ବାଲେଶ୍ୱର

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନଗଲା

ବାଲେଶ୍ୱର ଅଫିସ, ୨।୨: ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବାଜିତପୁର ପଞ୍ଚାୟତ ବରବରିଆ ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

5 years ago

୭ ମାସ ପରେ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ମହିଳା ଆଇଆଇସି

ବାଲେଶ୍ୱର ଅଫିସ, ୨।୨: ବାଲେଶ୍ୱର ଟାଉନ ଥାନାର ପୂର୍ବତନ ଆଇଆଇସି ସରୋଜିନୀ ନାୟକ ମଙ୍ଗଳବାର ଭିଜିଲାନ୍ସ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଥାନା ଅଧିକାରୀ ଭାବେ ଦାୟିତ୍ୱରେ ଥିବା…

5 years ago

ଶୋଇଥିବା ବେଳେ ଲାଗିଲା ନଆଁ: ବଞ୍ଚିଗଲେ ବାପ-ଝିଅ, ଜିଅନ୍ତା ଜଳିଗଲେ ମା’

ବାଲେଶ୍ୱର ଅଫିସ,୨।୨: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଚାନ୍ଦମାରି ଅଞ୍ଚଳରେ ରବିବାର ରାତିରେ ଅଭାବନୀୟ ଘଟଣା ଘଟିଛି। ଖାଇପିଇ ଘରେ ଶୋଇଥିବା ବେଳେ ଅଗ୍ନିକାଣ୍ଡ ଘଟିଛି।…

5 years ago

ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ: ଆରମ୍ଭ ହେଲା ସାଟେଲାଇଟ୍‌ ସର୍ଭେ

ଜଳେଶ୍ୱର, ୩୦।୧(ଡି.ଏନ.ଏ.)-ଦୀର୍ଘବର୍ଷ ହେଲା ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ଲାଗି ରହିଛି। ପଶ୍ଚିମବଙ୍ଗ ବାଲିମାଫିଆମାନେ ଓଡ଼ିଶା ସୀମାରୁ କୋଟି କୋଟି ଟଙ୍କାର ବାଲି ଚୋରାଚାଲାଣ କରି ମାଲେମାଲ ହେଉଛନ୍ତି।…

5 years ago

ଜେଜେବାପାଙ୍କ ଦଶାହରେ ନାତିଙ୍କ ଜୀବନ ଗଲା

ସଜନାଗଡ଼, ୨୯।୧: ଜେଜେବାପାଙ୍କ ଦଶାହରେ ବନ୍ଧୁ ପରିଜନ ଶୁଦ୍ଧିକ୍ରିୟାରେ ବ୍ୟସ୍ତ ଥିଲେ। ସମସ୍ତେ ପୋଖରୀଘାଟରେ କ୍ଷୌର ହେଉଥିବା ବେଳେ ୨୨ବର୍ଷୀୟ ନାତି ଗାଧୋଇବାକୁ ଯାଇ ଆଉ ଫେରି…

5 years ago

ଦୁଇ ଭାଇଙ୍କ ମାର୍‌ପିଟ୍‌ ବେଳେ ଶିଶୁ କନ୍ୟାଙ୍କ ଜୀବନ ଗଲା

ରୂପସା,୨୫।୧: ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅନ୍ତର୍ଗତ ଓଡ଼ଙ୍ଗୀ ପଞ୍ଚାୟତ ଜୁଣଗଡିଆ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଭାଇଙ୍କ ମଧ୍ୟରେ ପାରିବାରିକ କଳହ…

5 years ago

କାଳ ହେଲା ଫୋନ୍‌ କଲ୍‌

ବାହାନଗା,୨୫ା୧(ଡି.ଏନ.ଏ.)- ଶନିବାର ରାତିରେ ଆସିଲା ଏକ ଫୋନ୍‌ କଲ୍‌। କାହାକୁ କିଛି ନ ଜଣାଇ ଘରୁ ବାହାରି ଯାଇଥିଲେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର…

5 years ago

ଖସିଗଲେ ବେପାରୀ: ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଜଳେଶ୍ୱର,୨୩।୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡେଶ୍ୱରପୁର ବସ୍ତି ଅଞ୍ଚଳ ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ଏହି ଅଞ୍ଚଳରେ ବାରମ୍ବାର ଚଢାଉ କରାଯାଇ ବ୍ରାଉନସୁଗାର ଜବତ କରାଯାଉଥିଲେ…

5 years ago

ମହାବଳ ନା କଲରାପତରିଆ ବାଘ, ପାଦ ଚିହ୍ନକୁ ନେଇ ଦ୍ୱନ୍ଦ୍ୱରେ ବନବିଭାଗ

ସଜନାଗଡ଼, ୨୨।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟ ୨୭୨.୭୩ ବର୍ଗକିଲୋମିଟର ପରିବ୍ୟାପ୍ତ। ଏହା ଭିତରେ କିଛି ନିର୍ଦ୍ଦିଷ୍ଟ ସ୍ଥାନୀୟ ଅଞ୍ଚଳରେ ବାଘର ପାଦଚିହ୍ନ ଦେଖିବାକୁ…

5 years ago

କେଶୁ ଦାସ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ

ବାଲେଶ୍ୱର ଅଫିସ, ୨୨।୧: ବାଲେଶ୍ୱର ବିଶିଷ୍ଟ ଶିଳ୍ପୀ କେଶୁ ଦାସଙ୍କୁ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

5 years ago