ବସ୍ତା,୧୭।୧୦(ସ୍ବ.ପ୍ର.)-କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ଅପରାହ୍ନରେ ଅଚାନକ ବସ୍ତା ହସ୍ପିଟାଲ ପରିଦର୍ଶନ କରିଥିଲେ। ତାଙ୍କ ସହ ରଘୁନାଥ ମହାନ୍ତି ଓ ଅନ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ। ସେମାନେ…
ବାଲେଶ୍ୱର ଅଫିସ,୧୭।୧୦- ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ପାଳବାଲେଶ୍ୱର ପ୍ରାଥମିକ ବିଦ୍ୟାଳୟରେ ବୁଧବାର ମଧ୍ୟାହ୍ନ ଭୋଜନରେ ଦିଆଯାଇଥିବା ଅଣ୍ଡା ତରକାରିରୁ ଏକ ମଲା ଝିଟିପିଟି ବାହାରିଥିଲା। ଏହାପୂର୍ବରୁ…
ଭୋଗରାଇ,୧୬।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ସମୁଦ୍ରକୂଳରେ ଜଣେ ବଙ୍ଗୀୟ ପର୍ଯ୍ୟଟକ ବୁଧବାର ମଧ୍ୟାହ୍ନରେ ଗାଧୋଇବାକୁ ଯାଇ ସମୁଦ୍ର ସ୍ରୋତରେ ଭାସିଯାଇ ନିଖୋଜ ଅଛନ୍ତି। ନିଖୋଜ ଥିବା…
ଜଳେଶ୍ୱର, ୧୬।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଷ୍ଟେଶନ ବଜାରସ୍ଥିତ ମିଲବାଡ଼ି ଅଞ୍ଚଳରେ ବୁଧବାର ଭୋରରେ ଜଳେଶ୍ବର ଅବକାରୀ ଏବଂ କଟକ କେନ୍ଦ୍ରୀୟ ଅବକାରୀ ବିଭାଗ…
ବାଲେଶ୍ୱର ଅଫିସ, ୧୬।୧୦-ବାଲେଶ୍ୱର ସେରଗଡ଼ସ୍ଥିତ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ରକୁ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉଦ୍ଘାଟନ କରିଛନ୍ତି। ପୌରାଞ୍ଚଳର ୫୨ଟି ସ୍କୁଲରେ ପଢୁଥିବା ୮,୨୦୦ ଛାତ୍ରୀଛାତ୍ରଙ୍କ…
ବାଲେଶ୍ୱର ଅଫିସ, ୧୫।୧୦-ବାଲେଶ୍ୱରର ପୁରାତନ ସାଂସ୍କୃତିକ ଅନୁଷ୍ଠାନ ‘ଇନ୍ଦ୍ରଧନୁ’ ପକ୍ଷରୁ ୬୧ତମ କୁମାର ଉତ୍ସବ ଟାଉନହଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ଦ୍ୱାରା କୁମାର ପୂର୍ଣ୍ଣମୀ ସଙ୍ଗୀତ…
ସଜନାଗଡ଼,୧୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଗରଡ଼ିହି ହାଇସ୍କୁଲର ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ସ୍କୁଲ…
ବାଲେଶ୍ୱର ଅଫିସ,୧୫।୧୦-ବାଲେଶ୍ୱର ସଦର ଥାନା ବଡ଼ଡିହ ଗ୍ରାମର ବୀରେନ୍ଦ୍ର ଦିଣ୍ଡାଙ୍କ ୨ବର୍ଷର ଝିଅ ଶୁଭଲକ୍ଷ୍ମୀ ମଙ୍ଗଳବାର ପୋଖରୀରେ ବୁଡ଼ି ଯାଇ ପ୍ରାଣ ହରାଇଛନ୍ତି। ବୀରେନ୍ଦ୍ର କଲିକତାରେ କାର୍ଯ୍ୟ…
ସିମୁଳିଆ, ୧୫।୧୦(ଡି.ଏନ.ଏ.)-ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ବିଷ୍ଣୁପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇ କୈଳାସ ମାଝି(୫୦)ଙ୍କ…
ବାଲେଶ୍ୱର ଅଫିସ, ୧୫।୧୦-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ମିଶନ୍ ‘ବିୟୁଟି ସିଟି’ ପାଇଁ ଉଚ୍ଛେଦ ପ୍ରକ୍ରିୟାକୁ ଚଳିତବର୍ଷ ଦୁର୍ଗାପୂଜା ପାଇଁ ବନ୍ଦ କରାଯାଇଥିଲା। ପୂର୍ବ…