ବସ୍ତା, ୩୦।୧୨(ସ୍ବ.ପ୍ର.)-ଫକୀରମୋହନ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଚାକିରି କରାଇଦେବାକୁ କହି ଟଙ୍କା ଠକି ନେଇ ପଳାଉଥିବା ଜଣେ ଯୁବକ ଲୋକଙ୍କ ଦ୍ୱାରା ଧରାପଡ଼ି ଗିରଫ ହୋଇଛନ୍ତି।…
ଜଳେଶ୍ୱର, ୩୦।୧୨(ସ୍ବ.ପ୍ର.)-ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି)ର ନିଷେଧାଦେଶ ପରେ ସୁବର୍ଣ୍ଣରେଖା ନଦୀପଠାରୁ ବାଲି ଖନନ ବନ୍ଦ ରହିଛି। ଫଳରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ବାଲି ସମସ୍ୟା ଉତ୍କଟ…
ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲିଡ଼ିହା ଅଭୟାରଣ୍ୟରେ ରବିବାର ସକାଳେ ଏକ ମାଈହାତୀର ମୃତଦେହ ଠାବ କରାଯାଇଛି। ହାତୀଟି ୩/୪ ଦିନ ପୂର୍ବରୁ ମୃତ୍ୟୁବରଣ କରିଥିବା…
ବାଲେଶ୍ୱର ଅଫିସ,୨୯।୧୨: ବାଲେଶ୍ୱର ସହର ସଭାରାମପୁର ରେଲ୍ଓ୍ବେ ଗେଟ୍ ପାଇଁ ନବନିର୍ମିତ ଓଭରବ୍ରିଜ୍ ସଂଲଗ୍ନ ୫ଟି ବିମ୍ ରବିବାର ସକାଳେ ତଳକୁ ଖସି ପଡ଼ିଛି। ମାତ୍ର ଦୁର୍ଘଟଣାରେ…
ଜଳେଶ୍ୱର, ୨୯।୧୨(ସ୍ବ.ପ୍ର.)-ସରକାର ସ୍ବୟଂ ସହାୟକ ଗୋଷ୍ଠୀ (ଏସଏଚଜି)ଙ୍କୁ ଋଣ ପ୍ରଦାନ କରି ସେମାନଙ୍କର ଆର୍ଥତ୍କ ମାନଦଣ୍ଡର ବିକାଶ ଲାଗି ଚେଷ୍ଟା କରୁଥିବା ବେଳେ କେତେକ ଅସାଧୁ ସଂସ୍ଥା…
ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପରେ ଶନିବାର ଉତ୍ତେଜନା ଦେଖାଦେଇଛି। ପଞ୍ଜିକରଣରେ ଅନିୟମିତତା ଅଭିଯୋଗ କରି ଚାଷୀମାନେ ଲ୍ୟାମ୍ପର ପରିଚାଳନା ନିର୍ଦ୍ଦେଶକଙ୍କୁ ୩ ଘଣ୍ଟା ଧରି ଅଟକ…
ସଜନାଗଡ଼, ୨୮।୧୨(ଡି.ଏନ.ଏ.)- ଯାଜପୁର ଟାଉନ ଅଞ୍ଚଳରୁ ରତିରଞ୍ଜନ ପଣ୍ଡା ପରିବାର ସହ ଶନିବାର ଏକ କାର୍(ନଂ. ଓଆର୦୨ଏଏମ୍-୬୦୦୦)ରେ ନୀଳଗିରି ଅଞ୍ଚଳକୁ ବୁଲିବାକୁ ଆସିଥିଲେ। ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ଓ…
ବାଲେଶ୍ୱର ଅଫିସ, ୨୮।୧୨-ବାଲେଶ୍ୱର ଜିଲାପରିଷଦ ସଭାଗୃହରେ ଶୁକ୍ରବାର ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅଧ୍ୟକ୍ଷତା…
ବାଲେଶ୍ୱର ଅଫିସ,୨୭।୧୨-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରରେ ଗତ ୨୪ ତାରିଖରେ ଦୁଇଜଣ ମାନସିକ ବିକୃତଙ୍କୁ ଜବରଦସ୍ତ ବିବାହ କରାଇ ବଜାରରେ ବୁଲାଇବା ଘଟଣାର ଭିଡ଼ିଓ…
ସଜନାଗଡ, ୨୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କୁଲଡ଼ିହା ପାଦଦେଶ ଗରଡ଼ିହି ପଞ୍ଚାୟତ ଅଧୀନ ଟିକାକଟା ଚାଇନ୍ଦର ଗ୍ରାମ ୧୨ନମ୍ବର ୱାର୍ଡ଼ର ୱାର୍ଡ଼ମେମ୍ବର ସୁଦାମ ସିଂ (୩୫) ଗତ…