ବାଲେଶ୍ୱର

ରପେୟା ସରକାରୀ ହାଇସ୍କୁଲରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା ଜାରି

ଖଇରା, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରପେୟା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ, କିରାଣି ଏବଂ ପିଅନ ପଦବୀ ପୂରଣ ଲାଗି ଛାତ୍ରୀଛାତ୍ର, ଅଭିଭାବକ ତଥା…

6 years ago

ଛାନୁଆରେ ମଦ ବିକ୍ରିକୁ ବିରୋଧ: ଜିଲାପାଳଙ୍କୁ ଭେଟିଲେ ମହିଳା

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ଜିଲା ବସ୍ତା ବ୍ଲକ ଛାନୁଆ ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଶାଦ୍ରବ୍ୟ କାରବାର ଚାଲିଛି। ଏହାକୁ ରୋକିବା ଲାଗି ସ୍ଥାନୀୟ ଅଞ୍ଚଳର…

6 years ago

ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ନେସ୍କୋ ଶକ୍ତି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ବୈଠକ ସଂଘ କାର୍ଯ୍ୟାଳୟରେ ରବିବାର ହରିଶ୍‌ ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

6 years ago

ପୋଲିସର ବିଫଳତା ବିରୋଧରେ ଅଭିନବ ପ୍ରତିବାଦ: ଜୋତା ପଲିସ କଲେ ପୂର୍ବତନ ଭିଜିଲାନ୍ସ ଏସ୍‌ପି

ବାଲେଶ୍ୱର ଅଫିସ, ୨୧।୧୦-ବାଲେଶ୍ୱର ସହରରେ ଦିନକୁ ଦିନ ବଢ଼ି ଚାଲିଛି ଲୁଟେରାଙ୍କ ରାଜ୍‌। ଦୁର୍ବୃତ୍ତମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍‌ତରାଜ ଚଳାଇଛନ୍ତି। ପୋଲିସ ଏହାକୁ ରୋକିପାରୁନାହିଁ।…

6 years ago

ମହିଳାଙ୍କ ମୃତ୍ୟୁକୁ ନେଇ ଗଣ୍ଡଗୋଳ, ସ୍ବାମୀ ଗିରଫ: ବାପଘର-ଶ୍ୱଶୁର ଘର ଲୋକେ ମୁହାଁମୁହିଁ

ବାଲେଶ୍ୱର ଅଫିସ/ରୂପ୍‌ସା, ୨୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ପରମାନନ୍ଦପୁର ଗ୍ରାମର ଜଣେ ମହିଳାଙ୍କର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟରାତ୍ରିରେ ମୃତ୍ୟୁ ହୋଇଛି। ଏହାକୁ…

6 years ago

ନୀଳଗିରି ଉପଖଣ୍ଡ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ଗୃହ ନିର୍ମାଣର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ୫୦ ଶଯ୍ୟା ବିଶିଷ୍ଟ ଅର୍ନ୍ତବିଭାଗ ଓ ବର୍ହିବିଭାଗ ଗୃହ ନିର୍ମାଣର ଶୁଭ ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଓ ବିଧାୟକ।…

6 years ago

ପ୍ରସୂତି ଗୃହ ନିର୍ମାଣରେ ଅନିୟମିତତା

ଖଇରା, ୨୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରଦତ୍ତ ୨୦ଲକ୍ଷ ଟଙ୍କା ଅନୁଦାନରେ ପ୍ରସୂତି ଗୃହ ନିର୍ମାଣ କାର୍ଯ୍ୟ ଚାଲିଛି।…

6 years ago

ଅସହାୟ ୬ ଅନାଥ ଭଉଣୀ ଭାଇ

ବଡ଼ସାହି,୨୧ା୧୦(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ମୁଖ୍ୟାଳୟଠାରୁ ମାତ୍ର ୫ କି.ମି. ଦୂର ବଳଭଦ୍ରପୁର ଗ୍ରାମରେ ଦୁଇ ପରିବାରର ୬ ଅନାଥ ପିଲା ଏବେ ଅସହାୟ ଅବସ୍ଥାରେ ଦିନ ବିତାଉଛନ୍ତି।…

6 years ago

ରାଜନୀତି ମାନବଧର୍ମୀ ହେବା ଜରୁରୀ : ଶଙ୍କରାଚାର୍ଯ୍ୟ

ଭୋଗରାଇ, ୨୧।୧୦(ଡି.ଏନ.ଏ.)-ଦିଶାହୀନ ରାଜନୀତି ଆମ ଦେଶକୁ କଳୁଷିତ କରୁଛି। ଅତ୍ୟାଧୁନିକ ଯୁଗରେ ଶାସନତନ୍ତ୍ର ବିଶ୍ୱସ୍ତ ଓ କ୍ରିୟାଶୀଳ ହେବାରେ ସକ୍ଷମ ହେଉନାହିଁ। ଯାହାକି ଆମ ସଂସ୍କୃତି ଉପରେ…

6 years ago

ଶାରୀଶୁଆ ପାହାଡରେ ଖଣି ଖନନ ଉପରେ ରହିତାଦେଶ

ଖଇରା,୧୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡ ପାଦଦେଶରେ ରହୁଥିବା ବାସିନ୍ଦାଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଶୁକ୍ରବାର କଲିକତା ଗ୍ରୀନ ଟ୍ରିବ୍ୟୁନାଲର ଏକ ଚିଠି ଖଇରା…

6 years ago