ଖଇରା,୧୩ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ନଟାପଡ଼ା ଗାଁର ନରେନ୍ଦ୍ର ବିଦାନ୍ତ ନାମକ ଜଣେ ବିବାହିତ ଯୁବକ ମିଥ୍ୟା ପ୍ରଲୋଭନ ଦେଖାଇ ଦ୍ବିତୀୟ ବିବାହ କରି…
ରୂପ୍ସା,୧୩।୬(ଡି.ଏନ୍.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅଧୀନ ବଳବୁଧି ଗ୍ରାମର ଜଣେ ବୃଦ୍ଧ ପୋଖରୀରେ ବୁଡ଼ି ସୋମବାର ପ୍ରାଣ ହରାଇଛନ୍ତି। ସେ ହେଲେ ମଧୁସୂଦନ ମହାଳିକ।…
ବାଲିଗୁଡ଼ା,୧୩।୬ (ଡି.ଏନ.ଏ.): ବାଲେଶ୍ୱର ଜିଲା ପ୍ରଶାସନ ତରଫରୁ ଆୟୋଜିତ ପଲ୍ଲୀଶ୍ରୀ ମେଳାରେ ବାଲିଗୁଡ଼ାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ରର କୃତିତ୍ୱ ସ୍ମରଣୀୟ। ଗତ…
ଖଇରା,୧୩।୬: ବାଲେଶ୍ୱର ଜିଲା ଖଇରା ବ୍ଲକ ନୟାଖଣ୍ଡି ପଞ୍ଚାୟତ କଡମିଆଁସ୍ଥିତ ରାଧାଶ୍ୟାମ ଏମ୍ଇ ସ୍କୁଲ ପ୍ରଧାନଶିକ୍ଷକଙ୍କ ଦ୍ୱାରା ଆର୍ଥତ୍କ ଅନିୟମିତତା ହୋଇଥିବା ନେଇ ସମୂହ ଗ୍ରାମବାସୀ ବାଲେଶ୍ୱର ଜିଲାପାଳ…
ଖଇରା,୧୩।୬(ଡି.ଏନ.ଏ.): ଆଇସିକ୍ରମ ଖାଇବା କଥା ଶୁଣିଲେ ପିଲାମାନଙ୍କ ଖୁସି କହିଲେ ନ ସରେ। ବିଶେଷକରି ଖରାଦିନେ ଏହାର ଚାହିଦା ଅଧିକ। ଏବେ ପୁଣି ବଜାରରେ ମିଳୁଥିବା ବିଭିନ୍ନ…
ଖଇରା,୧୨ା୬(ଡି.ଏନ୍.ଏ.): ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ଉଗ୍ର ରୂପ ନେବାରୁ ସ୍ତ୍ରୀ ଜୀବନ ହାରିଥିବା ବେଳେ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରି ଏବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରି…
ବାଲେଶ୍ୱର ଅଫିସ, ୧୨।୬ ବାଲେଶ୍ୱର ସହରସ୍ଥିତ ଟେକ୍ନିକାଲ ପଡିଆ ଛକରେ ଥିବା ଏକ ଘରୋଇ ହୋଟେଲ ସମ୍ମିଳନୀ କକ୍ଷରେ ସାମାଜିକ ସଙ୍ଗଠନ ଫ୍ୟୁଚର ବାଲେଶ୍ୱର ପକ୍ଷରୁ ଜିଲାର…
ଖଇରା, ୧୧।୬ ବେକାରୀମାନଙ୍କୁ ଉଭୟ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ସ୍ବାବଲମ୍ବୀ କରିବାକୁ ସରକାର ବହୁ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ପ୍ରଚାର, ପ୍ରସାର ଅଭାବରୁ ଆବେଦନ…
ବାଲେଶ୍ୱର ଅଫିସ, ୧୧।୬ ନବଜାତ ଶିଶୁର ମୃତ୍ୟୁକୁ ନେଇ ଶୁକ୍ରବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖାଦେଇଛି। ଡାକ୍ତରଖାନା ଅଧିକାରୀ ଓ ପୋଲିସ ପହଞ୍ଚତ୍ ଲୋକଙ୍କୁ…
ଖଇରା, ୯ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ରଫାୟାତପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀକକ୍ଷ ଅଭାବ ଯୋଗୁ ୨ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ…