ବାଲେଶ୍ୱର

ବ୍ୟାଙ୍କରୁ ଲୁଟ୍‌ ଉଦ୍ୟମ ବିଫଳ: ତଦନ୍ତ ଆରମ୍ଭ କଲା ସାଇଣ୍ଟିଫିକ୍‌ ଟିମ୍‌

ରୂପ୍‌ସା, ୨୫।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଢ଼ିହା ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଝରକା ଗ୍ରୀଲ୍‌ ଭାଙ୍ଗି ରବିବାର ରାତିରେ ଦୁର୍ବୃତ୍ତମାନେ ଲୁଟ୍‌ ଉଦ୍ୟମ କରିଥିବା ଜଣାପଡ଼ିଛି। ସୋମବାର ଏହି ଘଟଣା…

7 years ago

ନୀଳଗିରିକୁ ପଶିଲେ ୪୫ରୁ ଊର୍ଦ୍ଧ୍ୱ ହାତୀ, ଲୋକେ ଆତଙ୍କିତ

ସଜନାଗଡ଼,୨୫।୧୧(ଡି.ଏନ୍‌.ଏ.): ଝାଡ଼ଖଣ୍ଡ ଜଙ୍ଗଲରୁ ନିୟମିତ ଭାବେ ୨୦୧୦ ମସିହାରୁ ହାତୀପଲ ବାଲେଶ୍ୱର ଜିଲା ନୀଳଗିରି ବନାଞ୍ଚଳକୁ ଚାଲିଆସୁଛନ୍ତି। ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ହାତୀପଲ ଆସି ଓଡ଼ିଶା ସୀମା…

7 years ago

ରାଜପଥ ପାର୍ଶ୍ୱ ହୋଟେଲରେ ଚଢାଉ

ଜଳେଶ୍ୱର, ୨୪ା୧୧(ଡି.ଏନ.ଏ.)-ଜଳେଶ୍ୱର ନିକଟ ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ବିଭିନ୍ନ ହୋଟେଲରେ ଦେହ ବ୍ୟବସାୟ ଚାଲିଥିବା ଖବରପାଇ ରବିବାର ସକାଳେ ପୋଲିସ ଚଢାଉ…

7 years ago

ଜିଲାସ୍ତରରେ ୫-ଟି ସମୀକ୍ଷା ବୈଠକ: ଚିହ୍ନଟ ହେବେ ଅପାରଗ କର୍ମଚାରୀ

ବାଲେଶ୍ୱର ଅଫିସ,୨୪।୧୧-ପ୍ରଶାସନକୁ ଅଧିକ ଦକ୍ଷ ଓ ଲୋକାଭିମୁଖୀ କରିବା ଲାଗି ସ୍ଥାନୀୟ ସଦ୍‌ଭାବନା ସଭାଗୃହଠାରେ ଶନିବାର ପୂର୍ବାହ୍ନରେ ୫-ଟି କାର୍ଯ୍ୟକାରିତା ଉପରେ ଅନୁଷ୍ଠିତ ବୈଠକରେ ଗୁରୁତ୍ୱାରୋପ କରାଯାଇଛି।…

7 years ago

ଡମ୍ପରକୁ ଧକ୍କା ଦେଲା ଟ୍ରକ୍‌ : ୨ ଗୁରୁତର

ରେମୁଣା,୨୩।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗଉଡ଼ୁଣୀ ପୋଖରୀ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଡମ୍ପରକୁ ଟ୍ରକ୍‌ ଧକ୍କା ଦେବାରୁ ଟ୍ରକ୍‌ ଡ୍ରାଇଭ ଓ…

7 years ago

ସିଲପଟ୍‌କୁ ଧକ୍କା ଦେଲା ଦୁରନ୍ତୋ ଏକ୍ସପ୍ରେସ୍‌

ରୂପ୍‌ସା, ୨୩।୧୧ (ଡି.ଏନ.ଏ.)/ ଭୁବନେଶ୍ୱର(ବ୍ୟୁରୋ): ହାଓଡ଼ାରୁ ଯଶୋବନ୍ତପୁରକୁ ଯାଉଥିବା ଦୁରନ୍ତୋ ଏକ୍ସପ୍ରେସ (ନଂ. ୧୨୨୪୫) ଶୁକ୍ରବାର ବାଲେଶ୍ୱରର ରୂପସା ଷ୍ଟେଶନରେ ଗୁରୁତର ଭାବେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ…

7 years ago

ଡାକ୍ତର ପଦବୀ ପୂରଣ ଦାବିରେ ଧାରଣା

ସୋର, ୨୩ା୧୧(ଡି.ଏନ୍‌.ଏ.)-ସୋର ସିଏଚ୍‌ସିରେ ଏବେ ଡାକ୍ତରଙ୍କ ପଦବୀ ଖାଲି ପଡିଥିବା ବେଳେ ଫାର୍ମାସିଷ୍ଟ ରୋଗୀ ଦେଖୁଛନ୍ତି। ସୋର ସମେତ ୭ଟି ବ୍ଲକର ଲକ୍ଷାଧିକ ରୋଗୀ ଏହି କେନ୍ଦ୍ର…

7 years ago

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା: ଫେରିଗଲେ ତଦନ୍ତକାରୀ ଅଧିକାରୀ

ଖଇରା, ୨୩।୧୧(ଡି.ଏନ.ଏ.)-ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏହାର ତଦନ୍ତ ପାଇଁ ଆସିଥିବା ତଦନ୍ତକାରୀ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ।…

7 years ago

ବିଳମ୍ବରେ ଆସିଲା ତରକାରି: ଲୁଣ ଲଗାଇ ଭାତ ଖାଇଲେ ଛାତ୍ରୀଛାତ୍ର

ସଜନାଗଡ଼, ୨୩।୧୧(ଡି.ଏନ.ଏ.)-ରାଜ୍ୟ ସରକାର ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଲାଗି ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ଏପରିକି ବିଦ୍ୟାଳୟରେ ରୋଷେଇ ହେଲେ ଶିକ୍ଷାଦାନରେ ବାଧା ଉପୁଜିବା ଆଶଙ୍କା…

7 years ago

ଜାତୀୟ ଶିକ୍ଷାନୀତି ପ୍ରତ୍ୟାହାର ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୨।୧୧-ପ୍ରାକ୍‌ ବିଦ୍ୟାଳୟ ଶିଶୁମାନଙ୍କ ପୁଷ୍ଟିହୀନତା ଦୂରୀକରଣ, ଗର୍ଭବତୀ ଓ ପ୍ରସୂତିଙ୍କର ପୁଷ୍ଟିହୀନତା ଦୂରୀକରଣ ଓ ପ୍ରସୂତିକାଳୀନ ମୃତ୍ୟୁହାର ହ୍ରାସ କରିବାର ଗୁରୁଦାୟିତ୍ୱ ବହନ କରିଆସିଥିବା…

7 years ago