ବାଲେଶ୍ୱର

କୁରୁଣ୍ଟା, ସାରୁଗାଁ, ସୁଣ୍ଢିରାରୁ ସ୍ବାବ ସଂଗ୍ରହ

ଖଇରା, ୭।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ବାଲେଶ୍ୱର ଓ ଖଇରା ମେଡିକାଲ ଟିମ୍‌ ତରଫରୁ ସ୍ବାବ ସଂଗ୍ରହ କାର୍ଯ୍ୟକୁ ଅଧିକ…

6 years ago

ଦୁର୍ବଳ ନଦୀବନ୍ଧ ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୭।୫-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତ୍ତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବୈଠକ ଅନୁଷ୍ଠିତ ହୋଇଯାଇଛି।…

6 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଅନୁଦାନ

ବାଲେଶ୍ୱର ଅଫିସ, ୭।୫-ବାଲେଶ୍ୱର ଜିଲା ଗାୟତ୍ରୀ ଶକ୍ତିପୀଠ ତରଫରୁ ମହାମାରୀ କରୋନା ପୀଡ଼ିତଙ୍କ ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୨୫ହଜାର ଟଙ୍କାର ଚେକ୍‌ ଅତିରିକ୍ତ ଜିଲାପାଳ…

6 years ago

ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ରଙ୍କ ପରଲୋକ

ବାଲେଶ୍ୱର ଅଫିସ/ସୋର.୬ା୫(ଡି.ଏନ୍‌.ଏ): ବାଲେଶ୍ୱରର ଅନ୍ୟତମ ବିଶିଷ୍ଟ ବ୍ୟକ୍ତି ତଥା ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ର(୯୭)ଙ୍କର ବୁଧବାର ସହଦେବଖୁଣ୍ଟାସ୍ଥିତ ବାସଭବନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ…

6 years ago

ନନ୍ଦୁର ପଞ୍ଚାୟତରେ ମାସ୍କ ବଣ୍ଟନ

ଖଇରା,୬।୫(ଡି.ଏନ.ଏ)-ବିଜେଡି ଜିଲା ମହିଳା ମୋର୍ଚ୍ଚା ସଦସ୍ୟା ତଥା ନନ୍ଦୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟନ୍ତୀ ପତି ଓ ବିଜେଡି ସାଧାରଣ ସମ୍ପାଦକ ପ୍ରହଲ୍ଲାଦ ପତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ…

6 years ago

ବାଲେଶ୍ୱରରେ ୨୫ରେ ପହଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ନୂଆ ଆକ୍ରାନ୍ତ ୪୮ ବର୍ଷୀୟ ବ୍ୟକ୍ତି

ଭୁବନେଶ୍ୱର(ବ୍ୟୁରୋ),୬।୫: ବାଲେଶ୍ୱରରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ବ୍ୟକ୍ତି ୪୮ ବର୍ଷୀୟ ବ୍ୟକ୍ତି। ସେ ପଶ୍ଚିମବଙ୍ଗର କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ବୁଧବାର ଅପରାହ୍ନରେ ସେ ପଜିଟିଭ୍‌…

6 years ago

ଆଞ୍ଚଳିକ ବାରିକ ସମିତି ପକ୍ଷରୁ ଦାବିପତ୍ର

ବାହାନଗା,୬ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଳକ ଗୋପାଳପୁର ଆଞ୍ଚଳିକ ବାରିକ ସମିତି ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବାହାନଗା ତହସିଲଦାର ଓ ସୋର ବିଧାୟକଙ୍କୁ ସରକାର ଲକଡାଉନ୍‌ରେ ସହାୟତା ପ୍ରଦାନ…

6 years ago

ହୃଦରୋଗରେ ଡାକ୍ତରଙ୍କ ପରଲୋକ

ଖଇରା, ୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅନ୍ତରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସରୋଜ କୁମାର ମହାପାତ୍ର(୪୩) ହୃଦ୍‌ରୋଗରେ ପ୍ରାଣ ହରାଇଛନ୍ତି। ନୀଳଗିରି ମିତ୍ରପୁର ଅଞ୍ଚଳର ଏହି…

6 years ago

CORONAVIRUS UPDATE: ବାଲେଶ୍ୱରରୁ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ୧୭୫ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ବାଲେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୨୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ମୋଟ…

6 years ago

କଂଗ୍ରେସ ପକ୍ଷରୁ କୁଷ୍ଠାଶ୍ରମରେ ଶୁଖିଲା ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୫।୫-ଦେଶରେ ଲକଡାଉନ ଅବଧି ବୃଦ୍ଧି କରାଯାଇଥିଲା ବେଳେ ବାଲେଶ୍ୱର ଜିଲା ବାମପଦାସ୍ଥିତ କୁଷ୍ଠାଶ୍ରମରେ ରହୁଥିବା ଶତାଧିକ ଅନ୍ତେବାସୀଙ୍କ ଦୁଃଖ ବଢ଼ିଯାଇଛି। ସେମାନେ ମୁଖ୍ୟତଃ ଭିକ୍ଷାବୃତ୍ତି…

6 years ago