ରୋଗଗ୍ରସ୍ତ ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଆଖିବୁଜିଦେଲେ ସ୍ବାମୀ
କଣ୍ଟାବାଞ୍ଜି,୧୫।୫(ଡି.ଏନ୍.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଦାବିରି ଗାଁର ଉଭୟେ ସ୍ତ୍ରୀସ୍ବାମୀଙ୍କ ଗୋଟିଏ ଦିନରେ ଆତ୍ମହତ୍ୟା ଘଟଣା ପୂରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି। ସୂଚନାନୁସାରେ, ଉକ୍ତ ଗାଁର ଗୋଧନ ମଲ୍ଲିକ (୪୫) ଓ ତାଙ୍କ ସ୍ତ୍ରୀ ଚନ୍ଦ୍ରକଳା ମଲ୍ଲିକ (୪୦) ଉଭୟେ…
ସ୍ତ୍ରୀଙ୍କ ମୃତ୍ୟୁ ପରେ ଜୀବନ ହାରିଦେଲେ ସ୍ବାମୀ
ବଲାଙ୍ଗୀର ଅଫିସ,୧୫ା୫: ସ୍ତ୍ରୀଙ୍କର ମୃତ୍ୟୁ ପରେ ସ୍ବାମୀ ଜୀବନ ହାରିଦେବା ପରି ଘଟଣା ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜି ଥାନା ଦାବରୀ ଗାଁରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସ୍ତ୍ରୀ ଚନ୍ଦ୍ରକଳାଙ୍କ ମୃତ୍ୟୁ ପରେ ନିଜ ଚାଷଜମିରେ ଥିବା ଏକ ଗଛରେ ଗାମୁଛା ସାହାଯ୍ୟରେ…
ବିପଦ ସାଜିଛି ଭୂତଳ ପୋଲ
ଲୋଇସିଂହା,୧୪ା୫(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବସ୍ତି ରାସ୍ତା ରେଳୱେ ଭୂତଳ ପୋଲ ଯାତ୍ରୀଙ୍କ ପାଇଁ ବିପଦ ସଙ୍କୁଳ ହୋଇପଡିଛି। ଶିଉଳି ଯୋଗୁ ଶନିବାର ଖସି ପଡି ବସ୍ତିର ମହେଶ କର ଓ ଅନ୍ୟ ଜଣେ ଆହତ ହୋଇଛନ୍ତି। ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ…
ପାଣିକଟା ହୋଇଛି, ପୁନରୁଦ୍ଧାର ହେଉନି
ଲୋଇସିଂହା,୧୪ା୫(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଥିବା ସୁଜିଆ ଡ୍ୟାମ ଏବେ ଶୁଖିଲା ପଡିଛି। ମାଟି ଉନ୍ନତୀକରଣ ପାଇଁ ଡ୍ୟାମରୁ ପାଣି କାଟି ଦିଆଯାଇଥିଲା। ମେ ଅଧା ମାସ ବିତି ଯାଇଥିଲେ ବି ଡ୍ୟାମର ମାଟି ପୁନରୁଦ୍ଧାର କାମ ଆରମ୍ଭ ହୋଇନାହିଁ।…
୫ଶହ ଟଙ୍କା ଭତ୍ତା ପାଇଁ ଦେଢ଼ଶହ ଟଙ୍କା ରିକ୍ସାଭଡ଼ା
ଲୋଇସିଂହା,୧୦ା୫(ଡି.ଏନ.ଏ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର ପଞ୍ଚାୟତ ନୂଆପଡାର ଜଣେ ବୃଦ୍ଧା ୫ ଶହ ଟଙ୍କ ଭତ୍ତା ପାଇଁ ୧୫୦ ଟଙ୍କା ରିକ୍ସା ଭଡା କରିବା ଏଠାରେ ଆଲୋଚନାର ବିଷୟ ହୋଇଛି। ଲୋଇସିଂହା ପଞ୍ଚାୟତ ସଦର ଗ୍ରାମ ନୂଆପଡାର ବିଧବା ମଥୁରା…
ବସ ଧକ୍କାରେ ଜଣେ ମୃତ, ଦୁଇ ଗୁରୁତର, ବଲାଙ୍ଗୀର-ସୋନପୁର ଜାତୀୟ ରାଜପଥ ଅବରୋଧ କଲେ ଉତ୍ତେଜିତ ଲୋକ
ବଲାଙ୍ଗୀର ଅଫିସ,୯।୫: ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ଗଇଁତଲା ତହସିଲ ଅଫିସ ସମ୍ମୁଖରେ ଏକ ବସ ଧକ୍କାରେ ମୋଟର ସାଇକେଲରେ ବସିଥିବା ଜଣେ ଝିଅ ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିଛନ୍ତି। ମୋଟର ସାଇକେଲ୍ରେ ବସିଥିବା ମୃତ ଝିଅର ବାପା…
ବଢୁଛି ତାତି, ଜନଜୀବନ ଅସ୍ତବ୍ୟସ୍ତ
ବଲାଙ୍ଗୀର ଅଫିସ,୯ା୫: ବଲାଙ୍ଗୀର ଜିଲାରେ ଗ୍ରୀଷ୍ମ ପ୍ରବାହ ଅଘୋଷିତ କର୍ଫ୍ୟୁ ଅନୁରୂପ ସ୍ଥିତି ସୃଷ୍ଟି କରିଛି। ଟାଣ ଖରା ଯୋଗୁଁ ଲୋକେ ଘରୁ ବାହାରିବାକୁ ଡରୁଛନ୍ତି। ଫଳରେ ପୂର୍ବାାହ୍ନ ୧୧ଟାରୁ ରାସ୍ତାଘାଟ ଶୂନଶାନ୍ ହୋଇଯାଉଛି। ୪୦ଡିଗ୍ରୀ ଉପରେ ତାପମାତ୍ରା ରହୁଥିବା ଏବଂ…
ଆରପିଡିଏସି ବୈଠକ ଡାକ
ବଲାଙ୍ଗୀର ଅଫିସ, ୮ା୫: ଚଳିତବର୍ଷ ବହୁପ୍ରତୀକ୍ଷିତ ଲୋୟର ସୁୁକତେଲ ଡ୍ୟାମ୍ରେ ପାଣି ଗଚ୍ଛିତ ରଖାଯିବ ବୋଲି ପ୍ରଶାସନ ଓ ସରକାରଙ୍କ ପକ୍ଷରୁ ସୂଚନା ଦିଆଗଲାଣି। ବଲାଙ୍ଗୀରର ଜୀବନ ରେଖା କୁହାଯାଉଥିବା ଏହି ପ୍ରକଳ୍ପ ଚଳିତବର୍ଷ ଶେଷ ହେବ ବୋଲି ସରକାରଙ୍କ ଜଳସମ୍ପଦ…
କୂଅଖୋଳାରେ ସୀମିତ ଜଳପ୍ରକଳ୍ପ
ଲୋଇସିଂହା, ୭ା୫(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ କଦଳୀପାଲି ଗାଁ ା କିଡ଼ନୀ ରୋଗରେ ଏହି ଗଁ।ର ବହୁ ଲୋକଙ୍କ ଜୀବନ ଗଲାଣି। ଆଉ କେତେକ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି। ଏହା ଜଣାପଡିଲା…
ଅଶ୍ୱିନୀ, ଅବନୀଙ୍କ କାର୍ଟୁନ୍ ପୁରସ୍କୃତ
ବଲାଙ୍ଗୀର ଅଫିସ,୬ା୫: ଛତିଶଗଡ ସରକାରଙ୍କ ସଂସ୍କୃତି ବିଭାଗ, ଛତିଶଗଡ ପର୍ଯ୍ୟଟନ ବୋର୍ଡ ଏବଂ ରାୟପୁର (ଛତିଶଗଡ)ରୁ ପ୍ରକାଶିତ ପ୍ରତିଷ୍ଠିତ ମାସିକ କାର୍ଟୁନ୍ ପତ୍ରିକା ‘କାର୍ଟୁନ୍ ଓା୍ବଚ୍’ର ମିଳିତ ଆବାହକତ୍ୱରେ ଆୟୋଜିତ ଏକ ସର୍ବଭାରତୀୟ କାର୍ଟୁନ୍ ପ୍ରତିଯୋଗିତାରେ ଓଡିଶାର ଲବ୍ଧପ୍ରତିଷ୍ଠ କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ…
ମସିଣା ବନ୍ଧ କାମ ଆରମ୍ଭ
ଲାଠୋର, ୬।୫ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ ଅଧୀନ ମସିଣା ଗ୍ରାମରେ ଅବହେଳିତ ଅବସ୍ଥାରେ ପଡି ରହିଥିବା ଡ୍ୟାମ (ବନ୍ଧ) ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ କାମ ଆରମ୍ଭ ହୋଇଥିବା ଦେଖାଯାଇଛି। ୧୯୮୦ ମସିହାରେ…
ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର-ବଲାଙ୍ଗୀର ଜିଲାପାଳ
ଭୁବନେଶ୍ୱର,୨।୫(ବ୍ୟୁରୋ): ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର ଜିଲାପାଳ ଅନନ୍ୟା ଦାଶ ଓ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା। ଆସାମ ଗୁଆହାଟୀର ଏକ ବିଳାସମୟ ହୋଟେଲରେ ଉଭୟଙ୍କର ହାତଗଣ୍ଠି ପଡିଛି। ତେବେ ବିବାହ ପୂର୍ବରୁ ଉଭୟଙ୍କର ଏକ ଡ୍ୟାନ୍ସ ଭିଡିଓ ଭାଇରାଲ…
Archives


