ଅସ୍ଥାୟୀ ପାଚେରି ନିର୍ମାଣ କଲେ ସ୍କୁଲ କର୍ତ୍ତୃପକ୍ଷ
ଲୋଇସିଂହା୨୭।୩(ଡି.ଏନ.ଏ):ବଲାଙ୍ଗୀର-ବରଗଡ ୨୬ ନଂ ଜାତୀୟ ରାଜପଥ ପ୍ରଶସ୍ତିକରଣ କାମ ଚାଲିଛି। ଏଥିଯୋଗୁ ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖ ପାଚେରିକୁ ଭାଙ୍ଗି ଦିଆଯାଇଛି। ସରକାରୀ ଅନୁଷ୍ଠାନ ହୋଇଥିବାରୁ ଏନ୍ଏଚ୍ ଡିଭିଜନ ପାଚେରି ନିର୍ମାଣ ଦାୟିତ୍ୱ ନେଇଛି। ହେଲେ ମାସାଧିକ ସମୟ ବିତି…
ଜାତୀୟସ୍ତରର ସ୍କାମ୍: ଏସ୍ପି
ବଲାଙ୍ଗୀର ଅଫିସ, ୨୭ା୩:ବଲାଙ୍ଗୀର ଡାକମଣ୍ଡଳର ବିଭିନ୍ନ ପଦବୀ ପାଇଁ କେତେକ ପ୍ରାର୍ଥୀ ଜାଲ ସାର୍ଟିଫିକେଟ ଦେଇ ଧରାପଡିଛନ୍ତି। ଏହି ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ହଇଚଇ ସୃଷ୍ଟି ହୋଇଛି। ଗତ ତିନିଦିନ ଧରି ପୋଲିସ ପକ୍ଷରୁ କରାଯାଇଥିବା ଖୋଳତାଡରୁ ଏହା ଏକ…
ଜାଲ୍ ସାର୍ଟିଫିକେଟ କାରବାର ଘଟଣା: ଟ୍ରେନିଂ ଇନ୍ଷ୍ଟିଚ୍ୟୁଟ୍ରେ ଚଢ଼ାଉ
ବଲାଙ୍ଗୀର ଅଫିସ,୨୬ା୩: ଜାଲ୍ ସାର୍ଟିଫିକେଟ କାରବାର ଘଟଣାରେ ବଲାଙ୍ଗୀର ପୋଲିସ ଓ ପ୍ରଶାସନ ପକ୍ଷରୁ ରବିବାର ସ୍ଥାନୀୟ ଜୀବନ ବୀମା କାର୍ଯ୍ୟାଳୟ ନିକଟରେ ଥିବା କମ୍ପ ଭାଇ ଭୋକେଶନାଲ ଟ୍ରେନିଂ ଇଷ୍ଟିଚ୍ୟୁଟ୍ରେ ଚଢ଼ାଉ କରାଯାଇଛି। ମାଜିଷ୍ଟ୍ରେଟ୍ ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ଥିତିରେ…
ବିଭାଗୀୟ ତଦନ୍ତ ଆରମ୍ଭ
ବେଲପଡା,୨୬।୩ (ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ କଦଳୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବାଲକୃଷ୍ଣ ଶବର ଚତୁର୍ଥ ଶ୍ରେଣୀ ଛାତ୍ରୀ ଅନୁ ନାଗଙ୍କୁ ଗୁରବାର ମାଡ଼ ମାରିଥିଲେ। ଏଥିରେ ଛାତ୍ରୀ ଅନୁଙ୍କ ଡାହାଣ ହାତ ଭାଙ୍ଗି ଯାଇଥିବା…
ବଲାଙ୍ଗୀରରେ କାରବାର, ୟୁପିରୁ ନିୟନ୍ତ୍ରଣ
ବଲାଙ୍ଗୀର ଅଫିସ, ୨୬।୩: ବଲାଙ୍ଗୀର ଜିଲା ଡାକମଣ୍ଡଳର ବିଭିନ୍ନ ପଦବୀ ପାଇଁ ଆବେଦନ କରିଥିବା କେତେଜଣ ପ୍ରାର୍ଥୀ ଜାଲ୍ ସାର୍ଟିଫିକେଟ୍ ଦେଇଥିବା ସନ୍ଦେହ କରି ଡାକ ଅଧୀକ୍ଷକ ଟାଉନ୍ ଥାନାରେ ଅଭିଯୋଗ କରିଥିଲେ। ପ୍ରାରମ୍ଭିକ ଯାଞ୍ଚ ପରେ ୩୭ ପ୍ରାର୍ଥୀଙ୍କ ସାର୍ଟିଫିକେଟ…
ମେଶିନରେ ଚେକ୍ ଡ୍ୟାମ କାମକୁ ଗ୍ରାମବାସୀଙ୍କ ବିରୋଧ
ଲୋଇସିଂହା,୨୫।୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ମାଗୁରବେଡା ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣୀଡୁଙ୍ଗରୀ ଗାଁରେ ଏମ୍ଜିଏନ୍ଆରଇଜିଏସ୍ ଯୋଜନାରେ ଦୁଇଟି ଚେକ୍ ଡ୍ୟାମ କାମ କରାଯାଉଛି। ବିନା ସୂଚନା ଫଳକରେ ଏବଂ ଶ୍ରମିକ ବଦଳରେ ବେଆଇନ ଭାବେ ଜେସିବି ମେଶିନ ଲଗାଯାଇ କାମ କରାଯାଉଥିବାରୁ…
ନଳକୂପରୁ ବାହାରୁଛି ସୁନା ଭଳି ପଦାର୍ଥ
ଖପ୍ରାଖୋଲ,୨୪ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ସୁନା ଖଣି ଥିବା ନେଇ ସବୁଠି ଚର୍ଚ୍ଚା। ବ୍ଲକର ନାନ୍ଦୁପଲା ଗାଁର ଜଣେ ବ୍ୟକ୍ତିଙ୍କ ଗଭୀର ନଳକୂପରୁ ସୁନା ଭଳି ଚକ୍ ଚକ୍ କରୁଥିବା ପଦାର୍ଥ ବାହାରୁଥିବା ଜଣାପଡିବା ପରେ ଘଟଣାସ୍ଥଳରେ ପ୍ରଶାସନ…
ବିପୁଳ ପରିମାଣର କଫ ସିରପ ଜବତ : ୩ ଜଣଙ୍କୁ ବାନ୍ଧିଲା ପୋଲିସ
ବଲାଙ୍ଗୀର ଅଫିସ,୨୪।୩: ବଲାଙ୍ଗୀର ସହର ବିଜାଖମନରୁ ଶୁକ୍ରବାର ବିପୁଳ ପରିମାଣର କଫ ସିରପ ଜବତ ହୋଇଛି। ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କଟକର ବିଶ୍ୱନାଥ ମୂଲିଆ, ଯାଜପୁରର ମହେଶ୍ୱର ମହାନ୍ତି ଓ କଳାହାଣ୍ଡିର ଲାଲଧର…
ଡାକଘର ପଦବୀ ପାଇଁ ନକଲି ସାର୍ଟିଫିକେଟ
ବଲାଙ୍ଗୀର ଅଫିସ,୨୪ା୩: ବଲାଙ୍ଗୀର ଡାକମଣ୍ଡଳର ୮୩ ବ୍ରାଞ୍ଚ ପୋଷ୍ଟ ମାଷ୍ଟର, ଏବିପିଏମ ଓ ଡାକସେବକ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ପଦବୀ ପାଇଁ ବହୁ ପ୍ରାର୍ଥୀ ଆବେଦନ କରିଛନ୍ତି। ଶୁକ୍ରବାର ବଲାଙ୍ଗୀର ପ୍ରଧାନ ଡାକଘରରେ ଏହି ପଦବୀଗୁଡିକର ସାର୍ଟିଫିକେଟ୍…
ଗନ୍ଧମାର୍ଦ୍ଦନ ଜୈବ ବିବିଧତା ଐତିହ୍ୟସ୍ଥଳୀ ଘୋଷିତ
ବଲାଙ୍ଗୀର ଅଫିସ, ୨୩ା୩: ଭବ୍ୟ ପ୍ରାକୃତିକ ସମ୍ପଦ, ଜୈବ ବିବିଧତା, ସହସ୍ରାଧିକ ଔଷଧୀୟ ଗୁଳ୍ମ, ଜଙ୍ଗଲ ଓ ବନ୍ୟ ସମ୍ପଦ ତଥା ୨୦ରୁ ଊର୍ଦ୍ଧ୍ୱ ଚିରସ୍ରୋତା ଝରଣା ପାଇଁ ସୁପ୍ରସିଦ୍ଧ ବଲାଙ୍ଗୀର ଓ ବରଗଡ଼ ଜିଲା ସୀମାରେଖାରେ ଥିବା ଗନ୍ଧମାର୍ଦ୍ଦନ ପାହାଡ଼କୁ…
ବିବାହ ମଣ୍ଡପରେ ବୁଲିଲା ବୁଲ୍ଡୋଜର
ବଲାଙ୍ଗୀର ଅଫିସ,୨୨ା୩: ବଲାଙ୍ଗୀର ସହର ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟସ୍ଥିତ ଆର୍ଯ୍ୟ ପ୍ୟାଲେସ ନାମକ ଏକ ବିବାହ ମଣ୍ଡପରେ ବୁଲ୍ଡୋଜର ବୁଲିଛି। ବୁଧବାର ବଲାଙ୍ଗୀର ପୋଲିସ ଏବଂ ପ୍ରଶାସନିକ ଟିମ୍ ଜେସିବି ମେଶିନ ଧରି ଆର୍ଯ୍ୟ ପ୍ୟାଲେସରେ ପହଞ୍ଚି ଉଚ୍ଛେଦ ଅଭିଯାନ ଆରମ୍ଭ କରିଛନ୍ତି।…
କେବିକେ ଅଞ୍ଚଳକୁ କେନ୍ଦ୍ରୀୟ ସହାୟତା କମିଛି
ବଲାଙ୍ଗୀର ଅଫିସ,୨୦ା୩:ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା(ପିଏମକେଏସୱାଇ)ର ଏକ ଉପାଦାନ ହେଉଛି ଏଆଇବିପି (ତ୍ୱରିତ ସିଞ୍ଚାଇ ଲାଭ କାର୍ଯ୍ୟକ୍ରମ) ା ଏହି କାର୍ଯ୍ୟକ୍ରମକୁ ବନ୍ଦ କରାଯାଇନାହିଁ। କେନ୍ଦ୍ର କ୍ୟାବିନେଟର ନିଷ୍ପତ୍ତି କ୍ରମେ ଏଆଇବିପି ୨୦୨୧ରୁ ୨୦୨୬ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ନୀତି…
Archives


