ବାଲେଶ୍ୱର

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ବର୍ଷର ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି ଟଙ୍କା ଲୁଟ କରିଥିବା ଅଭିଯୋଗ ହୋଇଛି। ବୁଧବାର ସକାଳେ ସ୍ଥାନୀୟ ଲୋକେ ବ୍ୟାଙ୍କର…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗ୍ୟାସ୍‌ ସିଲିଣ୍ଡର ଫାଟି ଏହି ରେଷ୍ଟୁରାଣ୍ଟରେ ନିଆଁ ଲାଗିଥିବା ସୂଚନା ମିଳିଛି…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା ଅନୁସାରେ, ଶନିବାର ରାତିରେ ଜଙ୍ଗଲ ମଧ୍ୟରେ ଏକ ମାଈ ହାତୀର ଶବ ପଡ଼ିରହିଥିବା…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି ଠାରେ ପଶ୍ଚିମବଙ୍ଗ ରୁ ଆସିଥିବା ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ। ୩୫ରୁ ଅଧିକ…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସି ୨ ନମ୍ବର ୱାର୍ଡ ଘାଟଘରସାହିରୁ ଆସିଛି ଏଭଳି ଦୁଃଖଦ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି l ପୂଜାର୍ଚ୍ଚନା ପାଇଁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପୋଖରୀରେ ବୁଡ଼ି ମୃତ୍ୟୁବରଣ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା ସିସିଟିଭିରେ ଦୁଇଟି କାର୍‌ ଆଗପଛ ହୋଇ ହୋଟେଲ ସମ୍ମୁଖରେ ରହିବା ଏବଂ ପରେ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌। ଏହା ଏକ ଅନ୍ତର୍ଜାତୀୟ ପ୍ରାଣୀ ଚୋରା ଚାଲାଣ ର଼୍ୟାକେଟ ହୋଇଥିବାରୁ…

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌ ରହିଥିବା ଏକପ୍ରକାର ସ୍ପଷ୍ଟ ହୋଇଛି। ଏହି ଘଟଣାର ପର୍ଦ୍ଦାଫାଶ ପାଇଁ ରାଜ୍ୟ ପୋଲିସର…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ ପ୍ରଜାତିର ଜୀବ ଜଙ୍ଗଲରେ ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?