ବାଲେଶ୍ୱର

ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିବା ଗ୍ରାହକଙ୍କଠାରୁ ଲୁଟ୍‌: ୨ ଅଭିଯୁକ୍ତ ଅଟକ

ବସ୍ତା,୬।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ବସ୍ତା ଶାଖାରେ ଜଣେ ଗ୍ରାହକଙ୍କ ନିକଟରୁ ୫୦ ହଜାର ଲୁଟ୍‌ ଅଭିଯୋଗରେ ଦୁଇ ଦୁର୍ବୃତ୍ତଙ୍କୁ ଧରି ସ୍ଥାନୀୟ…

6 years ago

ପରେଡ୍‌ରେ ଅଣଛାତ୍ର ଟ୍ରଫି ହାତେଇନେବା ଘଟଣା: ଶିକ୍ଷକ ନିଲମ୍ବିତ

ବାଲେଶ୍ୱର ଅଫିସ,୬।୨ - ବାଲେଶ୍ୱର ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ୭୧ତମ ଜନରାଜ୍ୟ ଦିବସରେ ଚଳିତବର୍ଷ ହାଇସ୍କୁଲସ୍ତରରେ ପୋଲିସ ହାଇସ୍କୁଲ ପକ୍ଷରୁ ଏନ୍‌ସିସି ଟିମ୍‌ ପରେଡ୍‌…

6 years ago

ବିଦେଶରୁ ମୃତଦେହ ଆଣିବା ପାଇଁ ଅଣ୍ଟା ଭିଡ଼ିଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୬।୨- କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବିଦେଶରେ ମୃତ୍ୟୁବରଣ…

6 years ago

ନାବାଳିକାଙ୍କୁ ଅପହରଣ କରି ବିବାହ ଘଟଣା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ରୂପ୍‌ସା,୫।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବିବାହ କରିଥିବା ଅଭିଯୋଗରେ ସିଂଲା ଥାନା ପୋଲିସ ଶୁକଦେବ ମଲିକ (୩୦)ଙ୍କୁ…

6 years ago

ଜଳେଶ୍ୱରରେ ଥମୁନି ଧଳା ଜହର କାରବାର: ୫୦ ଗ୍ରାମ ବ୍ରାଉନସୁଗାର ଜବତ, ୩ ଗିରଫ

ଜଳେଶ୍ବର,୫।୨(ଡି.ଏନ୍‌.ଏ.): ପୁଣି ଜଳେଶ୍ବରରେ ଜବତ ହେଲା ଧଳା ଜହର। ବୁଧବାର ଜଳେଶ୍ୱର ପୋଲିସ ୫୦ ଗ୍ରାମର ବ୍ରାଉନ ସୁଗାର ସହ ଦୁଇଟି ମୋବାଇଲ,ଗୋଟିଏ ବାଇକ ଜବତ କରିବା…

6 years ago

ଭିଜିଲାନ୍ସ ଜାଲରେ ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

ସୋର,୫।୨(ଡି.ଏନ୍‌.ଏ.): ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ବାସୁଦେବ ପ୍ରସାଦ ସାହୁଙ୍କୁ ବାଲେଶ୍ୱର ଭିଜିଲାନ୍ସ ବିଭାଗ ବୁଧବାର ଗିରଫ କରିଛି। ସନ୍ତୋଷ କୁମାର ନାୟକ ନାମକ ଜଣେ…

6 years ago

କୃଷି ଯନ୍ତ୍ରପାତି ଉଦ୍ଭାବକ କୁନି ବୈଜ୍ଞାନିକଙ୍କୁ ସମ୍ବର୍ଦ୍ଧନା

ରୂପ୍‌ସା, ୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକର ୭ମ ଶ୍ରେଣୀ ଅଧ୍ୟୟନରତ କୁନି ବୈଜ୍ଞାନିକ ବିପ୍ଳବ କୁମାର ଘୋଷଙ୍କୁ ବେଣାପୁରା ‘ଜୀବନ ସାଥି’ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ସମ୍ବର୍ଦ୍ଧନା…

6 years ago

ବାଲେଶ୍ୱରରେ ପୋଲିସ ମହାନିର୍ଦ୍ଦେଶକ: ‘ଆପରାଧିକ କାର୍ଯ୍ୟକଳାପ ଉପରେ କଡ଼ା ନଜର ରଖ’

ବାଲେଶ୍ୱର ଅଫିସ, ୫।୨-ଓଡ଼ିଶା ପୋଲିସ ବିଭାଗର ମହାନିର୍ଦ୍ଦେଶକ (ଡିଜିପି) ଅଭୟ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ବାଲେଶ୍ୱରରେ ପହଞ୍ଚତ୍ ପୂର୍ବାଞ୍ଚଳ ଆଇଜିଙ୍କ ଅଫିସ୍‌୍‌ରେ ୫-ଟି ଓ ମୋ ସରକାର…

6 years ago

ଧାନର ଅଭାବୀ ବିକ୍ରି ଅଭିଯୋଗ: ଜିଲା ଯୋଗାଣ ଅଧିକାରୀଙ୍କଠାରେ ଅଭିଯୋଗ କଲେ ଚାଷୀ

ବାଲେଶ୍ୱର ଅଫିସ, ୫।୨-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସା ଅଞ୍ଚଳର କସିପଦା ସେବା ସମବାୟ ଅଧୀନରେ ଥିବା ଚାଷୀମାନେ ଧାନ ବିକ୍ରି କରି ନ ପାରି…

6 years ago

ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ବାଲେଶ୍ୱର ଗସ୍ତ: ‘ମୋ ସରକାରକୁ’ କ୍ରିୟାଶୀଳ ଲାଗି ସମୀକ୍ଷା

ବାଲେଶ୍ୱର ଅଫିସ,୪।୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ମଙ୍ଗଳବାର ବାଲେଶ୍ୱର ଗସ୍ତ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଅପରାଧ ହ୍ରାସକରିବା ବିଶେଷ କରି ‘ମୋ…

6 years ago