ବାଲେଶ୍ୱର

ବରୁଣଗଡ଼ିଆ ଛକ ନିକଟରେ ଦୁର୍ଘଟଣା, ଶ୍ରମିକ ମୃତ

ରୂପ୍‌ସା, ୩୧।୧୨(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ବରୁଣଗଡ଼ିଆ ଛକ ନିକଟରେ ସୋମବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ୍‌ ଧକ୍କାରେ…

6 years ago

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ସଜନାଗଡ଼, ୩୧।୧୨(ଡି.ଏନ.ଏ.)-ନୀଳଗିରି ଉପଖଣ୍ଡର ଅଯୋଧ୍ୟା ଅଞ୍ଚଳରେ ୨ଟି ଭାଲୁ ଆତଙ୍କ ଖେଳାଇଛନ୍ତି। ଗୋଟାଏ ଭାଲୁ ଜଣେ ବୃଦ୍ଧଙ୍କୁ ଆକ୍ରମଣ କରି ଗୁରୁତର କରିଥିବା ବେଳେ ଅନ୍ୟ ଏକ…

6 years ago

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ସଜନାଗଡ,୩୧।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ମଙ୍ଗଳବାର ଚାଷୀମାନେ ଧାରଣା ଦେଇଛନ୍ତି। ଚଳିତବର୍ଷ ଧାନ ବିକ୍ରି ପାଇଁ ନୀଳଗିରି ଲ୍ୟାମ୍ପ…

6 years ago

ସ୍ଥାୟୀ ପଟ୍ଟା ଦାବିରେ ବସ୍ତିବାସିନ୍ଦାଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ, ୩୧।୧୨-ସ୍ଥାୟୀ ପଟ୍ଟା ଦାବିରେ ବାଲେଶ୍ୱର ଜିଲା ବସ୍ତିବାସିନ୍ଦା ସଂଘ ପକ୍ଷରୁ ପୌରାଞ୍ଚଳ ଓ ସହର ସଂଲଗ୍ନ ପଞ୍ଚାୟତର ଶତାଧିକ ବସ୍ତିବାସିନ୍ଦା ସୋମବାର ଏକ ଶୋଭାଯାତ୍ରାରେ…

6 years ago

ସଚେତନତା ବାର୍ତ୍ତା ନେଇ ପୋଲିସ୍‌ ଏଏସ୍‌ଆଇଙ୍କ ସାଇକେଲ ଯାତ୍ରା

ଜଳେଶ୍ୱର, ୩୧।୧୨(ସ୍ବ.ପ୍ର.)-ନାରୀମାନଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ସମୟରେ ନୂଆ ନୂଆ ଯୋଜନା ଘୋଷଣା କରୁଛନ୍ତି। ଜଣେ ସରକାରୀ କର୍ମଚାରୀ ଛୁଟି ନେଇ…

6 years ago

ଇଟାଭାଟି ଶ୍ରମିକ, ମାଲିକ ସଂଘର ବିକ୍ଷୋଭ

ବାଲେଶ୍ୱର ଅଫିସ, ୩୧।୧୨-ବାଲେଶ୍ୱର ଜିଲା ଇଟାଭାଟି ଶ୍ରମିକ ଓ ମାଲିକ ସଂଘ ପକ୍ଷରୁ ସୋମବାର ପୂର୍ବାହ୍ନରେ ୫ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ ମାଲିକ ମିଳିତ ଭାବେ ସହର…

6 years ago

ସମୁଦ୍ରରେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ

ଭୋଗରାଇ, ୩୦।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୃଷ୍ଣପୁର ଗ୍ରାମର ବିଶ୍ୱଜିତ୍‌ ପାଳ (୪୫) ନାମକ ମତ୍ସ୍ୟଜୀବୀଙ୍କ ସମୁଦ୍ରରେ ଅସ୍ବାଭାବକ ମୃତ୍ୟୁ ଘଟିଛି। ଏନେଇ ତାଳସାରୀ…

6 years ago

ଚାକିରି କରାଇଦେବା ନାଁରେ ଠକେଇ: ଅଭିଯୁକ୍ତ ଯୁବକ ଗିରଫ

ବସ୍ତା, ୩୦।୧୨(ସ୍ବ.ପ୍ର.)-ଫକୀରମୋହନ ମେଡ଼ିକାଲ କଲେଜ ଓ ହସ୍‌ପିଟାଲରେ ଚାକିରି କରାଇଦେବାକୁ କହି ଟଙ୍କା ଠକି ନେଇ ପଳାଉଥିବା ଜଣେ ଯୁବକ ଲୋକଙ୍କ ଦ୍ୱାରା ଧରାପଡ଼ି ଗିରଫ ହୋଇଛନ୍ତି।…

6 years ago

ନିଷେଧାସତ୍ତ୍ୱେ ଚାଲିଛି ବାଲି ଚୋରା ଚାଲାଣ

ଜଳେଶ୍ୱର, ୩୦।୧୨(ସ୍ବ.ପ୍ର.)-ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି)ର ନିଷେଧାଦେଶ ପରେ ସୁବର୍ଣ୍ଣରେଖା ନଦୀପଠାରୁ ବାଲି ଖନନ ବନ୍ଦ ରହିଛି। ଫଳରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ବାଲି ସମସ୍ୟା ଉତ୍କଟ…

6 years ago

କୁଲଡ଼ିହାରେ ମାଈହାତୀର ମୃତଦେହ ଠାବ

ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲିଡ଼ିହା ଅଭୟାରଣ୍ୟରେ ରବିବାର ସକାଳେ ଏକ ମାଈହାତୀର ମୃତଦେହ ଠାବ କରାଯାଇଛି। ହାତୀଟି ୩/୪ ଦିନ ପୂର୍ବରୁ ମୃତ୍ୟୁବରଣ କରିଥିବା…

6 years ago