ବାଲେଶ୍ୱର

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୨-ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ପ୍ରସାଦ ମହାପାତ୍ର…

4 years ago

ସ୍କୁଲ ଛାତ୍ରଙ୍କୁ ବହି ବୁହାଇବା ପଡ଼ିଲା ମହଙ୍ଗା: ପ୍ରଧାନଶିକ୍ଷକ ନିଲମ୍ବିତ

ବସ୍ତା,୧୭।୨(ଡି.ଏନ.ଏ): ସ୍କୁଲ ଛାତ୍ରଙ୍କୁ ସାଇକେଲରେ ବହି ବୁହାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିପଦ ଜେନାଙ୍କୁ ନିଲମ୍ବିତ କରାଯାଇଛି। ବସ୍ତା ବ୍ଲକ…

4 years ago

‘ଖାସ୍‌ ତୁମ ପାଇଁ’ ସାଂସ୍କୃତିକ ସନ୍ଧ୍ୟା

ବାଲେଶ୍ୱର ଅଫିସ,୧୭।୨-ବାଲେଶ୍ୱର ବାମପଦାସ୍ଥିତ ନୋସି ଉତ୍କଳା ମୁକ୍ତ ମଞ୍ଚରେ ସ୍ଥାନୀୟ ଉଦୀୟମାନ କଳାକାରମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରତି ଶନିବାର ଓ ରବିବାର ସାପ୍ତାହିକ ସାଂସ୍କୃତିକ କାର୍ଯ୍ୟକ୍ରମ…

4 years ago

ମାତାପିତାଙ୍କୁ ପୂଜା ମାଧ୍ୟମରେ ଭକ୍ତିର ବାର୍ତ୍ତା

ଖଇରା, ୧୭।୨(ଡି.ଏନ.ଏ.)-ପିଲାମାନଙ୍କ ମଧ୍ୟରେ ମା’ବାପାଙ୍କ ପ୍ରତି ଭକ୍ତି ଓ ସମ୍ମାନ ସୃଷ୍ଟି କରିବା ଲକ୍ଷ୍ୟରେ ଖଇରା ବ୍ଲକର ନହଙ୍ଗ ଗ୍ରାମରେ ସୃଷ୍ଟି ହୋଇଥିବା ଶ୍ରବଣ କୁମାର ସଙ୍ଗଠନ…

4 years ago

୩ କର୍ମଚାରୀରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଭୋଗରାଇ, ୧୭।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଆବଶ୍ୟକ କର୍ମଚାରୀ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ଓ…

4 years ago

ବାର୍ଷିକ ଉତ୍ସବରେ ଛାତ୍ରୀଛାତ୍ରଙ୍କ ପାଲା ପରିବେଷଣ

ସିମୁଳିଆ, ୧୬।୨(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଲୋକକଳାର ଚାହିଦା କମି ଆସୁଥିବା ବେଳେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ଏହାକୁ ବଞ୍ଚାଇ ରଖିବାକୁ କରିଥିବା ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଇଛି। ମାର୍କୋଣା ସରକାରୀ ଉଚ୍ଚ…

4 years ago

ପହଞ୍ଚିଲା ଶହୀଦ ଅଭିରାମ ରାମଙ୍କ ମରଶରୀର: ବସ୍ତାରେ ଶୋକାକୁଳ ପରିବେଶ

ବସ୍ତା, ୧୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ବ୍ରାହ୍ମଣଦା ପଞ୍ଚାୟତ ରଣାମୁଣ୍ଡଳି ଗ୍ରାମର ସେନାବାହିନୀରେ କାର୍ଯ୍ୟରତ ସୈନିକ ଅଭିରାମ ରାମ ଶହୀଦ ହେବା ପରେ ତାଙ୍କ ମରଶରୀର ବସ୍ତାରେ…

4 years ago

ରୋକାଗଲା ବାଲ୍ୟ ବିବାହ, ଫେରିଗଲେ ବର

ବାହାନଗା,୧୬ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳରେ ବାଲ୍ୟ ବିବାହ ରୋକିବାକୁ ଆସିଥିବା ଖଇରାସ୍ଥିତ ଚାଇଲ୍ଡଲାଇନ କର୍ମକର୍ତ୍ତା ହରଡଘଣାରେ ପଡିଛନ୍ତି। ଏନେଇ କର୍ମକର୍ତ୍ତାମାନେ ଖନ୍ତାପଡା ଥାନାରେ ଅଭିଯୋଗ ହେବା…

4 years ago

ଦେଶ ପାଇଁ ଶହୀଦ ହେଲେ ରଣାମୁଣ୍ଡଳୀ ଗ୍ରାମର ଅଭିରାମ, ତ୍ରିରଙ୍ଗାମୟ ହେଲା ବସ୍ତା ବଜାର

ବସ୍ତା,୧୫।୨(ଡି.ଏନ୍‌.ଏ.): ହିମାଚଳ ପ୍ରଦେଶରେ କାର୍ଯ୍ୟରତ ଥିବା ବସ୍ତା ବ୍ଲକ ରଣାମୁଣ୍ଡଳୀ ଗ୍ରାମର ଅଭିରାମ ଦେଶ ପାଇଁ ଶହୀଦ ହୋଇଥିବା ଜଣାପଡ଼ିଛି। ସେ ପ୍ରତିରକ୍ଷା ବିଭାଗରେ କାମ କରୁଥିବା…

4 years ago

ଜମି ଚିହ୍ନଟ ଦାବିରେ ଆର୍‌ଆଇ ଅଫିସ୍‌ ଘେରିଲେ ଭୂମିହୀନ

ବାଲେଶ୍ୱର ଅଫିସ, ୧୫।୨-ବାଲେଶ୍ୱର ଜିଲା ସଦର ତହସିଲ ଅଧୀନ ହିଡ଼ିଗାଁ ପଞ୍ଚାୟତରେ ଥିବା ଭୂମିହୀନମାନେ ୫ବର୍ଷ ପୂର୍ବରୁ ଚିହ୍ନଟ ହୋଇ ଚାନ୍ଦିପୁର ଆର୍‌ଆଇ ଅଫିସରୁ ପଟ୍ଟା ପାଇଥିଲେ।…

4 years ago