଧ୍ୟାହ୍ନ ଭୋଜନ ସାରି…
କମ୍ୟୁନିଟି କମ୍ପୋଷ୍ଟ ପିଟ୍ କେନ୍ଦ୍ର ବାଟବଣା
ସଇଁତଳା,୨୫ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକର ୨୨ପଞ୍ଚାୟତରେ ଗତ ୨୦୨୨-୨୩ ମସିହାରେ ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ଯୋଜନାରେ ୫୦ ଲକ୍ଷ ଟଙ୍କା ବ୍ୟୟରେ କମ୍ୟୁନିଟି କମ୍ପୋଷ୍ଟ ପିଟ୍ କେନ୍ଦ୍ରମାନ ନିର୍ମାଣ ହୋଇଛି । ଯୋଜନାକୁ କାର୍ଯ୍ୟକାରୀ କରିବାପାଇଁ ପଞ୍ଚାୟତମାନଙ୍କୁ ଆବଶ୍ୟକ…
Archives


