ଖଇରା, ୧୮।୩(ଡି.ଏନ.ଏ.)-ଦୃଢ ଇଛାଶକ୍ତି ଥିଲେ ସବୁ କିଛି ସମ୍ଭବ। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଖଇରା ବ୍ଲକ ନନ୍ଦୁର ପଞ୍ଚାୟତ ବ୍ରହ୍ମଚାରୀ ଗ୍ରାମର ଦିବ୍ୟାଙ୍ଗ ଅକ୍ଷୟ କୁମାର…
ସୋର, ୧୮।୩(ଜନ୍ମେଜୟ ମିଶ୍ର)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ପାହାଡିଆ ଗଁ। ରଙ୍ଗାମାଟିଆ। ଗଁ। ଠାରୁ ପଞ୍ଚାୟତ ଶ୍ୟାମସୁନ୍ଦରପୁରର ଦୂରତା ୨୦ରୁ ୨୫ କି.ମି. ହୋଇଥିବାବେଳେ ଔପଦା…
ବାଲେଶ୍ୱର ଅଫିସ,୧୭।୩-ସ୍ତ୍ରୀଙ୍କୁ କିରୋସିନ ଢାଳି ପୋଡି ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍ ସୁବାସ କୁମାର ବିହାରୀ ତାଙ୍କ ସ୍ବାମୀଙ୍କୁ ଆଜୀବନ…
ସିମୁଳିଆ,୧୭।୩(ଡି.ଏନ.ଏ.)-କରୋନା କବଳରେ ସାରା ବିଶ୍ୱ ପ୍ରଭାବିତ। ଏଥିରୁ ନିସ୍ତାର ପାଇଁ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଜାମୁଝାଡ଼ି ଅଞ୍ଚଳର ମା’ ବୁଢ଼ୀବାସୁଳୀଙ୍କ ନିକଟରେ ଚାଲିଛି ପୂଜାର୍ଚ୍ଚନା। ସ୍ଥାନୀୟ…
ବସ୍ତା, ୧୭।୩(ଡି.ଏନ.ଏ.)-ଇଟାଲୀରୁ ଫେରିଥିବା ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଞ୍ଚଳର ଜଣେ ଯୁବକ କରୋନାରେ ଆକ୍ରାନ୍ତ ଥିବା ସନ୍ଦେହ କରାଯାଉଛି। ରବିବାର ସେ ଗଁ।ରେ ପହଞ୍ଚିବା ଘରୁ…
ସିମୁଳିଆ, ୧୭।୩(ଡି.ଏନ.ଏ.)-ଟିକେ ଡେରି ହୋଇଥିଲେ ଜଣେ ୩ବର୍ଷର ଶିଶୁଙ୍କୁ ଜୀବନ ଚାଲିଯାଇଥାନ୍ତି। ହେଲେ ସକୁଲୁ ସିଂ ନାମକ ଜଣେ ୨୬ବର୍ଷୀୟ ଯୁବକ ନିଜ ଜୀବନକୁ ବାଜି ଲଗାଇ…
ବାଲେଶ୍ୱର ଅଫିସ,୧୭।୩-କରୋନା ଭୂତାଣୁ (କୋଭିଡ଼ି-୧୯) ସଂକ୍ରମଣକୁ ରୋକିବା ଏବଂ ଏଦିଗରେ ବ୍ୟାପକ ସଚେତନତା ସୃଷ୍ଟି ଉପରେ ବାଲେଶ୍ୱର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟବିଭାଗ ଗୁରୁତ୍ୱ ଦେଇଛି। ଆକ୍ରାନ୍ତ…
ଔପଦା, ୧୭।୩(ଡି.ଏନ.ଏ.)-ଚଇତି ବଡାମ ପୂଜା ଲାଗି ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟ୍ୟୁଷିତ ଗଡ଼ସାହି ଗ୍ରାମ ଉତ୍ସବମୁଖର ହୋଇପଡିଛି। ଏହି ଗ୍ରାମରେ ପାରମ୍ପରିକ ଭାବେ ଗତ…
ସିମୁଳିଆ, ୧୭ା୩(ସନ୍ତୋଷ କୁମାର ନାୟକ)-ପିଲାଦିନେ ସୁଲଳିତ କଣ୍ଠରେ ଗୀତ ବୋଲି ପାରୁଥିଲେ ପୂଜାରାଣୀ । ସ୍କୁଲରେ ପଢିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ଗୀତ ବୋଲି ପ୍ରଶଂସା ପାଇଥିଲେ।…
ଭୋଗରାଇ, ୧୬।୩(ଡି.ଏନ.ଏ.)-ଚୈତ୍ର ମାସ ହେଉଛି ଶିବଙ୍କ ବିବାହ ମାସ। ଏହି ମାସରେ ଶିବଙ୍କୁ ଆରାଧନା କଲେ ମହାପୁଣ୍ୟ ମିଳିଥାଏ ବୋଲି କୁହାଯାଏ। ଏଥିନିମନ୍ତେ ବାଲେଶ୍ୱର ଜିଲା ଭୋଗରାଇର…