ବାଲେଶ୍ୱର

ଇମାମୀ ଜଗନ୍ନାଥ ମନ୍ଦିର ୫ମ ପ୍ରତିଷ୍ଠା ଉତ୍ସବ: ୭୦ ଯୋଡ଼ିଙ୍କ ହାତଗଣ୍ଠି ପଡିଲା

ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥ ମନ୍ଦିରର…

6 years ago

ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ

ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ ଚଳିତବର୍ଷ…

6 years ago

ବ୍ୟାଙ୍କରେ ତାଲା ପକାଇଲେ ଗ୍ରାହକ

ସଜନାଗଡ଼, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖାରେ ଗ୍ରାହକଙ୍କୁ ଠିକ୍‌ ଭାବେ ବ୍ୟବହାର କରାଯାଉ ନ ଥିବା ଅଭିଯୋଗ ହେଉଛି। ଶୁକ୍ରବାର ବ୍ୟାଙ୍କ ଖୋଲିବା…

6 years ago

ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ ପ୍ରଦର୍ଶନ: ନ୍ୟାୟ ନ ମିଳିଲେ ଶ୍ରମ ଅଫିସ୍‌ରେ ପଡ଼ିବ ତାଲା

ବାଲେଶ୍ୱର ଅଫିସ, ୨୯।୧୧-ବିଭିନ୍ନ ଶ୍ରମିକ ସଙ୍ଗଠନର ଆହ୍ବାନକ୍ରମେ ଶୁକ୍ରବାର ପୂର୍ବାହ୍ନରେ ଶତାଧିକ ନିର୍ମାଣ ଶ୍ରମିକ ବାଲେଶ୍ୱର ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରମିକମାନେ ରେଳଷ୍ଟେଶନରୁ…

6 years ago

ବନ୍ଧୁକ ଦେଖାଇ ୯ ଲକ୍ଷ ଲୁଟ୍‌

ଜଳେଶ୍ୱର, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଏକତାଳି ନିକଟରେ ଗୁରୁବାର ଅପରାହ୍ନରେ ଦୃର୍ବୃତ୍ତମାନେ ୬ଜଣ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୯ଲକ୍ଷ ଟଙ୍କା ଲୁଟି…

6 years ago

ଦୁର୍ଘଟଣାରେ ଜଣେ ମୃତ, ୨ ଆହତ

ବାହାନଗା, ୨୯ା୧୧(ଡି.ଏନ.ଏ.)-ଗୁରୁବାର ରାତି ସାଢେ ୮ ଟାରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ବେଗୁନିଆ ନିକଟରେ ଏକ ମୋଟରସାଇକେଲ ଦୁର୍ଘଟଣା ଘଟି…

6 years ago

ଅସୁରକ୍ଷିତ ବାହାବଳପୁର ଜେଟି

ରୂପ୍‌ସା, ୨୯।୧୧-ଶତାଧିକ ମତ୍ସ୍ୟଜୀବୀଙ୍କୁ ଦାନାପାଣି ଯୋଗାଉଥିବା ବାହାବଳପୁର ମାଛଧରା ଜେଟି ଦିନକୁ ଦିନ ସ୍ଥିତି ହରାଇବାକୁ ବସିଛି। ଜଳକା ନଦୀର ଶାଖା ନାଳ ସଂଲଗ୍ନ ମୁହାଣରେ ଥିବା…

6 years ago

ରାସ୍ତା ତଳକୁ ଖସିଲା ବାଇକ୍‌, ଜଣେ ମୃତ

ଝୁମ୍ପୁରା, ୨୮।୧୧ (ଡି.ଏନ.ଏ.)-ବାରିଆ ଥାନାଞ୍ଚଳ ଅନ୍ତର୍ଗତ ବରାହପଶି ଜଙ୍ଗଲ ରାସ୍ତାରେ ଗୁରୁବାର ଅପରାହ୍ନରେ ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ଯିବାରୁ ହିମାଂଶୁ ମହାନ୍ତ…

6 years ago

ଡିଆର୍‌ଏମ୍‌ଙ୍କ ରୂପ୍‌ସା ଜଙ୍କଶନ ପରିଦର୍ଶନ

ରୂପ୍‌ସା, ୨୮।୧୧ (ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ୍‌ର ନୂତନ ରେଳବାଇ ମ୍ୟାନେଜର ମନୋରଞ୍ଜନ ପ୍ରଧାନ ଗୁରୁବାର ବାଲେଶ୍ୱର ଜିଲାର ରୂପ୍‌ସା ରେଳ ଜଙ୍କଶନ ପରିଦର୍ଶନ କରିଛନ୍ତି। ନିର୍ମାଣାଧିନ…

6 years ago

ବନବିଭାଗର ‘ଅପରେଶନ ଗଜେନ୍ଦ୍ର’: ବାହୁଡ଼ିଲେ ଝାଡ଼ଖଣ୍ଡ ହାତୀପଲ

ସଜନାଗଡ଼, ୨୮।୧୧(ଡି.ଏନ.ଏ.)-ଝାଡ଼ଖଣ୍ଡ ଦଲମା ଅଭୟାରଣ୍ୟରୁ ୪ଦିନ ହେଲା ହାତୀପଲ ନୀଳଗିରି ବନାଞ୍ଚଳକୁ ଚାଲି ଆସି ଉପଦ୍ରବ ଚଳାଇଥିଲେ। ଯେତେ ଧାନ ଫସଲ ଖାଇଥିଲେ ତାହାଠାରୁ ଅଧିକ ଦଳିଚକଟି…

6 years ago