ବଲାଙ୍ଗୀର

ରେଳଧାରଣା କଡ଼ରୁ ମିଳିଲା ବିଶିଷ୍ଟ ସୁନା ବ୍ୟବସାୟୀଙ୍କ ମୃତଦେହ

ବଲଙ୍ଗୀର,୧୫ା୧(ସୁନୀଲ କୁମାର ମହାନ୍ତି): ସୋମବାର ସକାଳୁ ବଲାଙ୍ଗୀର-ଖୁଜେନପାଲି ପୋଲ ନିକଟ ରେଳଧାରଣା କଡ଼ରୁ ବିଶିଷ୍ଟ ସୁନା ବ୍ୟବସାୟୀ ତଥା ବଲାଙ୍ଗୀର ଜିଲା ବଣିକ ସଂଘ ସଭାପତି ତ୍ରିପୁରାରୀ ପାଣିଗ୍ରାହୀଙ୍କ ମୃତଦେହ ଜବତ କରାଯାଇଛି। ମୃତ୍ୟୁର କାରଣ ଜଣାପଡ଼ିନାହିଁ। ତେବେ ସେ ଆତ୍ମହତ୍ୟା…

ସରକାରୀ ସ୍କୁଲରେ ପଢ଼ି ମଧ୍ୟ ଶୀର୍ଷକୁ ଯାଇ ହେବ:ପାଣ୍ଡିଆନ

ଭୁବନେଶ୍ୱର(ଅନିଲ ଦାସ)/ବଲାଙ୍ଗୀର(ବୀରେନ୍ଦ୍ର କୁମାର ଝାଙ୍କର),୧୨।୧: ସରକାରୀ ସ୍କୁଲରେ ପାଠପଢ଼ି ମଧ୍ୟ ଭଲ କ୍ୟାରିୟର କରିହେବ ଏବଂ ଶୀର୍ଷକୁ ଯାଇ ହେବ। ଏହି ବାର୍ତ୍ତା ଦେଇଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଗୁରୁବାର ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମରେ…

୩୦ ନା ୩୧ ବାସ୍ତବତା କ’ଣ

ବଲାଙ୍ଗୀର, ୬ା୧(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହରଠାରୁ ପ୍ରାୟ ୨୦ କିଲୋମିଟର ଦୂର ମାଗୁରବେଡାଠାରେ ଗତ ବୁଧବାର ଲୋୟର ସୁକ୍‌ତେଲ ବୃହତ୍‌ ଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ଉଦ୍‌ଘାଟନ କରି ବଲାଙ୍ଗୀର ଜିଲା ବିକାଶରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ

ବଲାଙ୍ଗୀର,୫ା୧(ସୁନୀଲ ମହାନ୍ତି): ଘରୋଇ କଳିରୁ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା ଘଟିଛି ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ରହ୍ମପୁରାଠାରେ। ନଦୀକୁ ଗାଧୋଇ ଯାଉଥିବା ବେଳେ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ । ହତ୍ୟା କରିବା ପରେ ସ୍ବାମୀ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗୀର,୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗୀର ଜିଲାରେ ୨୭୨୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ୫୨୮୪ କିମି ଦୀର୍ଘ ଜଳସେଚନ ବ୍ୟବସ୍ଥା ସହ ୧ ଲକ୍ଷ ଏକର…

ଜାନୁୟାରୀ ୩ରେ ସୁକ୍‌ତେଲ ପ୍ରକଳ୍ପର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର, ୧ା୧(ବୀରେନ୍ଦ୍ର କୁମାର ଝାଙ୍କର): ଜାନୁୟାରୀ ୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଗସ୍ତରେ ଆସିବେ। ବଲାଙ୍ଗୀର ଜିଲା ମାଗୁରବେଡ଼ା ଯାଇ ସେଠାରେ ବହୁପ୍ରତୀକ୍ଷିତ ଲୋୟର ସୁକ୍‌ତେଲ ପ୍ରକଳ୍ପ ଉଦ୍‌ଘାଟନ କରିବା ସହ ଜିଲାବାସୀଙ୍କୁ ନୂଆବର୍ଷ ଭେଟି ଦେବେ। ମିଳିଥିବା ସୂଚନା…

ସ୍ତ୍ରୀଙ୍କ ମୃତ୍ୟୁ ପରେ ଦାଦନ ଖଟିବାକୁ ଗଲେ ସ୍ବାମୀ: ବେସାହାରା ଭଉଣୀ, ଭାଇ

ଲାଠୋର,୩୧।୧୨(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ତୁରେକେଲା ବ୍ଳକ ଅଧୀନ ହଲନଭଟା ପଞ୍ଚାୟତ ନକଟାବାହାଲ ଗ୍ରାମର ଧନସିଂ ମାଝୀଙ୍କ ଝିଅ ଏବଂ ପୁଅଙ୍କୁ ପାଠ ପଢିବାର ସୁଯୋଗ ଦିଆଯାଉ ବୋଲି ଗ୍ରାମର ୱାର୍ଡ଼ ମେମ୍ବର ଫୁଲତୁଲି ବାଗଙ୍କ ସହ ଗ୍ରାମବାସୀ ଦାବି କରିଛନ୍ତି।…

ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ କରିଥିବା ୨ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୯ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ଶେଷବର୍ଷ ଛାତ୍ର ତଥା ହାଉସ ସର୍ଜନ ବିଶ୍ୱରଞ୍ଜନ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଶୁକ୍ରବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବଲାଙ୍ଗୀର ସମୀର ବଡ଼ମାଲି ଏବଂ ରାଜୁ…

ମୁଣ୍ଡରେ ବ୍ୟାଣ୍ଡେଜ୍‌ ବାନ୍ଧି ଡାକ୍ତରୀ ଛାତ୍ରଙ୍କ ପ୍ରତିବାଦ: କାଜୁଆଲଟି ଆଗରେ ଧାରଣା

ବଲାଙ୍ଗୀର,୨୯ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ଶେଷବର୍ଷ ଛାତ୍ର ତଥା ହାଉସ ସର୍ଜନ ବିଶ୍ୱରଞ୍ଜନ ସାହୁଙ୍କୁ ଗୁରୁବାର ମରଣାନ୍ତକ ଆକ୍ରମଣ କରାଯାଇଥିଲା। ହସ୍ପିଟାଲରୁ ହଷ୍ଟେଲକୁ ଫେରୁଥିବା ବେଳେ ବାଟରେ ଛପି ରହିଥିବା ୨ଜଣ ଯୁବକ ତାଙ୍କୁ ମରଣାନ୍ତକ…

ଅବଧି ସରିଲା, କାର୍ଯ୍ୟ ଅସମ୍ପୂର୍ଣ୍ଣ

ସଇଁତଳା,୨୯ା୧୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଛନଛଡ଼ା-ପେଣ୍ଡରାମାଲ ରାସ୍ତାରେ ଥିବା ଲାନ୍ଥ ନଦୀ ଉପରେ ବିଜୁ ସେତୁ ଯୋଜନାରେ ଆରମ୍ଭ ହୋଇଥିବା ବ୍ରିଜ ନିର୍ମାଣର ଅବଧି ଇତିମଧ୍ୟରେ ଶେଷ ହୋଇଛି। ହେଲେ ଦଶଭାଗରୁ ଏକଭାଗ ମଧ୍ୟ କାମ ସରି…

ଗର୍ଭବତୀଙ୍କୁ ଦେଲେ ଏକ୍ସପାଏରି ଛତୁଆ

ବଲାଙ୍ଗୀର,୨୯ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାରେ ଏକ୍ସପାଏରୀ ଛତୁଆ ଏବଂ ନିମ୍ନମାନର ବାଦାମ ଲଡୁ ବଣ୍ଟନ କରାଯାଉଛି। ଏଭଳି ଗୁରୁତର ଅଭିଯୋଗ ଆଣିଛନ୍ତି ଦେଓଗଁାର ଜଣେ ଗର୍ଭବତୀ ପ୍ରିୟଙ୍କା ଦୋରା। ସେ ବଣ୍ଟନ କରାଯାଇଥିବା ଏକ୍ସପାଏରୀ ଛତୁଆ ଏବଂ ନିମ୍ନମାନର ବାଦାମ…

ଡାକ୍ତରୀ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ

ବଲାଙ୍ଗୀର, ୨୮ା୧୨ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ଶେଷବର୍ଷ ଛାତ୍ର ତଥା ହାଉସ ସର୍ଜନ ବିଶ୍ୱରଞ୍ଜନ ସାହୁଙ୍କୁ ଗୁରୁବାର ମରଣାନ୍ତକ ଆକ୍ରମଣ କରାଯାଇଛି। ହସ୍ପିଟାଲରୁ କଲେଜ ହଷ୍ଟେଲକୁ ଫେରୁଥିବା ବେଳେ ବାଟରେ ଛପି ରହିଥିବା ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?