ବାଲେଶ୍ୱର

ମାଲବାହୀ ଟ୍ରକ୍‌ ଧକ୍କାରେ ଜଣେ ମୃତ

ଜଳେଶ୍ବର, ୩୦।୮: ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମଣନାଥ ତନଖି ଫାଟକ ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଜଣେ…

5 years ago

ଜୁଆ ଆଡ୍ଡା ଉପରେ ଚଢ଼ାଉ, ୬ ଗିରଫ

ବାଲେଶ୍ୱର ଅଫିସ, ୩୦।୮-ବାଲେଶ୍ୱର ସହଦେବଖୁଣ୍ଟା ଥାନା ଗୋଳାପୋଲ ଅଞ୍ଚଳରେ ଦୀର୍ଘଦିନ ଧରି ଜୁଆ ଆଡ୍ଡା ଚାଲୁଥିବା ଅଭିଯୋଗ ହୋଇଥିଲା। ବୁଧବାର ମଧ୍ୟରାତ୍ରିରେ ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ…

5 years ago

ଚିଟ୍‌ଫଣ୍ଡ ଅର୍ଥ ଫେରସ୍ତ ଦାବି: ଏଜେଣ୍ଟଙ୍କ ବିରୋଧରେ ଏତଲା ଦେଲେ ଜମାକାରୀ

ରେମୁଣା, ୩୦।୮(ଡି.ଏନ.ଏ.)-ରେମୁଣା ଥାନା ଅଧୀନ ବିଦ୍ୟାଧରପୁର ଗଁାର କେତେକ ଚିଟ୍‌ଫଣ୍ଡ ଜମାକାରୀ ସେହି ଗଁାର ଜଣେ ଏଜେଣ୍ଟଙ୍କ ନଁାରେ ଥାନାରେ ଅଭିଯୋଗ କରିଛନ୍ତି। ଉକ୍ତ ଏଜେଣ୍ଟ ବିଭିନ୍ନ…

5 years ago

ଫାଇନାନ୍ସ କର୍ମଚାରୀଙ୍କୁ ଭୁଜାଲି ମାଡ଼,  ୪୬ହଜାର ଲୁଟ୍‌

ରୂପ୍‌ସା, ୨୯।୮(ଡି.ଏନ.ଏ.)- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ-ସାନଗୋବରା ରାସ୍ତାରେ ୩ଜଣ ଦୁର୍ବୃତ୍ତ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ୪୬ହଜାର ଟଙ୍କା ଲୁଟି ନେଇଥିବା…

5 years ago

ଥମୁନି ଝାଡ଼ାବାନ୍ତି, ପୁଣି ଜଣେ ମୃତ: ପ୍ରଶାସନର ଚେତା ପଶୁନି

ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତଥା ଆଖପାଖ ଅଞ୍ଚଳରେ ଝାଡାବାନ୍ତି ଥମିବାର ନଁା ନେଉନି। ଗତ ୪ତାରିଖରୁ ୫୦ରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା ଝାଡ଼ାବାନ୍ତିରେ ଆକ୍ରାନ୍ତ…

5 years ago

ହାତୀ ଆକ୍ରମଣରେ ଯୁବକ ଗୁରୁତର

ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ହାତୀଙ୍କ ଉପତ୍ାତ ଦିନକୁ ଦିନ ବଢ଼ି ଚାଲିଛି। କେତେବେଳେ ଚାଷଜମିର କ୍ଷତି କରୁଛନ୍ତି ତ, କେତେବେଳେ…

5 years ago

ତେଲ ଟ୍ୟାଙ୍କରରୁ ଚୋରା କେନ୍ଦୁପତ୍ର ଜବତ

ସଜନାଗଡ଼/ସୋର/ବାହାନଗା,୨୯।୮(ଡି.ଏନ.ଏ.)-ଅଭିନବ ଉପାୟରେ କେନ୍ଦୁପତ୍ର ଚୋରାଚାଲାଣ ହେବା ଘଟଣା ପଦାକୁ ଆସିଛି। ବୁଧବାର ଏକ କମ୍ପାନୀର ତେଲ ଟ୍ୟାଙ୍କରରେ କେନ୍ଦୁପତ୍ର ଲୋଡ଼ ହୋଇ ଆସୁଥିବା ବନବିଭାଗ ବିଶେଷ ସୂତ୍ରରୁ…

5 years ago

୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ବସ୍ତା,୨୯।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ବସ୍ତା ଓ ଆଖ ପାଖ ଅଞ୍ଚଳରେ ବ୍ରାଉନସୁଗାର ଚୋରା କାରାବାର ଦିନକୁ ଦିନ ବ୍ୟାପକ ହେବେରେ ଲାଗିଛି। ବୁଧବାର ବସ୍ତା ପୋଲିସ ଚଢ଼ାଉ…

5 years ago

ଜଳିଗଲା ୨ ଉଠାଦୋକାନ

ବାଲେଶ୍ୱର ଅଫିସ, ୨୯।୮- ବାଲେଶ୍ୱର ଷ୍ଟେଶନ ଛକରେ ଥିବା ୨ଟି ଉଠା ଦୋକାନରେ ବୁଧବାର ରାତି ୧୦ଟା ସମୟରେ ନିଆଁ ଲାଗି ଯାଇଥିଲା। ଗୋଟିଏ ଦୋକାନ ସମ୍ପୂର୍ଣ୍ଣ…

5 years ago

ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ

କେନ୍ଦୁଝର, ୨୮-୮(ସ୍ବ.ପ୍ର.):ରୁବିକ୍‌ସ କ୍ୟୁବ୍‌ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପରଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା…

5 years ago