ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ
ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲା ତୁରେକେଲା ଥାନା ପଣ୍ଡରେନ ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଅଜା ନାତିଙ୍କ ସହ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ବଙ୍ଗୋମୁଣ୍ଡା ଥାନା ତୁରେକେଲା ଗାଁର ଗୋଟିଏ ପରିବାରର ୪ ଜଣ ବାଇକ୍ରେ…
ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…
ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର। ସଭା କର୍ଯ୍ୟ ଚାଲିଥିବା ବେଳେ ମନ୍ତ୍ରୀ ଏବଂ ବିଧାୟକଙ୍କ…
୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ
ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ ପୂର୍ବତନ ବିଧାୟକ ଆୟୁବ ଖାଁଙ୍କ ପ୍ରଚେଷ୍ଟାରେ ହୋଇଥିଲା। ଏହି ରକ୍ତଭଣ୍ଡାର ୪୦ କିଲୋମିଟର…
ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ
ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଶନିବାର ବାର୍ଷିକ ଉତ୍ସବ ଚାଲିଥିଲା। କୌଣସି କାରଣକୁ ନେଇ…
ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…
ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ ବୋର୍ଡ। ବଲାଙ୍ଗୀର ଜିଲା ତୁରକେଲା ଥାନାର ବହୁ ଚର୍ଚ୍ଚିତ ନାବାଳିକା ଗଣବଳାତ୍କାର ଘଟଣାରେ…
ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…
ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ ନିଜ ଆଡୁ ମାମଲା…
କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ
ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା ତାଙ୍କର ଏକ ବ୍ୟାଙ୍କ ଆକାଉଣ୍ଟରେ ଜମା ହୋଇଛି। ସେହି ଟଙ୍କା ଉଠାଇବା ପାଇଁ…
ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…
ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ କଲେଜ ପରିସରରେ ଥିବା ହରବାଲ୍ ଗାର୍ଡେନରେ ବୃକ୍ଷ ରୋପଣ…
ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ
ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ ସୁରକ୍ଷା କମିଟି ପକ୍ଷରୁ ପାଟଣେଶ୍ୱରୀ ମହୋତ୍ସବ ଆୟୋଜିତ କରାଯାଇଥିଲା । ବୁଧବାର ଶେଷ…
ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ
ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ ମହାରାଣୀ ସାଗର ଜଳାଶୟ କେହି ଜଣେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।…
ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ତୁରେକେଲାରେ ଉତ୍ତରାଞ୍ଚଳ ଆଇଜି
ବଲାଙ୍ଗୀର,୪।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁରେକେଲା ନାବାଳିକା ଗଣବଳାତ୍କାର ଘଟଣାରେ ତୁରେକେଲାରେ ପହଞ୍ଚି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଅନୁଧ୍ୟାନ କରିଛନ୍ତି। ଘଟଣାରେ ୬ ଜଣ ନାବାଳକଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ଜାନୁଆରୀ ୨୫ରେ ଏହି ଘଟଣା ଘଟିଥିଲା। ତୁରେକେଲା ଥାନା…
ଡକାୟତି ପାଇଁ କରୁଥିଲେ ଯୋଜନା, ଅତର୍କିତ ଚଢାଉ କଲା ପୋଲିସ, ତା’ପରେ…
ବଲାଙ୍ଗୀର, ୪।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସ ଟିମ ମଙ୍ଗଳବାର ପାଟ୍ରୋଲିଂ କରିବାବେଳେ ହାଇୱେ ଏବଂ ଆଖପାଖରେ ଡକାୟତି ଯୋଜନା କରୁଥିବା ୪ ଜଣ ଡକାୟତଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ଏକ ୟୁଏସଏ ତିଆରି ମାଉଜର, ଜୀବନ୍ତ…
Archives


