ବାଲେଶ୍ୱର

ସରସ୍ବତୀ ମୂର୍ତ୍ତି ଭସାଣି ବେଳେ ଗଣ୍ଡଗୋଳ, ୪ ଆହତ

ସୋର, ୪।୨(ଡି.ଏନ.ଏ.)-ସରସ୍ବତୀଙ୍କ ମୂର୍ତ୍ତି ଭସାଣକୁ କେନ୍ଦ୍ର କରି ସୋର ଥାନା ଅଧୀନ ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଈଶ୍ୱରପୁର ଓ ମାଟିଆପଲା ଗ୍ରାମର ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି।…

6 years ago

ବେଆଇନ କାଠପୋଲ ଉଚ୍ଛେଦକୁ ବିରୋଧ

ଜଳେଶ୍ୱର, ୪।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ପୌରପରିଷଦ ଅନ୍ତର୍ଗତ ୭ ଓ ୮ ନଂ. ୱାର୍ଡ଼ ସନ୍ନିକଟ ସୁବର୍ଣ୍ଣରେଖା ନଦୀରେ ନିର୍ମିତ ହୋଇଥିବା ବେଆଇନ କାଠପୋଲକୁ ଉଚ୍ଛେଦ କରିବାକୁ…

6 years ago

ପେଟ୍ରୋଲପମ୍ପ ଉପରେ ଅଚାନକ ଚଢ଼ାଉ: ୨୫ ହଜାର ଜରିମାନା ଆଦାୟ

ବାଲେଶ୍ୱର ଅଫିସ, ୩।୨-ବାଲେଶ୍ୱର ସହରର ବିଭିନ୍ନ ପେଟ୍ରୋଲପମ୍ପ ଉପରେ ମାପ ଓ ଓଜନ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ଼ ସୋମବାର ଚଢ଼ାଉ କରି ୫ଟି ପେଟ୍ରୋଲ ପମ୍ପରେ ପ୍ରମାଣପତ୍ର…

6 years ago

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୩।୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଅଭିଯୁକ୍ତଙ୍କୁ…

6 years ago

ଆଚରଣ, ଉଚ୍ଚାରଣ ପ୍ରତି ସଚେତନ ରହିବା ଜରୁରୀ

ଜଳେଶ୍ୱର, ୩।୨(ସ୍ବ.ପ୍ର.)-ଓଡ଼ିଶାର ଉପାନ୍ତ ଓ ପଶ୍ଚିମବଙ୍ଗ ସୀମାନ୍ତରେ ଥିବା ଆମ୍ବଳିଅଠା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୬ଷ୍ଠ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ଜଳେଶ୍ୱର ବିଇଓ ବିଜୟ…

6 years ago

ଜେଲ୍‌ରୁ ପ୍ରେମିକଙ୍କୁ ମୁକୁଳାଇବାକୁ ପ୍ରେମିକାଙ୍କ ନିଷ୍ପତ୍ତି: ଜେଲ୍‌ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ପଡିଲା ହାତଗଣ୍ଠି

ବାଲେଶ୍ୱର ଅଫିସ,୨।୨-ପ୍ରତାରଣା ଅଭିଯୋଗରେ ବାଲେଶ୍ୱର ଜିଲା କାରାଗାରରେ ଦଣ୍ଡ ଭୋଗୁଥିବା ପ୍ରେମିକଙ୍କୁ ମୁକୁଳାଇବା ପାଇଁ ପ୍ରେମିକା ବିବାହ ନିଷ୍ପତ୍ତି ନେଇଥିଲେ। ଉଭୟ ପରିବାରଙ୍କ ସମ୍ମତି ଏବଂ କୋର୍ଟର…

6 years ago

ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର,୨।୨(ସ୍ବ.ପ୍ର.) : ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଆମ୍ବଳିଅଠା ବାଇପାସ ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

6 years ago

ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ଧୀବରଙ୍କ ଜାଲରେ ପଡ଼ିଲା କୁମ୍ଭୀର

ବାହାନଗା,୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ରୂପଖଣ୍ଡ ସମୁଦ୍ର ମଧ୍ୟରେ ରବିବାର ଧୀବରମାନଙ୍କ ଜାଲରେ ଏକ ବଉଳା କୁମ୍ଭୀର ପଡ଼ିଛି। ଭୋର ସମୟରେ ସମୁଦ୍ର ମଧ୍ୟକୁ ମାଛ…

6 years ago

ତିନିକୋଶିଆ ଜଙ୍ଗଲରୁ ପୁଣି ମୃତଦେହ ଉଦ୍ଧାର: ଲୋକେ ଭୟଭୀତ, ପୋଲିସର ତଦନ୍ତ ଆରମ୍ଭ

ସଜନାଗଡ଼,୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ଼ ପଞ୍ଚାୟତ ପିଡବ୍ଲ୍ୟୁ ୧୯ନଂ. ରାଜ୍ୟ ରାଜପଥ ପାର୍ଶ୍ୱ ତିନିକୋଶିଆ ଜଙ୍ଗଲରୁ ରବିବାର ପୂର୍ବାହ୍ନରେ ପୁଣି ଜଣେ ଯୁବକଙ୍କ…

6 years ago

ବାଲେଶ୍ୱର ଜିଲା ଚିଠି: ଶିଶୁ ସୁରକ୍ଷା ଯୋଜନା

ପଞ୍ଚାୟତସ୍ତରରେ ପିଲାମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଉନ୍ନୟନମୂଳକ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷା ଯୋଜନା ଅନ୍ୟତମ। ଅସୁରକ୍ଷିତ…

6 years ago