ବାଲେଶ୍ୱର

ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୧୫।୧୧-ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ସିପିଆଇ ପକ୍ଷରୁ ଶତାଧିକ କର୍ମୀ ଏକ ଶୋଭାଯାତ୍ରାରେ ବାହାରିଥିଲେ। ରେଳଷ୍ଟେଶନଠାରୁ…

5 years ago

ବିଳମ୍ବରେ ସ୍କୁଲ ଖୋଲିବା ମହଙ୍ଗା ପଡିଲା: ତାଲା ପକାଇଲେ ଗ୍ରାମବାସୀ

ଖଇରା, ୧୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ପାଣିସାଉଁଳି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକମାନେ ଶିଶୁ ଦିବସ ଭଳି ପବିତ୍ର ଦିବସରେ ବିଳମ୍ବରେ ସ୍କୁଲ ଆସିବା ମହଙ୍ଗା ପଡିଛି।…

5 years ago

ନୂତନ ଜ୍ଞାନକୌଶଳରେ ମତ୍ସ୍ୟଚାଷ ଲାଗି ଆହ୍ବାନ

ବାଲେଶ୍ୱର ଅଫିସ, ୧୫।୧୧- ନୂତନ ଜ୍ଞାନକୌଶଳ ମାଧ୍ୟମରେ ମତ୍ସ୍ୟଚାଷ କଲେ ଚାଷୀମାନେ ଅଧିକ ଲାଭବାନ ହୋଇପାରିବେ ବୋଲି କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ,…

5 years ago

ବ୍ୟାପୁଛି ଝାଡ଼ାବାନ୍ତି: ୫ ଦିନରେ ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମୃତ

ସଜନାଗଡ଼, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଜିରିତାଳ ଗ୍ରାମରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ୫ ଦିନରେ ୨୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି।…

5 years ago

ଭୂତ ଛଡ଼ାଇବା ନାଁରେ ନାବାଳକଙ୍କୁ ଜୋତାଧୂଆଁ ଦେବା ଘଟଣା: ଗିରଫ ହେଲେ ଗୁଣିଆ ଦମ୍ପତି

ଭୋଗରାଇ, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ମହାଗବ ଅଞ୍ଚଳର ଜଣେ ରୋଗଗ୍ରସ୍ତ ନାବାଳକଙ୍କୁ ଭୂତ ଲାଗିଥିବା କହି ଗୁଣିଆ ଦମ୍ପତି ଜୋତାପୋଡ଼ି ଧୂଆଁ…

5 years ago

ବାଲ୍ୟ ବିବାହ ରୋକିଲା ଚାଇଲ୍ଡଲାଇନ

ବସ୍ତା, ୧୪।୧୧(ସ୍ବ.ପ୍ର.)-ବାଲ୍ୟବିବାହ ବନ୍ଦ କରିବା ପାଇଁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରୁଥିଲେ ମଧ୍ୟ ଏହାକୁ ସମ୍ପୂର୍ଣ୍ଣ ରୋକାଯାଇପାରୁନାହିଁ। ବସ୍ତା ବ୍ଲକ ସିଂଲା ଥାନା…

5 years ago

ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌ ଘଟଣା: ୭ ଗିରଫ, କମ୍ପାନୀକୁ ସିଲ୍‌ କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍କନ କମ୍ପାନୀର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ଘଟଣାରେ ୭ଜଣ ଅଧିକାରୀଙ୍କୁ ଗିରଫ…

5 years ago

ସମବାୟ ସପ୍ତାହରେ ପାଟଣା ସମବାୟ ସମିତି ପକ୍ଷରୁ ଗଣ ଦୌଡ଼

ପାଟଣା,୧୪।୧୧(ସ୍ବ.ପ୍ର.): ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ପାଟଣା ସମବାୟ ସମିତି ପକ୍ଷରୁ ୬୬ତମ ସମବାୟ ସପ୍ତାହ ଅବସରରେ ଗୁରୁବାର ସକାଳୁ ସହରରେ ଗଣଦୌଡର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।…

5 years ago

ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ଘଟଣା: ଆହତଙ୍କୁ ଭେଟିଲେ ଶ୍ରମମନ୍ତ୍ରୀ, ଫରେନ୍‌ସିକ୍‌ ଟିମ୍‌ର ଯାଞ୍ଚ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ଫାଲ୍‌କନ କମ୍ପାନୀର ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ବୁଧବାର ରାତିରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ଯୋଗୁ ଶତାଧିକ ମହିଳା…

5 years ago

ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌: ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍‌କନ କମ୍ପାନୀର ଚିଙ୍ଗୁଡ଼ିି ପ୍ରୋସେସିଂ ପ୍ଲାଣ୍ଟରେ ବୁଧବାର ରାତି ପ୍ରାୟ ୯ଟା ବେଳେ କ୍ଲୋରିନ ଗ୍ୟାସ୍‌ ଲିକ୍‌…

5 years ago