ବାଲେଶ୍ୱର

ତହସିଲ, ବ୍ଲକ ଅଫିସରେ ଭିଜିଲାନ୍ସ: ଚାଲିଛି ରେକର୍ଡପତ୍ର ଯାଞ୍ଚ

ଖଇରା, ୧୩।୧୦(ଡି.ଏନ.ଏ.)-ବାଲେଶ୍ୱର ଭିଜିଲାନ୍ସ ବିଭାଗର ଏକ ଟିମ୍‌ ଶୁକ୍ରବାର ଖଇରା ବ୍ଲକ ଓ ତହସିଲ କାର୍ଯ୍ୟାଳୟରେ ପହଞ୍ଚତ୍ କାଗଜପତ୍ର ଯାଞ୍ଚ କରିଛନ୍ତି। ଭିଜିଲାନ୍ସ ଏସ୍‌ପି ସୁନୀଲ କୁମାର…

6 years ago

ଗାଡି ଧକ୍କାରେ ଜଣଙ୍କ ଜୀବନ ଗଲା

ବଡ଼ବିଲ, ୧୨।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଏନ୍‌ଏଚ ୫୨୦ର ରୋଇଡା ଛକ ନିକଟରେ ଶନିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଯଶବିନ୍ଦର…

6 years ago

ନକଲି ବାଣ କାରଖାନା ଠାବ: ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

ସଜନାଗଡ଼,୧୨।୧୦(ଡି.ଏନ.ଏ.)-ନୀଳଗିରି ଥାନା ମଲ୍ୟାଣି ଗ୍ରାମର ଏକ ନକଲି ବାଣ କାରଖାନା ଉପରେ ଶନିବାର ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଏଥିରେ…

6 years ago

ସଡ଼କ ଦୁର୍ଘଟଣାରେ ଯୁବ ଚିତ୍ରଶିଳ୍ପୀଙ୍କ ମୃତ୍ୟୁ: ପ୍ରତିବାଦରେ ରାସ୍ତାରୋକୋ

ବାଲେଶ୍ୱର ଅଫିସ/ରେମୁଣା, ୧୨।୧୦(ଡି.ଏନ.ଏ.)-ବାଲେଶ୍ୱର-ରେମୁଣା ରାସ୍ତାର ଗୋଲେଇ ଛକସ୍ଥିତ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଶନିବାର ଅପରାହ୍ନ ସମୟରେ ଏକ ସଡକ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ଯୁବ ଚିତ୍ରଶିଳ୍ପୀ ଦେବେନ୍ଦ୍ର ଖଟୁଆ…

6 years ago

୨ ଗୋରୁ ବୋଝେଇ କଣ୍ଟେନର ଅଟକ: ୮ ଗିରଫ

ରେମୁଣା,୧୨ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଟୋଲ୍‌ଗେଟ୍‌ ଦେଇ ୭ ଗୋରୁବୋଝେଇ କଣ୍ଟେନର ଯାଉଥିବା ବେଳେ ଆର୍‌ଏସ୍‌ଏସ୍‌ର କେତେଜଣ ଯୁବକ ତାଙ୍କୁ ପିଛା କରି…

6 years ago

ବିଳମ୍ବିତ ବର୍ଷା, ବଢାଇଛି ଦୁର୍ଦ୍ଦଶା: ସହାୟତା ପାଇଁ ଜିଲାପାଳଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ, ୧୨।୧୦-ଚଳିତବର୍ଷ ବିଳମ୍ବିତ ବର୍ଷା ଯୋଗୁ ଖରିଫ ଚାଷରେ ବ୍ୟାପକ କ୍ଷତି ହୋଇଛି। କୃଷି ଋଣ ଶୁଝି ନ ପାରି ଚାଷୀଙ୍କ ମେରୁଦଣ୍ଡ ଦୋହଲିଯାଇଛି। ଏହି…

6 years ago

ଷ୍ଟେଶନରୁ ପିଲା ଚୋରି ଘଟଣା:  ଉଦ୍ଧାର ଶିଶୁ ମା’ଙ୍କୁ ହସ୍ତାନ୍ତର

ବାଲେଶ୍ୱର ଅଫିସ, ୧୨।୧୦- ବାଲେଶ୍ୱର ରେଳଷ୍ଟେଶନର ୧ ନଂ. ପ୍ଲାଟଫର୍ମରୁ ଗତ ୩ ତାରିଖ ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ମା’ କୋଳରେ ଶୋଇଥିବା ଏକ ୩ମାସର…

6 years ago

ଡାକ୍ତର ଅନୁପସ୍ଥିତି ନେଇ ଗ୍ରାମବାସୀଙ୍କ ଧାରଣା

ସଜନାଗଡ଼, ୧୨।୧୦(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ପୂର୍ବାହ୍ନରେ କୌଣସି ଡାକ୍ତର ନ ଥିବାରୁ ରୋଗୀମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଥିଲା। ଏହାର ପ୍ରତିବାଦ କରି ଶତାଧିକ…

6 years ago

ପାଣିରେ ବୁଡ଼ି ଶିଶୁ ମୃତ

ବସ୍ତା, ୧୧।୧୦(ସ୍ବ.ପ୍ର.)-ବସ୍ତା ଥାନା ଧୋବଚକୁରାଇ ଗ୍ରାମର ପତିତପାବନ ଆଚାର୍ଯ୍ୟଙ୍କ ୩ବର୍ଷର ପୁଅ ସୋନୁ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଶୁକ୍ରବାର ସେ ପରିବାର ଲୋକଙ୍କ ଦୃଷ୍ଟି ଅଗୋଚରରେ…

6 years ago

ବିଦ୍ୟୁତ୍‌ ବିଭାଗର ଚଢ଼ାଉକୁ ବିରୋଧ: ଥାନାରେ ମାମଲା

ରୂପ୍‌ସା, ୧୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଜାମୁନିଆ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ବିଦ୍ୟୁତ୍‌ ବିଭାଗର ଚଢ଼ାଉ ଆଶଙ୍କା କରି ଗ୍ରାମବାସୀଙ୍କ ବିରୋଧ ଘଟଣା ଥାନାରେ ପହଞ୍ଚତ୍ବା…

6 years ago