ବାଲେଶ୍ୱର

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଡ଼ିହା ପଞ୍ଚାୟତ କୋଇଲିସାହି ଗ୍ରାମର ରାମଚନ୍ଦ୍ର ଦାସଙ୍କ ସ୍ତ୍ରୀ କୁନିଲତା (୨୩) ବୁଧବାର ଫାଶୀ ଦେଇ ମୃତ୍ୟୁ ହେବା ଘଟଣା ଭିନ୍ନମୋଡ଼…

6 years ago

ବେଆଇନ କରତକଳରେ ଚଢ଼ାଉ: ୮ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ବନବିଭାଗ ଏବେ ବେଆଇନ ଭାବେ ଚାଲିଥିବା କରତକଳଗୁଡିକରେ ଲଗାମ ଲଗାଇବାକୁ ଉଦ୍ୟମ ଆରମ୍ଭ କରିଛି। ୫ଦିନ ମଧ୍ୟରେ ଜିଲାର ବିଭିନ୍ନ ବ୍ଲକର ୭ଟି କରତକଳରେ…

6 years ago

ଅଷ୍ଟପୁର ଅଞ୍ଚଳରେ ଭୟଙ୍କର ବିସ୍ଫୋରଣ, ରେମୁଣା ପୋଲିସର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୩।୧୦: ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ଅଷ୍ଟପୁର ଅଞ୍ଚଳରେ ଗୁରୁବାର ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ଘରର ଆସବାବପତ୍ର ଭାଙ୍ଗିରୁଜି ଯାଇଥିବା ସହ…

6 years ago

ଗୁଡୁଦାକୁ ମିଳିଲା ଲୋକକଳା ଗ୍ରାମ ମାନ୍ୟତା

ବାଲେଶ୍ୱର ଅଫିସ,୩।୧୦-ରାମଧୂନ ପରିବେଷଣ,ପ୍ରଭାତଫେରି ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା, ସଚେତନତା ଶୋଭାଯାତ୍ରା, କର୍ମଶାଳା, ପ୍ରଦର୍ଶନୀ, ସର୍ବଧର୍ମ ପ୍ରାର୍ଥନା , ସାଧାରଣ ସଭା ଓ ପୂଜ୍ୟପୂୂଜା ଆଦି କାର୍ଯ୍ୟକ୍ରମ ମଧ୍ୟରେ…

6 years ago

‘ପବିତ୍ରତାର ଅନ୍ୟ ନାମ ସ୍ବଚ୍ଛତା’

ବାଲେଶ୍ୱର ଅଫିସ,୩।୧୦- ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମହାମତ୍ା ଗାନ୍ଧୀଙ୍କ୧୫୦ତମ ଜୟନ୍ତୀ ପାଳନ ଅବସରରେ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତ ସୋମବାର ଗାନ୍ଧିଜୀଙ୍କ ଜୀବନ ଦର୍ଶନ…

6 years ago

ସ୍ବଚ୍ଛ ଭାରତ ଅଭିଯାନ ପକ୍ଷରୁ ଗାନ୍ଧୀ ଜୟନ୍ତୀ : ଧରିତ୍ରୀ ପେପରରେ ବ୍ୟାଗ୍‌ କରି ଲୋକଙ୍କୁ ସଚେତନ

ବାହାନଗା,୨।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତ ସ୍ବଚ୍ଛ ଭାରତ ଅଭିଯାନ ସଙ୍ଗଠନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ…

6 years ago

ବେଳାଭୂମିରୁ ବେଆଇନ ବାଲି ଚାଲାଣ

ରୂପ୍‌ସା, ୨।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କଷାଫଳ ନିକଟ ସମୁଦ୍ର ବେଳାଭୂମିରୁ ବେଆଇନ ଭାବେ ବାଲି ଖନନ କରି ଚୋରାଚାଲାଣ କରାଯାଉଥିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।…

6 years ago

ବାଇକ୍‌ ପଛପଟୁ ପିଟିଲା ଟ୍ରକ୍‌: ମା’, ଝିଅ ମୃତ; ବାପା ଗୁରୁତର

ରୂପ୍‌ସା/ବସ୍ତା, ୧।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ଅନ୍ତର୍ଗତ ଜୁକନଣ୍ଡି ଛକଠାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ପଛପଟୁ ଏକ ଟ୍ରକ…

6 years ago

‘କ୍ଷେତ୍ର ପରିଦର୍ଶନରେ ଯାଇ ବାସ୍ତବ ସ୍ଥିତି ଅନୁଧ୍ୟାନ କର’

ବାଲେଶ୍ୱର ଅଫିସ, ୧।୧୦-ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ବାଲେଶ୍ୱର ଗସ୍ତରେ ଆସି ବାଲେଶ୍ୱର ଓ ଭଦ୍ରକ…

6 years ago

ରଖେ ହରି ତ ମାରେ କିଏ: ନଦୀରେ ୩ କି.ମି. ଭାସି ଯାଇ ବି ବଞ୍ଚିଗଲେ ବୃଦ୍ଧା

ବସ୍ତା, ୧।୧୦(ସ୍ବ.ପ୍ର.)-କଥାରେ ଅଛି ରଖେ ହରି ତ ମାରେ କିଏ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ବାହାର୍ଦ୍ଦା ଗ୍ରାମରେ।…

6 years ago