ଔପଦା/ଖଇରା/କୁଳିଅଣା, ୨୫ା୯(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ପୃଥକ ସ୍ଥାନରେ ସାପ କାମୁଡାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବାଲେଶ୍ୱର ଜିଲା ଔପଦା ଥାନା ଗଜାଆମ୍ବ…
ଖଇରା, ୨୫।୯(ଡି.ଏନ.ଏ.)-ବାଲେଶ୍ୱର ଉପଜିଲାପାଳ ନିଲୁ ମହାପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍ ମଙ୍ଗଳବାର ଶାରୀଶୂଆ ପାହାଡ଼ ପାଦଦେଶରେ ବେଆଇନ ଭାବେ ଚାଲୁଥିବା ବିଭିନ୍ନ କ୍ରଶରର କାଗଜପତ୍ର ଯାଞ୍ଚ କରିବା…
ବାଲେଶ୍ୱର ଅଫିସ, ୨୫।୯-ବିଶ୍ୱରେ ଅର୍ଥ ବ୍ୟବସ୍ଥାର ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଭାରତର ଅର୍ଥ ବ୍ୟବସ୍ଥାକୁ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ବିଭନ୍ନ ପଦକ୍ଷେପ ନେଇଛନ୍ତି। ଏଥର…
ବାଲେଶ୍ୱର ଅଫିସ, ୨୪।୯-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନକୁ ଉଠାଇବା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବାରମ୍ବାର ଦାବି କରାଯାଇ…
ସଜନାଗଡ଼, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଭିଜିଲାନ୍ସ ଓ ନୀଳଗିରି ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଚୋରା କାଠ ବୋଝେଇ ପିକଅପ୍ ଭ୍ୟାନ୍ (ନଂ. ଓଆର୍୦୧ଏ-୩୨୪୬) ଜବତ ହୋଇଛି।…
ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍ପିନ୍ ସେକ୍ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ ଲାଗିଛି।…
ଖଇରା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଓ ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ଅଧୀନରେ ଥିବା ଶାରିଶୂଆ ପାହାଡ଼ରେ ବେଆଇନ ଖଣି କାରବାର ଚରମ ସୀମାରେ ପହଞ୍ଚିଛି।…
ଜଳେଶ୍ୱର,୨୪ା୯- ୨୦୧୪ ମସିହାରୁ ଜଳେଶ୍ୱର ମ୍ୟୁନିସିପାଲିଟି ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି କାର୍ଯ୍ୟ ଯୋଜନା ମୁତାବକ କାର୍ଯ୍ୟକାରୀ ହୋଇପାରିନାହିଁ। ନିମ୍ନମାନର ରାସ୍ତା ନିର୍ମାଣ, ପାଣି ନିଷ୍କାସନ…
ବାଲିଆପାଳ, ୨୪ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ଛତୁ ଫୁଟିଲା ଭଳି ବିନା ଲାଇସେନ୍ସରେ ଏବେ କରତକଳମାନ ଚାଲୁଛି। ଫଳରେ ଗ୍ରାମ୍ୟଜଙ୍ଗଲ ଦିନକୁ ଦିନ ଧ୍ୱଂସ…
ବାଲେଶ୍ୱର ଅଫିସ,୨୩।୯-ବାଲେଶ୍ୱର ସହରକୁ ‘ବିୟୁଟି ସିଟି’ରେ ପରିଣତ କରିବା ପାଇଁ ଆରମ୍ଭ ହୋଇଥିବା ମିଶନ କିଛିଦିନ ସ୍ଥଗିତ ହେବା ପରେ ସୋମବାର ପୁଣି ତ୍ୱରାନ୍ବିତ କରାଯାଇଛି। ସହରର…