ବାଲେଶ୍ୱର

ବିଦ୍ୟୁତ୍‌କାଟ ପ୍ରତିବାଦରେ ଧାରଣା

ଜଳେଶ୍ୱର, ୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳର ଶ୍ୟାମନଗର, କାଳିକ, ଖୁଆଡ, କଳମା ଓ ସର୍ଦ୍ଦାରବନ୍ଧ ପଞ୍ଚାୟତରେ ରାତ୍ରୀ ସମୟରେ ବିଦ୍ୟୁ୍‌ତ୍‌କାଟ ଯୋଗୁ ଅନ୍ଧାର ସୁଯୋଗ ଦେଇ ହାତୀପଲ…

6 years ago

ରାସ୍ତାରେ ଧାନବସ୍ତା ରଖି ଅବରୋଧ

ସଜନାଗଡ଼,୧।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଅନ୍ତର୍ଗତ ଶେରଗଡ଼-ଉଦଳା ୧୯ନମ୍ବର ରାଜ୍ୟ ରାଜପଥ ଗରଡ଼ିହି ଛକଠାରେ ୪ଦଫା ଦାବି ନେଇ ଓଡ଼ିଶା କୃଷକ ସଭା ପକ୍ଷରୁ ରାସ୍ତାରେ ଧାନ ବସ୍ତା…

6 years ago

ନିଯୁକ୍ତି ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

ବାଲେଶ୍ୱର ଅଫିସ, ୧।୨-ବାଲେଶ୍ୱର ପୌରାଞ୍ଚଳରେ ସଫେଇ କାର୍ଯ୍ୟ ପାଇଁ ଫେବୃୟାରୀ ପହିଲାରୁ ନୂତନ ଠିକାଦାର ନିଯୁକ୍ତି ହୋଇଛନ୍ତି। ଦୀର୍ଘବର୍ଷ ଧରି ପୌର ପରିଷଦ ଓ ଠିକାଦାରମାନଙ୍କ ଅଧୀନରେ…

6 years ago

ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ବାତିଲ ଦାବିରେ ରାସ୍ତାରୋକୋ

ଜଳେଶ୍ୱର, ୧।୨(ଡି.ଏନ.ଏ.)-ଜଳେଶ୍ୱର ଟାଉନ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଆଦେଶ ବାତିଲ ଦାବିରେ ପରିଚାଳନା କମିଟି ଓ ଅଭିଭାବକମାନେ ଆଜକୁ ୪ ଦିନ ଧରି ବିଦ୍ୟାଳୟ ସମ୍ମୁଖରେ…

6 years ago

ଭିଜିଲାନ୍ସ ଜାଲରେ ଆର୍‌ଆଇ

ରେମୁଣା, ୧।୨(ଡି.ଏନ.ଏ.)-୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ରେମୁଣା ତହସିଲ ଅଧିନ ପଞ୍ଚାଗଡ଼ ଆର୍‌ଆଇ ଅରବିନ୍ଦ ସିଂ। ତାଙ୍କୁ ବାଲେଶ୍ୱର ଭିଜିଲାନ୍ସ…

6 years ago

ବାଲେଶ୍ୱର ଷ୍ଟେଶନରେ ଅହୋରାତ୍ର ଉଡ଼ିଲା ତ୍ରିରଙ୍ଗା

ବାଲେଶ୍ୱର ଅଫିସ, ୧।୨-ବାଲେଶ୍ୱର ରେଳଷ୍ଟେଶନଠାରେ ରେଳ ବିଭାଗ ପକ୍ଷରୁ ଅହୋରାତ୍ର ତ୍ରିରଙ୍ଗା ପତକା ଉଡ଼ିବା ବ୍ୟବସ୍ଥା ଶୁକ୍ରବାରଠାରୁ କରାଯାଇଛି। ସଦର ବିଧାୟକ ମଦନମୋହନ ଦତ୍ତ ଷ୍ଟେଶନରେ ପହଞ୍ଚତ୍…

6 years ago

ରାଇବଣିଆରେ ହାତୀପଲଙ୍କ ଉତ୍ପାତ

ଜଳେଶ୍ୱର, ୧।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅଧୀନ ଶ୍ୟାମନଗର, କାଳିକ, ସର୍ଦ୍ଦାରବନ୍ଧ, କଳମା, ଖୁଆଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଗତ ୭ଦିନ ଧରି ହାତୀପଲ…

6 years ago

ରାଜ୍ୟକୁ ମଦମୁକ୍ତ ଦାବିରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ବାଲେଶ୍ୱର ଅଫିସ, ୩୧।୧-ବାଲେଶ୍ୱର ଉତ୍କଳ ମହିଳା ସମିତି ପକ୍ଷରୁ ରାଜ୍ୟକୁ ମଦ ମୁକ୍ତ କରିବା ପାଇଁ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ସମ୍ବିତ…

6 years ago

ଅଜଣା ଗାଡ଼ି ଧକ୍କାରେ ୨ ମୃତ, ଜଣେ ଗୁରୁତର

ସୋର,୩୧।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ଶପୁଲିଆଠାରେ ଶୁକ୍ରବାର ଏକ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା…

6 years ago

ଗାନ୍ଧିଜୀଙ୍କ ଶହୀଦ ଦିବସରେ କବିତା ପାଠୋତ୍ସବ

ବାଲେଶ୍ୱର ଅଫିସ, ୩୧।୧-ମହାତ୍ମା ଗାନ୍ଧୀଙ୍କ ୭୨ତମ ଶହୀଦ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ବାଲେଶ୍ୱର ସିନେମାଛକସ୍ଥିତ ଶହୀଦ ପାର୍କସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲା…

6 years ago