ବାଲେଶ୍ୱର

ବଢ଼ିଚାଲିଛି ଅବଧି, ସରିପାରୁନି ରେଳ ଓଭରବ୍ରିଜ୍‌

ରାଇବଣିଆ, ୧୮।୧୦(ନବୀନ ସାହୁ): ଜଳେଶ୍ୱର ନୂଆବଜାର ରେଳଫାଟକ ନିକଟରେ ନିର୍ମାଣଧୀନ ଓଭରବ୍ରିଜ କାମ ୫ବର୍ଷ ତଳେ ଆରମ୍ଭ ହୋଇଥିଲେ ମଧ୍ୟ ଅଦ୍ୟାବଧି ଶେଷ ହେବାର ନା ଧରୁନି।…

7 months ago

ହାତୀ ଆକ୍ରମଣରେ ୩ ଗୁରୁତର

ସୋର,୧୪ା୧୦(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ବ୍ଲକ ଶିଙ୍ଗାଖୁଣ୍ଟା ପଞ୍ଚାୟତ ସିନ୍ଧୁଆ ଜଙ୍ଗଲରେ ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ନାବାଳିକାଙ୍କ ସମେତ ୩ ଜଣ ଗୁରତର ହୋଇଛନ୍ତି।…

7 months ago

ଦର୍ଶନ ପାଇଁ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡରୁ ଆସନ୍ତି ଭକ୍ତ

ରାଇବଣିଆ,୧୩।୧୦(ନବୀନ ସାହୁ): ଚଳିତ ବର୍ଷ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ଅଞ୍ଚଳରେ ଅବସ୍ଥିତ ଲକ୍ଷ୍ମଣନାଥ ଗ୍ରାମର ରାୟ ମହାଶୟ ଗଡ଼ରେ ୫୧୬ତମ ସାର୍ବଜନୀନ ଦୁର୍ଗା ପୂଜା ଆୟୋଜିତ ହେବ। ପୂଜାକୁ…

7 months ago

‘ଧୁମଧାମରେ ପାଳନ ହେବ ଆଖଡ଼ା ଯାତ୍ରା’

ବାଲେଶ୍ୱର, ୧୪।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ସହର ମିଶନ ପଡ଼ିଆ ସମ୍ମୁଖସ୍ଥ ଏକ ହୋଟେଲ ସମ୍ମିଳନୀ କକ୍ଷରେ ଜିଲା ଯାଦବ (ଗୋପାଳ) ମହାସଭା ବାଲେଶ୍ୱର ପକ୍ଷରୁ ଏକ ଖବରଦାତା…

7 months ago

୧ଲକ୍ଷ ୩୫ ହଜାରରେ ବିକ୍ରିହେଲା ସାମୁଦ୍ରିକ କଉ

ଭୋଗରାଇ,୧୪ା୧୦(ପ୍ରଦୀପ ଦାସ): ୧୧ଦିନ ବ୍ୟବଧାନ ପରେ ପୁଣି ଏକ ବିଶାଳକାୟ ସାମୁଦ୍ରିକ କଉ ମାଛ ଗଭୀର ସମୁଦ୍ରରୁ ଧରାଯାଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମତ୍ସ୍ୟ ଅବତରଣ କେନ୍ଦ୍ରର…

7 months ago

ଅନ୍ତେବାସୀ ହେଲେ ଜୀବନସାଥୀ

ବାଲେଶ୍ୱର, ୧୪।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦାସ୍ଥିତ କୁଷ୍ଠାଶ୍ରମରେ ଥିଲେ ଅନ୍ତେବାସୀ। ହେଲେ ଏବେ ପାଲଟିଯାଇଛନ୍ତି ଜୀବନସାଥୀ। ବର ୬୫କୁ କନ୍ୟା ୬୩। ପ୍ରେମ…

7 months ago

୨ କୁଇଣ୍ଟାଲର ମାଛ

ବାଲେଶ୍ୱର,୧୩।୧୦: ଦିଘା ମୁହାଣରେ ଥିବା ମାଛ ମାର୍କେଟରେ ଶୁକ୍ରବାର ଏକ ବିରାଟକାୟ କୋଇଭୋଲା ମାଛ ବିକ୍ରି ହୋଇଛି। ମାଛଟିର ଓଜନ ୨ କୁଇଣ୍ଟାଲ ହେବ। କୋଲକାତାର ଏକ…

7 months ago

ଧରାହେଲା ୧୨ ଫୁଟ ଲମ୍ବର କୁମ୍ଭୀର

ଭୋଗରାଇ,୧୩ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ବେଳାଭୂମିରୁ ୧୨ ଫୁଟ ଲମ୍ବର ଏକ ବଉଳା କୁମ୍ଭୀରକୁ ଉଦୟପୁର ବନବିଭାଗ ଶୁକ୍ରବାର ସକାଳେ କାବୁ କରିଛି। କୁମ୍ଭୀରକୁ…

7 months ago

ବର୍ଷାରେ ଖରିଫ ଧାନଚାଷ ବ୍ୟାପକ କ୍ଷତି

ଜଳେଶ୍ୱର, ୧୨ା୧୦(ରବିନାରାୟଣ ପାତ୍ର) ଗତ କିଛିଦିନ ତଳେ ଲଘୁଚାପଜନିତ ବର୍ଷାରେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଞ୍ଚଳର ୧୧୫୭ ହେକ୍ଟର ଜମି ବୁଡ଼ିରହିଥିଲା। କ୍ଷୟକ୍ଷତି ଆକଳନ ଚାଲିଥିବା…

7 months ago

୩ ମାସରେ ଡ୍ରେନ୍‌ ଫାଟି ଆଁ

ରାଇବଣିଆ, ୧୧।୧୦(ନବୀନ ସାହୁ):ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ପେଣ୍ଡରାସାହି ଗ୍ରାମର ୪ ନଂ. ୱାର୍ଡରେ ୩ ମାସ ହେଲା ନିର୍ମାଣ ହୋଇଥିବା ଡ୍ରେନ ଏବେ…

7 months ago