ବଲାଙ୍ଗୀର

ବଲାଙ୍ଗୀର ଭାଜପା ଉତ୍ସାହିତ, ତ୍ରିମୁଖୀ ଲଢ଼େଇ ସମ୍ଭାବନା

ବଲାଙ୍ଗୀର,୨୪ା୩ (ବୀରେନ୍ଦ୍ର କୁମାର ଝାଙ୍କର): ବିଜେଡି-ଭାଜପା ମେଣ୍ଟ କଳ୍ପନାଜଳ୍ପନାର ଅବସାନ ପରେ ବଲାଙ୍ଗୀର ଜିଲାରେ ଭାଜପା କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। କୁହାଯାଉଥିଲା ମେଣ୍ଟ ଚର୍ଚ୍ଚା ଯୋଗୁୁ ବିଶେଷକରି ଭାଜପା ଆଶାୟୀ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକ…

ତେଲଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ମୃତ

ଖପ୍ରାଖୋଲ, ୨୧ା୩(ଅଭୟ ତ୍ରିପାଠୀ): ତେଲଙ୍ଗାନା ରାଜ୍ୟ ପଇଦାପଲ୍ଲୀରେ ଏକ ଇଟାଭାଟିରେ ଦାଦନ ଶ୍ରମିକଭାବେ କାମ କରୁଥିବା ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ଗାଁର ବୈଶାଖୁ ବରିହା (୪୫)ଙ୍କ ମୃତ୍ୟୁ ଘଟିଛି। ଏ ନେଇ ସେଠାରେ କାର୍ଯ୍ୟ କରୁଥିବା ଅନ୍ୟ ଶ୍ରମିକାମାନଙ୍କଠାରୁ…

କଂଗ୍ରେସ ପ୍ରାର୍ଥୀଙ୍କ ଉପରେ ନଜର

ବଲାଙ୍ଗୀର, ୧୭।୩ (ବୀରେନ୍ଦ୍ର କୁମାର ଝାଙ୍କର)ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହେବା ପରଠାରୁ କଂଗ୍ରେସ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଉଭୟ ଲୋକ ସଭା ଏବଂ ବିଧାନସଭା ଆସନରେ କଂଗ୍ରେସର କେଉଁ ପ୍ରାର୍ଥୀ ମେଣ୍ଟ ପ୍ରାର୍ଥୀଙ୍କୁ ଟକ୍କର ଦେଇପାରିବେ ତାହା ଏବେଠାରୁ…

ବିଜେଡିକୁ ପ୍ରାର୍ଥୀ ଚୟନ ଚିନ୍ତା

ଲୋଇସିଂହା, ୧୬ା୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୟନ ପାଇଁ କସରତ ଚଳାଇଛନ୍ତି। ୨୦୧୯ ନିର୍ବାଚନରେ ଏଠାରୁ ଭାଜପା ପ୍ରାର୍ଥୀ ମୁକେଶ ମହାଲିଙ୍ଗ ବିଜୟୀ ହୋଇଥିଲେ। ବିଗତ…

ବିଜେଡି କର୍ମୀଙ୍କ ମଧ୍ୟରେ ଉତ୍ସାହ

ଲୋଇସିଂହା,୧୪।୩(ସୁଶାନ୍ତ ବାରିକ) ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ବୁଧବାର ବଲାଙ୍ଗୀର ଜିଲା ଲୋଇସିଂହାକୁ ଏନଏସି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହାକୁ ନେଇ ଲୋଇସିଂହା ବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ସନ୍ଧ୍ୟାରେ ସ୍ଥାନୀୟ ବିଜେଡ଼ି ପକ୍ଷରୁ ବିଜୟ ଉତ୍ସବ ପାଳନ…

ଜେଲ୍‌ରୁ ଫେରାର ହୋଇଗଲେ ଦୁଇ ୨ ବିଚାରାଧୀନ କଏଦୀ

ଟିଟିଲାଗଡ଼,୧୦ା୩(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପକାରାଗାରରୁ ଦୁଇ ଜଣ ହତ୍ୟା ଅଭିଯୁକ୍ତ ବିଚାରାଧୀନ କଏଦୀ ଫେରାର ହେବା ଆଲୋଚନାର ବିଷୟ ହୋଇଛି। ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସିନ୍ଧେକେଲା ଥାନା ଅଞ୍ଚଳରେ ମାନସିକ ପୂରଣ ପାଇଁ ଦୁଇଟି ଶିଶୁ ବଳି ଦେଇଥିବା…

ମହାଶିବରାତ୍ରୀ ଶ୍ରୀ ଶ୍ରୀ ଟାଙ୍ଗ୍ରେଶ୍ୱର ମହାଦେବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ବଲାଙ୍ଗୀର,୮।୩:(ସୁନୀଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଲାଗି ବଲାଙ୍ଗୀର ସହରର ସମସ୍ତ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡଲାଗିଛି। ପୂଜା ସାମଗ୍ରୀ ଧରି ଶ୍ରଦ୍ଧାଳ ତୁଲସୀନଗର ଶ୍ରୀ ଶ୍ରୀ ଟାଙ୍ଗ୍ରେଶ୍ୱର ମହାଦେବ ମନ୍ଦିରରେ ଦେବଦର୍ଶନ କରିଛନ୍ତି। ବିଭିନ୍ନ ମନ୍ଦିରରେ ରାତିରେ ମହାଦୀପ ଦର୍ଶନ…

୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବିଆରସି

ବଲାଙ୍ଗୀର, ୭।୮(ସୁନୀଲ ମହାନ୍ତି): ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ବଲାଙ୍ଗୀର ଜିଲା ଦେଓଗାଁ ବିଆରସି ମଧୁସୂଦନ ପଟେଲ। ବଲାଙ୍ଗୀର ପ୍ୟାଲେସ ଲାଇନର ଏମଡି ଆଶିଷ ନାମକ ଜଣେ ବ୍ୟକ୍ତିଙ୍କଠାରୁ ସେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ…

ମାରି ପୋତି ଦେଇଥିଲେ, ୧୫ ଦିନ ପରେ ମାଟିତଳୁ କଢ଼ାଗଲା ମୃତଦେହ

କଣ୍ଟାବାଞ୍ଜି,୬।୩ (ଗୁରୁଦୟାଲ ହଂସ): ୧୫ଦିନ ତଳେ ନିଖୋଜ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଧାମନଡଙ୍ଗା ପଞ୍ଚାୟତ ରଜାମରା ଗାଁର ଧୁବଲ ରଣା(୭୦)ଙ୍କ ମୃତଦେହ ମଙ୍ଗଳବାର ମୁରିବାହାଲ ଥାନା କଟାଡୁଙ୍ଗୁରୀ ଗାର୍ଡୱାଲ ନିକଟ ମାଟିତଳୁ ଜବତ ହୋଇଛି। ଜମିବାଡି ବିବାଦରୁ ତାଙ୍କୁ ହତ୍ୟା…

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ

ଲୋଇସିଂହା,୪ା୩(ସୁଶାନ୍ତ ବାରିକ): ମ୍ୟୁଟେସନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି ବଲାଙ୍ଗୀର ଜିଲାର ଆଗଲପୁର ତହସିଲ ଅଫିସର ଅମିନ ସଦାନନ୍ଦ ସାହୁ। ଡୁଡୁକା ଗାଁର ରବୀନ୍ଦ୍ର ପଟେଲଙ୍କ ଜମି ମାପଚୁପ ପାଇଁ ସଦାନନ୍ଦ ୫ ହଜାର…

ବିଜେଡି ପ୍ରାର୍ଥୀଙ୍କୁ ନେଇ ଦ୍ୱନ୍ଦ୍ୱ

ବଲାଙ୍ଗୀର,୪ା୩(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋକ ସଭା ଆସନ ଅଧୀନରେ ବଲାଙ୍ଗୀର ଜିଲାର ୫ ଏବଂ ସୁବର୍ଣ୍ଣପୁର ଜିଲାର ୨ଟିକୁ ମିଶାଇ ୭ଟି ବିଧାନସଭା ଆସନ ରହିଛି। ୨୦୧୯ ନିର୍ବାଚନରେ ଭାଜପାରୁ ସଙ୍ଗୀତା କୁମାରୀ ସିଂଦେଓ, ବିଜେଡିରୁ କଳିକେଶ ନାରାୟଣ ସିଂଦେଓ ଏବଂ…

ଗ୍ରୁପଋଣ ନାଁରେ କୋଟିଏ ଟଙ୍କା ଠକେଇ

ଲୋଇସିଂହା,୨୯।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଯୋଗୀସର୍ଡା ଗ୍ରାମରେ ଗ୍ରୁପ ଋଣ ନାଁରେ ଠକେଇ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଏକ ସପ୍ତାହ ବିତି ଗଲାଣି। ହେଲେ ଅଭିଯୋଗକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉନାହିଁ। ଅପରପକ୍ଷେ ଅର୍ଥଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?