ବାଲେଶ୍ୱର

ଜ୍ୱର, ବାନ୍ତିରେ ୩୭ ଛାତ୍ରୀଛାତ୍ର ଆକ୍ରାନ୍ତ: ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବର୍ଦ୍ଧନପୁର ପଞ୍ଚାୟତ ନିଧିପଡ଼ା ଗ୍ରାମରେ ଥିବା ଆଦିବାସୀ କଲ୍ୟାଣ ବିଭାଗର ନିଧିପଡ଼ା ସେବାଶ୍ରମ ସ୍କୁଲ୍‌ର ୩୭ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର…

6 years ago

ଶିଶୁଙ୍କ ଜଳଖିଆରେ ପୋକ ଘଟଣା: ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ମହିଳାଙ୍କ ବିକ୍ଷୋଭ

ରୂପ୍‌ସା, ୧୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା ଲାଗି ରହିଛି। ଗତ ୭ତାରିଖରେ ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ…

6 years ago

ଜିରିତାଳ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର

ବାହାନଗା,୧୦।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଜିରିତାଳ ଗ୍ରାମରୁ ମଙ୍ଗଳବାର ଏକ ବଜ୍ରକପ୍ତା ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକେ ଏହାକୁ ଉଦ୍ଧାରକରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି।

6 years ago

‘ଗଛ ମୋ ଜୀବନ, ସ୍ବପ୍ନ, ସାହାରା’

ସିମୁଳିଆ, (ସନ୍ତୋଷ କୁମାର ନାୟକ)- ପରିବେଶର ସୁରକ୍ଷା ବିନା ଜୀବଜଗତ ତିଷ୍ଠିବା ସମ୍ଭବ ନୁହେଁ। ଗଛ ଲଗାଇ ପରିବେଶକୁ ସୁରକ୍ଷା ଦେବା ବାର୍ତ୍ତା ପ୍ରଚାର ଲାଗି ୫୯ବର୍ଷୀୟ…

6 years ago

ଦେଶପ୍ରେମର ଗାଥା ଶୁଣାଉଛି ଚଷାଖଣ୍ଡ: ‘ବଳିଷ୍ଠ ଭାରତ ଗଠନ ଥିଲା ବାଘାଯତୀନଙ୍କ ଆଦର୍ଶ’

ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ରକ୍ତତୀର୍ଥ ଚଷାଖଣ୍ଡ ସବୁଦିନ ଦେଶପ୍ରେମର ଗାଥା ଶୁଣାଉଛି। କ୍ରାନ୍ତିବୀର ବାଘାଯତୀନ ଏହି ସ୍ଥାନରେ ବ୍ରିଟିଶ ଫୌଜଙ୍କ ସହ ଶେଷ…

6 years ago

୫ ହଜାର ଟଙ୍କା ପାଇଁ ହତ୍ୟା; ଅଭିଯୁକ୍ତ ଗିରଫ

ସଜନାଗଡ଼, ୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଜାମୁଡ଼ିହା ପଞ୍ଚାୟତ ବାଘମରା ଗ୍ରାମରେ ୫ ହଜାର ଟଙ୍କା ପାଇଁ ଏକ ହତ୍ୟାକାଣ୍ଡ ଘଟିଛି। ପୋଲିସ ମୃତଦେହକୁ ଜବତ କରି…

6 years ago

ଜେଏମ୍‌ଏଫସି କୋର୍ଟ ସ୍ଥାନାନ୍ତରକୁ ବିରୋଧ

ଜଳେଶ୍ୱର, ୯ା୯-ବାଲେଶ୍ୱର ଜିଲା ଜଳେଶ୍ୱରରେ ଥିବା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ(ଜେଏମଏଫସି)ଙ୍କ କୋର୍ଟ ସ୍ଥାନାନ୍ତରକୁ ନେଇ ବୁଦ୍ଧିଜୀବୀ ମହଲରେ ବିରୋଧ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜଳେଶ୍ୱର…

6 years ago

ହଳଦିଆ ଘାଟରେ ବୁଡିଲା ଡଙ୍ଗା

ବାଲେଶ୍ୱର ଅଫିସ, ୯ା୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ହଳଦିଆ ଗ୍ରାମ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ହଳଦିଆ ଘାଟରେ ରବିବାର ସନ୍ଧ୍ୟା ପ୍ରାୟ ୭ଟା ୪୦ ମିନିଟ୍‌…

6 years ago

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ, ୮।୯-ବାଲେଶ୍ୱର ସହଦେବଖୁଣ୍ଟା ମଡେଲ ଥାନା ପୋଲିସ ଶନିବାର ବିଳମ୍ବିତ ରାତିରେ ଅଡର ବଜାର ଅଞ୍ଚଳରେ ଚଢାଉ କରି ୪୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି।…

6 years ago

ଲୁଚିଯାଉଛି ପ୍ରତ୍ନବିଭବ

ଖଇରା, (ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ଗଁ। ମଝିରେ ରହିଛି ଏଭଳି ଏକ ପ୍ରାଚୀନ ମନ୍ଦିର, ଯାହାକୁ ବେଢ଼ିରହିଛି ଏକ ବରଗଛ। ବାହାରକୁ…

6 years ago