ବସ୍ତା, ୧୬।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ପଞ୍ଚାୟତ ଗମ୍ଭାରିଆ ଗ୍ରାମରେ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ରୋଗୀଙ୍କ ଘର ପାଖକୁ ପହଞ୍ଚତ୍ ପାରିଲାନି।…
ଭୋଗରାଇ,୧୪।୧(ଡି.ଏନ.ଏ.): ସାରା ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍ୟ ବଢ଼ି ଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାତ୍ମିକ ବ୍ୟକ୍ତିବିଶେଷ ସୁରକ୍ଷିତ ନାହାନ୍ତି। ନୀତିହୀନ ରାଜନୀତି, ଅରାଜକତା, ଅପସଂସ୍କୃତି ସାରା ପୃଥିବୀକୁ…
ଖଇରା,୧୪।୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀଠାରେ ପ୍ରସିଦ୍ଧ କପିଳମୁନି ମକର ମେଳା ଜାକଜମକରେ ଆରମ୍ଭ ହେବ। ମେଳା ଯଜ୍ଞ ଓ ମହୋତ୍ସବକୁ ଶାନ୍ତିଶୃଙ୍ଖଳାରେ କିପରି…
ଖଇରା,୧୩।୧( ଉତ୍କଳବନ୍ଧୁ ପଣ୍ଡା): ଆଉ ଦିନକ ପରେ ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀଠାରେ ପ୍ରସିଦ୍ଧ କପିଳମୁନି ମକର ମେଳା ଜାକଜମକରେ ଆରମ୍ଭ ହେବ। ଏଥିପାଇଁ ବ୍ୟାପକ…
ନୀଳଗିରି, ୧୨।୧(ସ୍ବ.ପ୍ର.): ପ୍ରତିବର୍ଷ ବିଭିନ୍ନ ପ୍ରଜାତିର ପକ୍ଷୀ ଖାଦ୍ୟ ଅନ୍ବେଷଣରେ ମାଇଲ ମାଇଲ ବାଟ ଅତିକ୍ରମ କରି ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟକୁ ଆସିଥାନ୍ତି। ଏହି…
ବାଲେଶର ଅଫିସ,୧୧।୧: ବାଲେଶ୍ୱର ସହର ଚିଡ଼ିଆ ପୋଲ ସ୍ଥିତ ଦୁର୍ଗା ନର୍ସିଂହୋମରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଶିଶୁ ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ…
ବାଲେଶ୍ୱର ଅଫିସ, ୧୧।୧: ବାଲେଶ୍ୱର ସହରରେ ବିପର୍ଯ୍ୟସ୍ତ ହୋଇପଡିଛି ଟ୍ରାଫିକ୍ ବ୍ୟବସ୍ଥା। ଟ୍ରାଫିକ୍ ନିୟମ ଠିକ୍ ଭାବେ ପାଳନ ହେଉ ନ ଥିବା ବେଳେ ବେଆଇନ ପାର୍କିଂ…
ରୂପସା,୧୦।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା-୧ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ବୀଣାପାଣି ପ୍ରଧାନଙ୍କୁ ଉପଜିଲାପାଳଙ୍କ ପତ୍ର ସଂଖ୍ୟା ୧/ଏସ୍ଏସ୍ଡବ୍ଲ୍ୟୁ/୩.୧.୨୩ ଅନୁଯାୟୀ କାର୍ଯ୍ୟରୁ…
ଭୋଗରାଇ, ୧୦।୧(ଡି.ଏନ.ଏ.): ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲା ସାଗରଦ୍ୱୀପରେ ଏବେଠୁ ଜମିଉଠିଛି ସାଗରମେଳା। ଏହି ମେଳାକୁ ଲକ୍ଷାଧିକ ପୁଣ୍ୟାର୍ଥୀ ଆଗମନରେ ସୂଚନା ମିଳିବା ପରେ ପ୍ରଶାସନ…
ବାଲେଶ୍ୱର ଅଫିସ, ୯।୧: ବାଲେଶ୍ୱର ସହରର ମୁଖ୍ୟ ରାସ୍ତା ବିବେକାନନ୍ଦ ରୋଡ୍ର ସିନେମା ଛକଠାରୁ ପାଣି ଟାଙ୍କି ପର୍ଯ୍ୟନ୍ତ ରାସ୍ତାର ଦୁଇପାର୍ଶ୍ୱରେ ଥିବା ଉଠାଦୋକାନୀ ଓ ଜବରଦଖଲକାରୀଙ୍କୁ…