ବାଲେଶ୍ୱର

ପର୍ଯ୍ୟଟନସ୍ଥଳୀର ସ୍ଥିତି ଉପରେ ସମୀକ୍ଷା: ଶୌଚାଳୟ, ପାନୀୟଜଳ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୭।୧୦-ବାଲେଶ୍ୱର ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଶନିବାର ରାଜ୍ୟ ସରକାରଙ୍କ ପର୍ଯ୍ୟଟନମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଜିଲାର ଥିବା ସମସ୍ତ ପର୍ଯ୍ୟଟନସ୍ଥଳୀଗୁଡ଼ିକର ସ୍ଥିତି…

7 years ago

ଅନ୍ତର୍ନିହିତ ଗୁଣାବଳୀର ପରିପ୍ରକାଶ ହିଁ ଶିଶୁ ମହୋତ୍ସବ

ସିମୁଳିଆ, ୨୭।୧୦(ଡି.ଏନ.ଏ.)-ସିମୁଳିଆ ମଣ୍ଡଳସ୍ତରୀୟ ଶିଶୁ ମହୋସତ୍ବ ସୁରଭି-୨୦୧୯ ଶନିବାର ମାର୍କୋଣା ରଘୁନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହି…

7 years ago

ରାଜ୍ୟସ୍ତରୀୟ କରାଟେ ପ୍ରତିଯୋଗିତା: ବାଲେଶ୍ୱର ପ୍ରତିଯୋଗୀଙ୍କୁ ୬ ସ୍ବର୍ଣ୍ଣ

ବାଲେଶ୍ୱର ଅଫିସ,୨୭।୧୦-ବାଲେଶ୍ୱର ଜିଲା ଫିଟ୍‌-୨-ଫାଇଟ୍‌ କରାଟେ ସେଣ୍ଟରର ପ୍ରତିଯୋଗୀ କେଉଁଝର ସହରସ୍ଥିତ ଗୁଜୁରାଟୀ ସମାଜ ପରିସରରେ ୱାର୍ଲଡ୍‌ ଟ୍ରାଡ଼ିଶନାଲ୍‌ ସୋଟୋକାନ୍‌ ଫେଡ଼େରେଶନ୍‌ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ କରାଟେ…

7 years ago

ନିଶା ବ୍ୟବସାୟକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ : ଦାଦା ଗୁରୁତର, ବର୍ତ୍ତିଗଲେ ପୁତୁରା

ବାଲେଶ୍ୱର ଅଫିସ, ୨୬।୧୦: ବାଲେଶ୍ୱର ସଦର ଥାନା ଅଧୀନ ରସାଳପୁର ଛେଳିଆପଦା ଛକ ନିକଟସ୍ଥ କାଳିମଣ୍ଡପ ପଡ଼ିଆରେ ଜଣେ ଦୁର୍ବୃତ୍ତ ନିଶା ବ୍ୟବସାୟକୁ କେନ୍ଦ୍ର କରି ଶନିବାର…

7 years ago

କାର୍‌ ଓଲଟିଲା, ୫ ଗୁରୁତର

ସୋର, ୨୬।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ୧୬ନଂ. ଜାତୀୟ ରାଜପଥ ଦହିସଡ଼ାଠାରେ ଶନିବାର ଅପରାହ୍ନ ସମୟରେ ଏକ କାର୍‌ (ନଂ. କେଏ୦୩ଏମ୍‌ଏକ୍ସ-୩୮୭୩) ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି…

7 years ago

ଶହେ ବର୍ଷର ବିଦ୍ୟାଳୟ କାନ୍ଥ ଭୁଶୁଡିଲା

ବାହାନଗା, ୨୬ା୧୦(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ବାହାନଗା ବ୍ଲକ ଅଭଣା ପଞ୍ଚାୟତର ବରଜଦେଉଳି ଗ୍ରାମରେ ଥିବା ଶହେ ବର୍ଷର ପୁରୁଣା ଉନ୍ନୀତ ଉ.ପ୍ରା.ବିଦ୍ୟାଳୟର କାନ୍ଥ ଭୁଶୁଡି ପଡିଛି।…

7 years ago

ବାଲେଶ୍ୱର ସହରରେ କୃତ୍ରିମ ବନ୍ୟା

ବାଲେଶ୍ୱର ଅଫିସ,୨୬।୧୦-ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ପରେ ଗତ ୩ଦିନ ଧରି ବର୍ଷା ଲାଗି ରହିବାରୁ ଶୁକ୍ରବାର ବାଲେଶ୍ୱର ସହରର ବିଭିନ୍ନ ସ୍ଥାନରେ କୃତ୍ରିମ…

7 years ago

୮୫ ହଜାର ଲୁଟ୍‌ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ରୂପ୍‌ସା, ୨୫।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅଧୀନ ଦୁବୁଲାଗଡ଼ି ଗ୍ରାମର ଜଣେ ଭୁଟୁଭୁଟି ମାଲିକ ଅଜାମିଲ ବେରାଙ୍କ ମୁହାଣସ୍ଥିତ ଗୋଦାମ ଓ ଅଫିସ୍‌ ଘରର…

7 years ago

ଲଗାଣ ବର୍ଷାରେ କାନ୍ଥ ଭୁଶୁଡିଲା: ଜଣେ ମୃତ, ୨ ଗୁରୁତର

ଜଳେଶ୍ୱର, ୨୫।୧୦-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ୩ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ…

7 years ago

ବସ୍‌କୁ ଧକ୍କାଦେଲା ବସ୍‌: ୧୦ ଗୁରୁତର

ରେମୁଣା,୨୫।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ବିସିଇଟି କଲେଜ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ନୀଳମାଧବ ନାମକ ଏକ ବସ୍‌କୁ ସାମଲ ବସ୍‌ ପଛରୁ…

7 years ago