ବଲାଙ୍ଗୀର

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର ମା’ ମଙ୍ଗଳା ସ୍ବୟଂ ସହାୟକ ଦଳର ସଦସ୍ୟା ଲିଲି ବେଲଘରିଆ ସୋମବାର ଗୋଷ୍ଠୀ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ ଭିନ୍ନ ବିବାଦ ଦେଖାଦେଇଛି। ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଓ ତେନ୍ତୁଳି ଗ୍ରାମର କିଛି…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା ସୂର୍ଯ୍ୟକାନ୍ତି ଛୁରାଙ୍କ ମୃତ୍ୟୁ ପରେ ପରିବାର ଲୋକେ ବାଇକରେ ମୃତଦେହ ନେବାର ଏକ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି।ଗିରଫ ଯୁବକ ଜଣକ ଫୁଲବାଣୀ ଗୋଛାପଡ଼ା ଗ୍ରାମର ଶ୍ୱେତ କହଁର…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ ଉଲବା ଗ୍ରାମର ପଦ୍ମାବତୀ ମେହେର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ସୋମବାର ସମଲେଶ୍ୱରୀ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ ସ୍କୁଲ ଛୁଟି ହେବା ପରେ ଜଣେ ଛାତ୍ରୀ ସ୍କୁଲ ଭିତରେ ଥିବା ବେଳେ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ମୁଖ୍ୟ ଛକରେ ଥିବା ସୁନା ବ୍ୟବସାୟୀ ଫୁଲଚନ୍ଦ ଜୈନଙ୍କ ଘରେ ପଶି…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ ସ୍ବୀକାର କରିଛନ୍ତି ଅଭିଯୁକ୍ତ। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ଶୁକ୍ରବାର ଏନେଇ…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି । ମୃତ ଯୁବକ ଜଣକ ବଗଡା ଗାଁର ସନ୍ତୋଷ ଖର୍ସେଲ (୪୦) ହୋଇଥିବା ବେଳେ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି । ପୋଖରୀ ପାଣିରେ କେବଳ ଶରୀର…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର ଆଖପାଖ ଗ୍ରାମରେ ଲୋକେ ଭୟରେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଗତ ତିନିଦିନ ହେଲା…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ ସାହୁଙ୍କୁ ବଲାଙ୍ଗୀରରୁ ଅପହରଣ କରି ଭୁବନେଶ୍ବରର ଏକ ହୋଟେଲରେ ତାଙ୍କୁ କିଭଳି ବନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?