ବାଲେଶ୍ୱର

ଦୋଷୀଙ୍କୁ ୨୦ବର୍ଷ ଜେଲ

ବାଲେଶ୍ୱର ଅଫିସ,୨୫।୨: ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ (ପୋକ୍‌ସୋ) ରଞ୍ଜନ କୁମାର ସୂତାର ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ…

4 years ago

ପାକିସ୍ତାନ ମହିଳାଙ୍କ ପ୍ରେମରେ ପଡ଼ି ଆଇଟିଆର୍‌ରୁ ଦେଉଥିଲେ ଗୁପ୍ତ ତଥ୍ୟ, ଅଫିସରଙ୍କ ସହ ଠିକାଦାରଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର ଅଫିସ, ୨୪।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର୍‌ରୁ ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ପ୍ରତିରକ୍ଷା ବିଭାଗର ଜଣେ ସିନିୟର ଅଫିସର ଓ ଠିକାଦାରଙ୍କୁ ଶୁକ୍ରବାର…

4 years ago

ଜଳୁଛି ଜଙ୍ଗଲ

ଜଳେଶ୍ୱର, ୨୪ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆର ରଙ୍ଗାମାଟିଆ ଜଙ୍ଗଲରେ ଗୁରୁବାର ମଧ୍ୟାହ୍ନରୁ ନିଆଁ ଲାଗିଛି। ବିସ୍ତୀର୍ଣ୍ଣ ଅଞ୍ଚଳକୁ ନିଆଁ ବ୍ୟାପିଥିଲେ ମଧ୍ୟ ବନବିଭାଗ ଲିଭାଇବାରେ…

4 years ago

ଇଂରାଜୀ ଶିକ୍ଷକଙ୍କୁ ବଦଳି: ପ୍ରତିବାଦରେ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ

ଖଇରା,୨୩ା୨(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ମିଟୁଆଣି ୟୁପି ସ୍କୁଲର ଇଂରାଜୀ ଶିକ୍ଷକଙ୍କୁ ଶ୍ରୀରାମପୁର ହାଇସ୍କୁଲକୁ ବଦଳି କରାଯିବା ପରେ ଅଭିଭାବକ ଛାତ୍ରୀଛାତ୍ର…

4 years ago

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବାଲେଶ୍ୱର ଅଫିସ, ୨୩।୨: ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ତାଙ୍କ ଭଡାଘର…

4 years ago

ଆଉ ୫ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର

ବାଲେଶ୍ୱର ଅଫିସ/ ସୋର, ୨୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମର ଆଉ ୫ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର…

4 years ago

ଶିକ୍ଷାବିଭାଗର ମନମୁଖି କାର୍ଯ୍ୟକୁ ବିରୋଧ: ଗଡ଼ପଦା ସ୍କୁଲରେ ଝୁଲିଲା ତାଲା

ରୂପସା,୨୧।୨(ଡି.ଏନ୍‌ଏ): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଗଡ଼ପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ତାଲାବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଶିକ୍ଷାବିଭାଗର ମନମୁଖି କାର୍ଯ୍ୟକୁ…

4 years ago

ଦୂରଗାମୀ ଆଇଟିସିଏମ୍‌ କ୍ଷେପଣାସ୍ତ୍ର ପରୀକ୍ଷଣ: ୧୦୦୦ କିମି ରହିଛି ଲକ୍ଷ୍ୟଭେଦ ଦୂରତା

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୧୫ମିନିଟରେ ଦୂରଗାମୀ କ୍ଷେପଣାସ୍ତ୍ର ଆଇଟିସିଏମ୍‌ର ସଫଳ…

4 years ago

ଆସିଥିଲେ ଛାଡ଼ପତ୍ର ମାମଲାର ବିଚାର ପାଇଁ : କୋର୍ଟ ପରିସର ପାଲଟିଲା ରଣକ୍ଷେତ୍ର

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ଜିଲା ବାଲେଶ୍ୱର ପରିବାର ଅଦାଲତ ପରିସର ମଙ୍ଗଳବାର ରଣକ୍ଷେତ୍ର ପାଲଟିଛି। ପରିବାର ଅଦାଲତରେ ଛାଡ଼ପତ୍ର ମାମଲାର ବିଚାର ପାଇଁ ଆସିଥିବା ଦମ୍ପତିଙ୍କ ମଧ୍ୟରେ…

4 years ago

ବିରୋଧୀଙ୍କ ଅଭିଯୋଗର ଜବାବ ରଖିଲେ ସରପଞ୍ଚ

ଖଇରା, ୨୧ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ପଞ୍ଚାୟତରେ ବିଭିନ୍ନ ଯୋଜନାକୁ ନେଇ ପ୍ରାକ୍ତନ ଲୋକ ପ୍ରତିନିଧି ଓ ବର୍ତ୍ତମାନର ଲୋକ ପ୍ରତିନିଧିଙ୍କ ମଧ୍ୟରେ…

4 years ago