ବାଲେଶ୍ୱର

ସ୍ବାସ୍ଥ୍ୟକେନ୍ଦ୍ରରୁ ବାଇକ୍‌ ଚୋରି ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ବାଇକ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି…

6 years ago

ଟ୍ରାଫିକ ନିୟମ କୋହଳ କରିବାକୁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବାଲେଶ୍ୱର ଅଫିସ, ୭।୯-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୋଦିତ ନୂତନ ସଂଶୋଧିତ ଟ୍ରାଫିକ ଜରିମାନା ବ୍ୟବସ୍ଥାକୁ ଛାତ୍ରୀଛାତ୍ରମାନଙ୍କ ପ୍ରତି କିଛି ପରିମାଣରେ କୋହଳ କରିବାକୁ ଦାବି କରାଯାଇଛି। ଏହି…

6 years ago

ଅଙ୍ଗନୱାଡ଼ି ଶିଶୁଙ୍କ ଜଳଖିଆରେ ପୋକ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି ଅଙ୍ଗନୱାଡ଼ି କେନ୍ଦ୍ର-୨ରେ ଶନିବାର ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବାରୁ ଉତ୍ତେଜନା ଦେଖାଦେଇଛି। ଏହି ଖବର ପ୍ରଚାରିତ ହେବା…

6 years ago

ବସ୍‌ରୁ ୬୦ ହଜାର ଟଙ୍କାର ଏସିଡ୍‌ ଜବତ: ୩ ଅଟକ

ବାଲେଶ୍ୱର ଅଫିସ/ବସ୍ତା,୭।୯(ନି.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ଦେଇ ଯାଉଥିବା ଏକ ଘରୋଇ ବସ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ପୋଲିସ…

6 years ago

ବାହାନଗା ପଞ୍ଚାୟତ ସମିତି ବୈଠକ: ଫାଇଲିନ୍‌ ଟଙ୍କା ଖର୍ଚ୍ଚ ନେଇ ହୋହାଲ୍ଲା

ବାହାନଗା, ୭ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପସ୍ଥିତ ସଭ୍ୟାସଭ୍ୟମାନେ ଫାଇଲିନ୍‌ ବାବଦକୁ ଆସିଥିବା ୭୦ ଲକ୍ଷ…

6 years ago

ଓଭରବ୍ରିଜ୍‌ ମରାମତି ଦାବି ତେଜିଲା, ସିଭିଲ୍‌ ସୋସାଇଟିର ଗଣଧାରଣା

ବାଲେଶ୍ୱର ଅଫିସ, ୭।୯-ବାଲେଶ୍ୱର ଫକୀରମୋହନ ଗୋଲେଇସ୍ଥିତ ଓଭରବ୍ରିଜ୍‌ର ସୁରକ୍ଷା ଓ ମରାମତି ଦାବିରେ ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ସିଭିଲ ସୋସାଇଟି…

6 years ago

ରାସ୍ତା ପ୍ରଶସ୍ତୀକରଣ ଲାଗି ଦାବିପତ୍ର

ସୋର, ୬।୯(ଡି.ଏନ.ଏ.): ସୋର ବ୍ଲକ ନଟାପଡ଼ାଠାରେ ୧୩୨/୩୩ କେଭି ଗ୍ରୀଡ଼ ସବ୍‌ଷ୍ଟେଶନ ପାଚେରି କଡ଼ ଦେଇ ଚାଷ ଜମିକୁ ଯାଇଥିବା ରାସ୍ତାକୁ ପ୍ରଶସ୍ତୀକରଣ ଲାଗି ଗ୍ରାମବାସୀ ଏସ୍‌ଡ଼ିଓ…

6 years ago

ଓଲଟିଲା ଇଞ୍ଜିନ ଚାଳିତ ରିକ୍ସା, ଚାଳକ ମୃତ

ଜଳେଶ୍ୱର, ୬।୯: ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପୋ ଫାଣ୍ଡି ନିକଟସ୍ଥ ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତାର ବାଣିଦା ଛକ ନିକଟରେ ରଡ ବୋଝେଇ ଇଞ୍ଜିନ ଚାଳିତ ରିକ୍ସା ଭାରସାମ୍ୟ ହରାଇ…

6 years ago

ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ହଟିଲେ ଛାତ୍ରୀଛାତ୍ର, ଅଭିଭାବକ

ଭୋଗରାଇ,୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନ ଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ…

6 years ago

ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ସମାଧାନ ନ ହେବାରୁ ଫେରିଗଲେ ବିଇଓ

ଭୋଗରାଇ,୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ ଶୁକ୍ରବାର…

6 years ago