ବାଲେଶ୍ୱର

ଭିଜିଲାନ୍ସ ଜାଲରେ ଶ୍ରମ ବିଭାଗ କାର୍ଯ୍ୟାଳୟର ୨ କର୍ମଚାରୀ

ବାଲେଶ୍ୱର ଅଫିସ,୨୨।୧: ବାଲେଶ୍ୱର ଜିଲା ଶ୍ରମ ବିଭାଗ କାର୍ଯ୍ୟାଳୟର ୨ କର୍ମଚାରୀ ଲାଞ୍ଚନେଉଥିବା ବେଳେ ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

4 years ago

ଗୋରୁ ବୋଝେଇ ଗାଡି ଜବତ: ୧ ମୃତ, ୨ ଗୁରୁତର

ବାହାନଗା, ୨୨ା୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କୋଚିଆକୋଇଲି ପଞ୍ଚାୟତର ୭ ନମ୍ବର ୱାର୍ଡ କରଞ୍ଜେଇ ଗ୍ରାମ ରାସ୍ତାରୁ ଚୋରା ଚାଲାଣ ହେଉଥିବା ଗୋରୁ ବୋଝେଇ ୪୦୭ ଗାଡିକୁ…

4 years ago

୫ବର୍ଷର ଶିଶୁକୁ ଛାଡି ମହିଳା ଫେରାର: ୨ ମାସ ପରେ ଉଦ୍ଧାର କଲା ଚାଇଲ୍ଡଲାଇନ

ଜଳେଶ୍ୱର, ୨୨।୧(ସ୍ବ.ପ୍ର.)-ଜଳେଶ୍ୱର ଥାନା ଅନ୍ତର୍ଗତ ମହିଷାମୁଣ୍ଡା ଗ୍ରାମରୁ ଏକ ୫ବର୍ଷର ଶିଶୁକୁ ଜିଲା ଚାଇଲ୍ଡ ଲାଇନ୍‌ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିଲା।…

4 years ago

ତହସିଲ ଆଗରେ ଆଦିବାସୀଙ୍କ ମେଳି

ଜଳେଶ୍ୱର, ୨୨।୧(ସ୍ବ.ପ୍ର.)-ଜଳେଶ୍ୱର ତହସିଲ ଅନ୍ତର୍ଗତ ଆରୁହା ପଞ୍ଚାୟତର ନିମପୁରଠାରେ ସରକାରୀ ସ୍ଥାନକୁ ଜବରଦଖଲ କରି ରହିଥିବା ଆଦିବାସୀମାନେ ସେମାନଙ୍କ ନାମରେ ନାମିତ କରିବା ଲାଗି ଦାବି କରି…

4 years ago

ଫାର୍ମ ହାଉସ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ,ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ

ସଜନାଗଡ଼, ୨୧।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ଏକ ଫାର୍ମ ହାଉସ୍‌ରେ ନିଆଁ ଲାଗି ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ ହୋଇଥିବାର ଦେଖିବାକୁ ମିଳିଛି। ଆକ୍ରୋଶମୂଳକ…

4 years ago

ଡାକ୍ତର ନିଯୁକ୍ତି ଦାବିରେ ଗଣଧାରଣା

ଜଳେଶ୍ୱର,୨୧।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବ୍ଲକର ରାଇବଣିଆ ଏକ ଆଦିବାସୀ ଅଧ୍ୟୁୁଷିତ ଅଞ୍ଚଳ। ଏହି ଅଞ୍ଚଳରେ ଥିବା ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାରୁ ସ୍ବାସ୍ଥ୍ୟସେବା…

4 years ago

ବାରାପୁର-ଗରସଙ୍ଗ ରାସ୍ତା କାମ ଅସମ୍ପୂର୍ଣ୍ଣ: ଧାରଣାରେ ବସିଲେ ୨ କଲେଜର ଛାତ୍ରୀଛାତ୍ର

ଖଇରା,୨୧।୧(ଡି.ଏନ.ଏ.)- ବାଲେଶ୍ୱର-ଭଦ୍ରକ ୨ ଜିଲାକୁ ସଂଯୋଗ କରୁଥିବା ବାରାପୁର-ଅନ୍ତରା ଆର୍‌ଡି ରାସ୍ତା ୧ବର୍ଷରୁ ଊର୍ଦ୍ଧ୍ୱ ହେଲା ଅସମ୍ପୂର୍ଣ୍ଣ ହୋଇ ରହିଛି। ଠିକାଦାର ରାସ୍ତାକୁ ମେଟାଲିଂ କରି ବିଲ୍‌…

4 years ago

ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ପ୍ରଚାର: ବାଲେଶ୍ୱରରେ ଅଭିଯାତ୍ରୀଙ୍କୁ ସମ୍ବର୍ଦ୍ଧନା

ବାଲେଶ୍ୱର ଅଫିସ,୨୦।୧- ରାଷ୍ଟ୍ରୀୟ ଯୁବ ସଙ୍ଗଠନ, ଉତ୍କଳ ଗାନ୍ଧୀ ସ୍ମାରକନିଧି ଓ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଏକ ଅଭିଯାତ୍ରୀ ଦଳ ଶାନ୍ତି-ସଂହତି-ସଦ୍‌ଭାବନା ଯାତ୍ରାରେ ଗତ ୧୩…

4 years ago

ଅଚାନକ ବିଦ୍ୟାଳୟ ପରିଦର୍ଶନ କରି ଖାଦ୍ୟର ମାନ ଯାଞ୍ଚ କଲେ ଜିଲାପାଳ

ବାସୁଦେବପୁର,୨୦।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ମଧ୍ୟ ଇଂରାଜୀ ବିଦ୍ୟାଳୟରେ ସୋମବାର ଜିଲାପାଳ ଜ୍ଞାନରଞ୍ଜନ ଦାସ ପହଞ୍ଚି ପରିଦର୍ଶନ କରିଛନ୍ତି। ଜିଲାପାଳ ଉକ୍ତ ବ୍ଲକକୁ ଜନ…

4 years ago

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ବାହାନଗା,୨୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପାଟିମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ସୋମବାର ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି।…

4 years ago