ଦାନବାକ୍ସ ଭାଙ୍ଗି ଚୋରି
ବଲାଙ୍ଗୀର ଅଫିସ,୨୮ା୮: ବଲାଙ୍ଗୀର ସହର ରାଜୀବ ନଗରସ୍ଥିତ ଓଁ ଶ୍ରୀ ଶ୍ରୀ ସିଦ୍ଧେଶ୍ବରାୟ ମହାଦେବ ମନ୍ଦିର ଦାନବାକ୍ସ ଭାଙ୍ଗି ଦୁର୍ବୃତ୍ତମାନେ ଟଙ୍କା ଚୋରି କରି ନେଇଥିବା ଅଭିଯୋଗ ହୋଇଛି। ମନ୍ଦିର ପୂଜାରୀ ଦୁର୍ଯୋଧନ ଥାନପତି ରବିବାର ମନ୍ଦିରକୁ ଆସିବା ପରେ...
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ରାଜ୍ୟ ସୂଚନା କମିଶନଙ୍କ ଉଲ୍ଲେଖନୀୟ ରାୟ
ବଲାଙ୍ଗୀର ଅଫିସ,୨୭।୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ରାଜ୍ୟ ସୂଚନା କମିଶନଙ୍କ ଉଲ୍ଲେଖନୀୟ ରାୟ ପ୍ରକାଶ ପାଇଛି। ଶନିବାର ସ୍ଥାନୀୟ ଯାଦବ ଭବନ ପରିସରରେ ଓଡ଼ିଶା ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇ...
ଛାତ୍ରୀଙ୍କୁ ଅସଦାଚରଣ କରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ
ବଲାଙ୍ଗୀର ଅଫିସ୍/ଦେଓଗଁା,୨୬ା୮(ଡି.ଏନ୍.ଏ.): ସ୍କୁଲରେ ପ୍ରଧାନଶିକ୍ଷକ ୫ଜଣ ଛାତ୍ରୀଙ୍କୁ ଦୀର୍ଘଦିନ ଧରି ଅସଦାଚରଣ କରିଆସୁଥିଲେ। ବଲାଙ୍ଗୀର ଜିଲା ଦେଓଗଁା ଥାନା ମୁରସିଂହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିବା ପରେ ଗୁରୁବାର ଗ୍ରାମବାସୀ ସ୍କୁଲ ଘେରାଉ କରିିଥିଲେ। ଅଭିଯୁକ୍ତ...
ରକ୍ତ ଜୁଡୁବୁଡୁରେ ରଙ୍ଗମିସ୍ତ୍ରୀଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ବଲାଙ୍ଗୀର ଅଫିସ, ୨୬।୮: ବଲଙ୍ଗୀର ଜିଲା ସ୍ଥାନୀୟ ହାତୀଶାଳପଡା ଫରେଷ୍ଟ କଲୋନୀରୁ ଶୁକ୍ରବାର ଜଣେ ରଙ୍ଗମିସ୍ତ୍ରୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ରଙ୍ଗମିସ୍ତ୍ରୀ ଜଣକ ଠିକାଦାରପଡାର ଅଭି ହାତୀ ବୋଲି ଜଣାପଡିଛି। ଫରେଷ୍ଟ କଲୋନୀର ଚାରି ମହଲା...
ରାଧେଶ୍ୟାମ, ଗୋବିନ୍ଦଙ୍କ ବିରୋଧରେ ହେଲା ଚାର୍ଜଫ୍ରେମ୍
ବଲାଙ୍ଗୀର ଅଫିସ, ୨୬ା୮:ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଦୁଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କ ବିରୋଧରେ ଗୁରୁବାର ଚାର୍ଜଫ୍ରେମ୍ ହୋଇଛି। ଦୁଇ ଅଭିଯୁକ୍ତଙ୍କ ବିରେଧରେ ଆଇପିସି ଧାରା ୩୬୩, ୩୦୨, ୧୨୦ (ବି) ଓ...
ଛାତ୍ରୀଙ୍କୁ ଅସଦାଚରଣ କରି ଥାନାରେ ପ୍ରଧାନ ଶିକ୍ଷକ
ବଲାଙ୍ଗୀର ଅଫିସ,୨୫।୮: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ମୁରସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିଶ୍ୱନାଥ ବୁଦ୍ଧିଆଙ୍କ ବିରୋଧରେ ସ୍କୁଲର ୫ ଜଣ ଛାତ୍ରୀ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଗତ ୨୩ ତାରିଖରେ ଷଷ୍ଠ ଶ୍ରେଣୀର ପାଞ୍ଚ...
ପୁନରୁଦ୍ଧାର ହେଲା, ଗେଟ୍ ଲାଗିଲାନି
ଲୋଇସିଂହା,୨୫।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ବଙ୍ଗାବାହାଲ ଗଁାରେ ରହିଛି ଦେହେରୀ କଟାଁ। ୨୦ଏକର ପରିମିତ ଏହି ଜଳାଶୟର ପୁନରୁଦ୍ଧାର ଚଳିତ ବର୍ଷ ୨୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କରାଯାଇଛି। ହେଲେ ବନ୍ଧର ଜଳ ନିଷ୍କାସନ...
ଭିଜିଲାନ୍ସ ଜାଲରେ ଲୋଇସିଂହା ଆଇଆଇସି
ବଲାଙ୍ଗୀର ଅଫିସ,୨୪ା୮: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ କାବୁ କରିଛି ବରଗଡ଼ ଭିଜିଲାନ୍ସ ଟିମ୍। ବରଗଡ଼ ଜିଲା ଗାଇସିଲେଟ ଥାନା କେନ୍ଦୁମୁଣ୍ଡି ଗାଁର ଜଣେ...
ହାତଗୋଡ଼ ବନ୍ଧା ଅବସ୍ଥାରେ ନାବାଳିକା ଉଦ୍ଧାର
ବଲାଙ୍ଗୀର ଅଫିସ,୨୪ା୮: ବରଗଡ଼ ଜିଲା ଗାଇସିଲେଟ ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଯୁକ୍ତଦୁଇ ଛାତ୍ରୀ (୧୬)ଙ୍କୁ ସୋମବାର ଅପହରଣ କରାଯାଇଥିଲା। ସମ୍ପୃକ୍ତା ଅପହୃତା ନାବାଳିକା ଛାତ୍ରୀଙ୍କୁ ହାତଗୋଡ଼ ବନ୍ଧା ଅବସ୍ଥାରେ ମଙ୍ଗଳବାର ସକାଳେ ଉଦ୍ଧାର କରାଯାଇଛି। ଚେତାଶୂନ୍ୟ ଅବସ୍ଥାରେ...
‘ଜୀବନ ସଂଘର୍ଷରୁ ଅନେକ କିଛି ଶିଖିଛି’
ବଲାଙ୍ଗୀର ଅଫିସ,୨୩ା୮: ସମାଜ ସାହିତ୍ୟ ଏବଂ ସଂସ୍କୃତି ଉପରେ କାମ କରୁଥିବା ଅନୁଷ୍ଠାନ ରଚନା ପକ୍ଷରୁ ସ୍ଥାନୀୟ ପତିତପାବନ ଏକାଡେମୀ ହଲରେ ମାସିକ ରଚନା ସନ୍ଧ୍ୟା ଅନୁଷ୍ଠିତ ହୋଇଯାଇଛି। କୋଶଲୀ ଭାଷା ସାହିତ୍ୟର ଗବେଷକ ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ...
ଫୁଟସାଲ ଦଳର ଜର୍ସି ଉନ୍ମୋଚିତ
ଟିଟିଲାଗଡ଼,୨୨ା୮(ଡି.ଏନ.ଏ.): ମହାରାଷ୍ଟ୍ରର ନାସିକସ୍ଥିତ ଡିଭିଜିନାଲ ସ୍ପୋଟର୍ସ କମ୍ପ୍ଲେକ୍ସ ପରିସରରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ଇନ୍ଡୋର ୟୁରୋପିଆନ ଗେମ୍ର ପଞ୍ଚମ ଫୁଟସାଲ ଜାତୀୟ ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଓଡିଶାରୁ ୧୨ଜଣିଆ ଦଳ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି।...
ସ୍ତ୍ରୀଙ୍କୁ ପାଇବା ପାଇଁ ଶାଳକଙ୍କୁ ଅପହରଣ
ଲୋଇସିଂହା,୨୧।୮(ଡି.ଏନ୍.ଏ.): ସ୍ବାମୀ ନିର୍ଯାତନା ସହି ନ ପାରି ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ବାଇଗଣଖାରି ଗ୍ରାମକୁ ଶିଶୁକନ୍ୟାକୁ ଧରି ଚାଲି ଆସିଥିଲେ ପୂର୍ଣ୍ଣିମା ନାଗ। ନିର୍ଯାତନା ବେଳକୁ ବେଳ ଏପରି ଅସହ୍ୟ ହେଲା ଯେ, ପୂର୍ଣ୍ଣିମା ଆଉ...
Archives


