ବଲାଙ୍ଗୀର

ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪ ବର୍ଷୀୟ ସମ୍ପର୍କୀୟ ପୁତୁରାକୁ ଅପହରଣ ପରେ ୩ ଲକ୍ଷ ଟଙ୍କା ଦାବି କରି ନ…

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ ବନ ସୁରକ୍ଷା ସମିତି। ଏହାର ତଦନ୍ତ ନ ସରଣୁ ପୁଣି ସେକ୍ସନ ଅଧୀନ ନେଗିପାଲିରେ…

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ। ଏକାଧିକ ସହର, ଗଁା ଲୋକଙ୍କ ପାନୀୟ ଜଳ ସମସ୍ୟା ସବୁଦିନ ପାଇଁ ଦୂର ହେବ।…

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ ଭାଜପାର ପ୍ରଭାବ ରହୁଥିବା ନେଇ ହେଉଥିବା ଚର୍ଚ୍ଚାକୁ ପ୍ରଶମିତ କରିବା ଲାଗି ‘ନବୀନ ପଶ୍ଚିମ…

୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ

ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍‌ ଫାଟି ଯାଇଥିବାରୁ ପାଇପ୍‌ ଜଳ ଯୋଗାଣ ହୋଇପାରୁନାହିଁ। ଯାହାଫଳରେ ଗ୍ରାମର ଲୋକେ ଲାନ୍ଥ ନଦୀର ବାଲିଚୂଆଁ ଉପରେ…

ସୋନିଆଙ୍କୁ ଭେଟିଲେ ନରସିଂହ

ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସାକ୍ଷାତ କରି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ନୂଆଦିଲ୍ଲୀ ୧୦ଜନପଥସ୍ଥିତ ଗାନ୍ଧୀଙ୍କ ବାସଭବନରେ ଅନୁଷ୍ଠିତ…

ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ 

ବଲାଙ୍ଗୀର,୧୧ା୪ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭାଜପାର ପୂର୍ବତନ ଜିଲା ସଭାପତି ପ୍ରଭାସ ପାଣିଗ୍ରାହୀ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଛନ୍ତି। ଭୁବନେଶ୍ୱରଠାରେ ବିଜେଡି ନେତା ତଥା ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର, ପୂର୍ବତନ ଲୋକ ସଭା ସଦସ୍ୟ…

ବିଦ୍ୟାଳୟ ଆସୁନାହାନ୍ତି ପ୍ରଧାନଶିକ୍ଷକ

ଲାଠୋର, ୧୧ା୪(ଭୁବନେଶ୍ୱର ବାରିକ)ବଲାଙ୍ଗୀର ଜିଲା ତୁରେକେଲା ବ୍ଳକ ହଲନଭଟା ପଞ୍ଚାୟତ ଅଧିନ ବିଜମାଲପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ପ୍ରଧାନ ଶିକ୍ଷକ ନିଜ ମନ ମୁତାବକ ବିଦ୍ୟାଳୟକୁ ଆସୁଥିବାରୁ ଏହି ପରିସ୍ଥିତି ଦେଖାଦେଇଥିବା ବିଦ୍ୟାଳୟ ପରିଚାଳନା ସମିତି…

‘ସାଲୁଜା ଯୁଆଡେ, ଆମେ ସିଆଡେ’

କଣ୍ଟାବାଞ୍ଜି, ୧୦/୪ (ଗୁରୁଦୟାଲ ହଂସ):ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହରିଭବନରେ ମଙ୍ଗଳବାର କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ତୁରେକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ବ୍ଲକ ସମେତ କଣ୍ଟାବାଞ୍ଜି ଏନଏସିର ସହସ୍ରାଧିକ କର୍ମୀ ଓ…

ଭାଜପାକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟାଣୁଆ ନେତା

ବଲାଙ୍ଗୀର, ୯।୪: ମଙ୍ଗଳବାର ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ବଲାଙ୍ଗୀର ଜିଲା ପୂର୍ବତନ ଭାଜପା ସଭାପତି ପ୍ରଭାସ କୁମାର ପାଣିଗ୍ରାହୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଦେଇଛନ୍ତି।

ଆଧାର ଜାଲିଆତିରୁ ଜମି ହଡ଼ପ

ବଲାଙ୍ଗୀର,୭ା୪(ବୀରେନ୍ଦ୍ର କୁମାର ଝାଙ୍କର)ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଚଞ୍ଚକତା କରି ନିରୀହ ବ୍ୟକ୍ତିଙ୍କ ବହୁମୂଲ୍ୟ ଜମି ହଡ଼ପ ଘଟଣା ଜଣାପଡିବା ପରେ ବଲାଙ୍ଗୀର ସବ୍‌ରେଜିଷ୍ଟ୍ରାର ଅଫିସ ପକ୍ଷରୁ ଟାଉନ୍‌ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏହି ଜମି ଜାଲିଆତି କାରବାରରେ ଜଣେ ପୂର୍ବତନ ସରପଞ୍ଚଙ୍କ…

ରାଜ୍ୟରେ ପ୍ରବଳ ଖରା: ବଦଳିଲା ସକାଳୁଆ ସ୍କୁଲ ସମୟ

ଭୁବନେଶ୍ୱର, ୪।୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ସ୍କୁଲଗୁଡିକ ଚାଲୁଛି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?