ବାଲେଶ୍ୱର

ସରଡିହାରେ ହାତୀପଲଙ୍କ ଉତ୍ପାତ

ବସ୍ତା, ୨୬ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ହାତୀପଲ ଉପଦ୍ରବ ଚଳାଇଛନ୍ତି। ୪ଦିନ ପୂର୍ବରୁ ରାସଗୋବିନ୍ଦପୁର ବ୍ଲକର ବିଭିନ୍ନ ଗ୍ରାମରେ ହାତୀପଲ ଉତ୍ପାତ କରିବା ସହିତ ବ୍ୟାପକ ନଷ୍ଟ…

6 years ago

ଭୂତ ଖାଉଛି ପିଡିଏସ୍‌ ସାମଗ୍ରୀ

ସଜନାଗଡ଼,୨୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକର ବିଭିନ୍ନ ପଞ୍ଚାୟତରେ ମୃତ ହିତାଧିକାରୀଙ୍କୁ ଜୀବିତ ଦର୍ଶାଇ ପିଡିଏସ୍‌ ସାମଗ୍ରୀ ହରିଲୁଟ୍‌ କରାଯାଇଛି। ବର୍ଷ ବର୍ଷ ଧରି ଅନେକ ଭୂତ ହିତାଧିକାରୀଙ୍କ…

6 years ago

ବେଆଇନ ଗୋରୁ ଚାଲାଣ: ୮ପିକ୍‌ଅପ୍‌ ଭ୍ୟାନ ଜବତ, ୧୧ ଗିରଫ

ରେମୁଣା,୨୩।୭(ଡି.ଏନ୍‌.ଏ): ବାଲେଶ୍ୱର ଖନ୍ତପଡ଼ା ପୋଲିସକୁ ବଡ଼ ସଫଳତା। ବେଆଇନ ଚାଲାଣ ହେଉଥିବା ଗୋରୁଙ୍କୁ ଉଦ୍ଧାର କରିଛି ପୋଲିସ। ସୂଚନାଯୋଗ୍ୟ, ରେମାଣା ବ୍ଲକ୍‌ ଖନ୍ତପଡ଼ା ଥାନା ଅଧୀନ ସାହାସପୁରାରୁ…

6 years ago

ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ ସଫଳ

ବାଲେଶ୍ୱର ଅଫିସ,୨୩ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ ପରିସରରେ ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ର ସଫଳ ପରୀକ୍ଷଣ ହୋଇଛି। ଭାରତୀୟ ସେନାର ଧ୍ରୁବ ହେଲିକପ୍ଟର ସହିତ…

6 years ago

ସିଲ୍‌ ହେଲା ବସ୍ତା ହସ୍ପିଟାଲ

ବସ୍ତା,୨୧।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଅମର୍ଦା ପଞ୍ଚାୟତର ଜଣେ ବ୍ୟକ୍ତି କରୋନ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସୋମବାର ସନ୍ଧ୍ୟାରେ ସେ ଚିକିତ୍ସିତ ହୋଇ ଘରକୁ…

6 years ago

ମାନ୍ୟତା ମିଳିଲେ ଗୁରୁତ୍ୱ ବଢ଼ିବ

ବାଲେଶ୍ୱର ଅଫିସ, ୨୧।୭: ପରିବେଶ ସନ୍ତୁଳନ ରକ୍ଷା ସହ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ସରକାର ସମୁଦ୍ର ଉପକୂଳରେ ଜଙ୍ଗଲ ସୃଷ୍ଟି କରିବାକୁ ବିଭିନ୍ନ ଯୋଜନା ପ୍ରଣୟନ…

6 years ago

‘ପ୍ରତିଷ୍ଠା ହେଉ ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର’

ବାଲେଶ୍ୱର ଅଫିସ,୨୧।୭- ବାଲେଶ୍ୱର ଜିଲାରେ ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ବୁଦ୍ଧିଜୀବୀ ଏକାଠି ହୋଇଛନ୍ତି। ସୋମବାର ପୂର୍ବାହ୍ନରେ ସହରର ଚାନ୍ଦମାରି ପଡ଼ିଆ ସ୍ଥିତ ବରିଷ୍ଠ…

6 years ago

ହଳଦିଆ ରଙ୍ଗର ବିରଳ କଇଁଛ ଉଦ୍ଧାର

ସୋର,୧୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସାଜନପୁର ଗ୍ରାମର ବାସୁଦେବ ମହାପାତ୍ର ନାମକ ଜଣେ ଚାଷୀଙ୍କ ଜମିରୁ ଏକ ହଳଦିଆ ରଙ୍ଗର ବିରଳ କଇଁଛ ଉଦ୍ଧାର କରାଯାଇଛି।…

6 years ago

ଶ୍ମଶାନ ଭୂଇଁ ପାଲଟିବ ଶାରୀଶୁଆ ପାହାଡ

ଖଇରା, ୧୯ା୭(ଡି.ଏନ.ଏ.)-ଲକ୍‌ଡାଉନ, ଶଟ୍‌ଡାଉନ କଟକଣା କେତେକଙ୍କ ପାଇଁ ଅଭିଶାପ ପାଲଟିଥିବା ବେଳେ ଆଉ କେତେକଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଏହି ଆଶୀର୍ବାଦ ଗୋଷ୍ଠୀ ମଧ୍ୟରେ ଅଛନ୍ତି ବାଲେଶ୍ବର…

6 years ago

ଅନ୍‌ଲାଇନ୍‌ ପାଠପଢ଼ା ନାମକୁ ମାତ୍ର: ବାଦ୍‌ ପଡୁଛନ୍ତି ୬୦ ପ୍ରତିଶତ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୧୯।୭-ମହାମାରୀ କରୋନା ପ୍ରଭାବରେ ଚଳିତବର୍ଷ ଶିକ୍ଷାଦାନ ପ୍ରକ୍ରିୟା ବ୍ୟାହତ ହୋଇଛି। ବାଲେଶ୍ୱର ଜିଲାର ୩ଲକ୍ଷ ୪୫ହଜାର ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ସେମାନଙ୍କୁ ବିଦ୍ୟାଳୟକୁ ଯିବାକୁ…

6 years ago