ବାଲେଶ୍ୱର

ଶହେ ବର୍ଷର ବିଦ୍ୟାଳୟ କାନ୍ଥ ଭୁଶୁଡିଲା

ବାହାନଗା, ୨୬ା୧୦(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ବାହାନଗା ବ୍ଲକ ଅଭଣା ପଞ୍ଚାୟତର ବରଜଦେଉଳି ଗ୍ରାମରେ ଥିବା ଶହେ ବର୍ଷର ପୁରୁଣା ଉନ୍ନୀତ ଉ.ପ୍ରା.ବିଦ୍ୟାଳୟର କାନ୍ଥ ଭୁଶୁଡି ପଡିଛି।…

5 years ago

ବାଲେଶ୍ୱର ସହରରେ କୃତ୍ରିମ ବନ୍ୟା

ବାଲେଶ୍ୱର ଅଫିସ,୨୬।୧୦-ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ପରେ ଗତ ୩ଦିନ ଧରି ବର୍ଷା ଲାଗି ରହିବାରୁ ଶୁକ୍ରବାର ବାଲେଶ୍ୱର ସହରର ବିଭିନ୍ନ ସ୍ଥାନରେ କୃତ୍ରିମ…

5 years ago

୮୫ ହଜାର ଲୁଟ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ରୂପ୍‌ସା, ୨୫।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅଧୀନ ଦୁବୁଲାଗଡ଼ି ଗ୍ରାମର ଜଣେ ଭୁଟୁଭୁଟି ମାଲିକ ଅଜାମିଲ ବେରାଙ୍କ ମୁହାଣସ୍ଥିତ ଗୋଦାମ ଓ ଅଫିସ୍‌ ଘରର…

5 years ago

ଲଗାଣ ବର୍ଷାରେ କାନ୍ଥ ଭୁଶୁଡିଲା: ଜଣେ ମୃତ, ୨ ଗୁରୁତର

ଜଳେଶ୍ୱର, ୨୫।୧୦-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ୩ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ…

5 years ago

ବସ୍‌କୁ ଧକ୍କାଦେଲା ବସ୍‌: ୧୦ ଗୁରୁତର

ରେମୁଣା,୨୫।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ବିସିଇଟି କଲେଜ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ନୀଳମାଧବ ନାମକ ଏକ ବସ୍‌କୁ ସାମଲ ବସ୍‌ ପଛରୁ…

5 years ago

ଗଛ ପଡ଼ି ଭାଙ୍ଗିଲା ୫ ଦୋକାନ: ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଖଇରା,୨୫।୧୦(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ବର୍ତ୍ତନା ବଜାରରେ ଗୁରୁବାର ରାତିରେ ୨ଟି ଗଛ ଉପୁଡ଼ିବା ଯୋଗୁ ୫ ଦୋକାନ ଭାଙ୍ଗି ନଷ୍ଟ ହୋଇଯାଇଛି। କ୍ଷତିଗ୍ରସ୍ତ…

5 years ago

ଅବିଶ୍ରାନ୍ତ ବର୍ଷା, ଅଶାନ୍ତ ସମୁଦ୍ର

ଭୋଗରାଇ, ୨୫।୧୦(ଡି.ଏନ.ଏ.)-ଲଘୁଚାପ ପ୍ରଭାବରେ ଭୋଗରାଇ ସମେତ ଆଖପାଖ ଅଞ୍ଚଳରେ ବୁଧବାରଠାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ତୁହାକୁ ତୁହା ବର୍ଷା ହେବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର…

5 years ago

ଶିକ୍ଷକ ଅଭାବ ନେଇ ତାଲା ପକାଇଲେ ଗ୍ରାମବାସୀ: ବର୍ଷାରେ ଭିଜି ପ୍ରତିବାଦ କଲେ

ବାହାନଗା, ୨୫ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ଥିବା ୟୁଜିୟୁପି ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ଗ୍ରାମବାସୀ ଓ ପରିଚାଳନା କମିଟି ସଦସ୍ୟାସଦସ୍ୟମାନେ ଗୁରୁବାର ଫାଟକରେ…

5 years ago

ନିଶା ନିବାରଣ ଲାଗି ଅଣ୍ଟା ଭିଡିଲେ ଛାତ୍ରୀଛାତ୍ର

ଖଇରା, ୨୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ଥାନା ଅଞ୍ଚଳରେ ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟି ଚାଲିଛି। କେଉଁଠି ବହୁ ମୂଲ୍ୟ ଜୀବନ ଚାଲି ଯାଉଛି ତ ଆଉ…

5 years ago

ଶରୀର ଦାନ କରିବେ ଶିକ୍ଷୟିତ୍ରୀ

ସିମୁଳିଆ, ୨୪ା୧୦(ସନ୍ତୋଷ କୁମାର ନାୟକ)-ଏବେ ଶିକ୍ଷାଦାନ କରି ପିଲାମାନଙ୍କୁ ଶିକ୍ଷିତ କରୁଛନ୍ତି। ଜୀବନର ଅନ୍ତିମ ସମୟରେ ଅଙ୍ଗଦାନ ସହ ତାଙ୍କ ଶରୀରକୁ ମଧ୍ୟ ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ…

5 years ago