ବାଳକ ପେଟରେ ପଶିଗଲା ବର୍ଚ୍ଛା
ବଲାଙ୍ଗୀର ଅଫିସ, ୩୦ା୧:ବଲାଙ୍ଗୀର ବେଲପଡ଼ା ଥାନା ଅଏଁଲାଭଟା ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଥିଲା। ଗଁାର ରାଜୁ ଥନାପତି ନାମକ ଜଣେ ୧୬ ବର୍ଷ ବାଳକଙ୍କ ପେଟରେ ଏକ ବର୍ଚ୍ଛା ପଶିଯିବାରୁ ସେ ଗୁରୁତର ଆହତ ହୋଇଥିଲେ। ମାଛମରା ପାଇଁ…
ଖେଳୁଥିବା ବେଳେ ବାଳକଙ୍କ ପେଟରେ ପଶିଲା ବର୍ଚ୍ଛା
ବଲାଙ୍ଗୀର ଅଫିସ, ୨୯।୧- ବଲାଙ୍ଗୀର ଜିଲା ବେଲପଡା ଥାନା ଅଏଁଲାଭଟା ଗାଁରେ ରବିବାର ଏକ ଅଘଟଣ ଘଟିଛି । ରାଜୁ ଥନାପତି ନାମକ ଜଣେ ୧୬ ବର୍ଷ ବାଳକଙ୍କ ପେଟରେ ଏକ ବର୍ଚ୍ଛା ପଶିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି ।…
‘ବଲାଙ୍ଗୀର କେବେ ରାଣୀରାଜା ମୁକ୍ତ ହେବ’
ଲୋଇସିଂହା, ୨୯।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଅଗ୍ରସେନ ଭବନରେ ଭାଜପା କାର୍ଯ୍ୟକାରିଣୀ ବୈଠକ ଶନିବାର ଅନୁଷ୍ଠିତ ହୋଇଥିଲା। ବିରୋଧୀ ଦଳ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ମୁଖ୍ୟ ଅତିଥି, ଏମ୍ପି ସଙ୍ଗୀତା କୁମାରୀ ସିଂଦେଓ, ଲୋଇସିଂହା ବିଧାୟକ ମୁକେଶ…
ପୂର୍ବତନ ଆରଆଇଙ୍କୁ ୨ବର୍ଷ ଜେଲ
ବଲାଙ୍ଗୀର ଅଫିସ, ୨୮ା୧: ଲାଞ୍ଚ ମାମଲାରେ ଅଭିଯୁକ୍ତ ଥିବା ବଲାଙ୍ଗୀର ଆଗଲପୁର ତହସିଲ ଅନ୍ତର୍ଗତ ଭରସୁଜା ପୂର୍ବତନ ରାଜସ୍ବ ନିରୀକ୍ଷକ ସିଦ୍ଧେଶ୍ୱର ମେହେରଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଜଜ୍ ଦୋଷୀ ସାବ୍ୟସ୍ତ କରି ୨ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି। ଏଥିସହ ୫ହଜାର…
ଗ୍ରାମସଭା ବର୍ଜନ କଲେ ଜିଲାର ୩୧୭ ସରପଞ୍ଚ
ବଲାଙ୍ଗୀର ଅଫିସ, ୨୮ା୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରୀ କରାଯିବାକୁ ବଲାଙ୍ଗୀର ଜିଲାର ୩୧୭ ଗ୍ରାମ ପଞ୍ଚାୟତରେ ସର୍ଭେ କରାଯାଇଥିଲା। ଏହାର ନୂଆ ତାଲିକା ପ୍ରସ୍ତୁତ ହୋଇଛି। ଏହାକୁ ଗ୍ରାମସଭାରେ ଅନୁମୋଦନ କରାଯିବା କଥା। ତେବେ ପ୍ରସ୍ତୁତ ହୋଇଥିତ୍ବା ତାଲିକାରେ ଅନେକ…
ସ୍କୁଲ ସମ୍ମୁଖରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା
ଲୋଇସିଂହା,୨୫।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବକଟି ଉଷାଦେବୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି। ଶିକ୍ଷା ବିଭାଗର ଦୃଷ୍ଟି ଆକର୍ଷଣ କଲେ ସୁଦ୍ଧା କୌଣସି ସୁଫଳ ମିଳିନାହିଁ ା ଏହାର ପ୍ରତିବାଦରେ ମଙ୍ଗଳବାର…
ଏଥର ବି ତାଲିକାରେ ନାମନାହିଁ
ଲୋଇସିଂହା,୨୩।୧(ଡି.ଏନ.ଏ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ଅନ୍ତର୍ଗତ କେଉଁଟିପାଲିର ଫୁଲ ମୁଦୁଲି(୭୭)। ଏହି ବିଧବା ମହିଳାଙ୍କର କେହି ସାହାରା ନାହାନ୍ତି। ଝାଟିମାଟି ଘର ଭାଙ୍ଗି ମାଟିରେ ମିଶି ଯାଇଛି। କିଛି ବିକଳ୍ପ ନ ପାଇ ୨୦୨୧ ଜୁଲାଇ ମାସରୁ ସ୍ବଚ୍ଛ…
ହୋହଲ୍ଲା, ପ୍ରତିବାଦରେ ସରିଲା ‘ଦିଶା’ କମିଟି ବୈଠକ
ବଲାଙ୍ଗୀର ଅଫିସ,୨୧ା୧: ସ୍ଥାନୀୟ ସର୍କିଟ ହାଉସଠାରେ ଶୁକ୍ରବାର ଜିଲା ଉନ୍ନୟନ, ସମନ୍ବୟ ଏବଂ ପର୍ଯ୍ୟବେକ୍ଷଣ (ଦିଶା) କମିଟି ବୈଠକ ବଲାଙ୍ଗୀର ଲୋକସଭା ଏମ୍ପି ସଙ୍ଗୀତା କୁମାରୀ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପ୍ରାରମ୍ଭରୁ ହୋ ହଲ୍ଲା, ବିରୋଧ, ପ୍ରତିବାଦ…
ଜିଲାପାଳ ସ୍ବାଗତ କଲେନି ବୋଲି ରାଗିଗଲେ ଏମ୍ପି
ବଲାଙ୍ଗୀର ଅଫିସ,୨୧।୧: ଜିଲାପାଳ ସ୍ବାଗତ କଲେନି ବୋଲି ବଲାଙ୍ଗୀର ଏମ୍ପି ସଙ୍ଗୀତା କୁମାରୀ ସିଂଦେଓ ରାଗିଯିବା ଏବଂ ଦିଶା କମିଟି ବୈଠକ ସ୍ଥାନ ପରିବର୍ତ୍ତନ କରିବା ଚର୍ଚ୍ଚାର ବିଷୟ ହୋଇଛି। ଜିଲା ଉନ୍ନୟନ, ସମନ୍ବୟ ଏବଂ ପର୍ଯ୍ୟବେକ୍ଷଣ (ଦିଶା) କମିଟି ବୈଠକ…
ଗଞ୍ଜେଇ ଚାଷ ପାଇଁ ଅନୁମତି ମାଗିଲେ ଚାଷୀ
ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୨୦ା୧ (ଡି.ଏନ୍.ଏ.): ବାରମ୍ବାର ଅନୁରୋଧ ପରେ ମଧ୍ୟ ଜଣେ ପଞ୍ଜୀକୃତ ଚାଷୀ ଉତ୍ପାଦିତ ଧାନ ବିକ୍ରୟ କରି ପାରିଲେ ନାହିଁ। ଶେଷରେ ପୈତୃକ ଜମିରେ ଧାନ ପରିବର୍ତ୍ତେ ଗଞ୍ଜେଇ ଚାଷ ପାଇଁ ତହସିଲଦାରଙ୍କୁ ଅନୁମତି ମାଗିଛନ୍ତି। ଜାନୁୟାରୀ ୨୦ତାରିଖ ଭିତରେ…
ବିଡିଓଙ୍କ ବିରୋଧରେ ଗର୍ଜିଲେ କନକ ବର୍ଦ୍ଧନ
ବଲାଙ୍ଗୀର ଅଫିସ,୧୯ା୧: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକର ଦୁଇ ଜଣ ଜିଲା ପରିଷଦ ସଦସ୍ୟାଙ୍କୁ ଅଣଦେଖା ଓ ବିଡିଓଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ଧାରଣାରେ ବସିଥିଲେ। ଏହି ପ୍ରସଙ୍ଗକୁ ନେଇ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…
କଣ୍ଟାବାଞ୍ଜି ବିଧାୟକଙ୍କ ଆଚରଣ ପ୍ରତିବାଦରେ ଓଏଏସ ସଂଘ ସଦସ୍ୟ ପିନ୍ଧିଲେ କଳାବ୍ୟାଚ
ବଲାଙ୍ଗୀର ଅଫିସ, ୧୬।୧: ବଲାଙ୍ଗୀର ଜିଲା ପରିଷଦ ବୈଠକ ଚାଲିଥିବା ବେଳେ ଗତ ୧୨ ତାରିଖରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ବଲାଙ୍ଗୀର ଜିଲାପାଳ ଏବଂ ଜିଲା ପରିଷଦ ଉନ୍ନୟନ ଅଧିକାରୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରିଥିବା ଅଭିଯୋଗ…
Archives


