ବାଲେଶ୍ୱର

ମିନିଷ୍ଟାଡ଼ିୟମ୍‌ ପରିଦର୍ଶନ କଲେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ

ବାଲେଶ୍ୱର ଅଫିସ, ୩।୯-ବାଲେଶ୍ୱର ବିଜୁ ଛାତ୍ର ଜନତା ଦଳ ତରଫରୁ ଜିଲାସଭାପତି ସିମନ ଦାସ ମହାପାତ୍ରଙ୍କ ନେତୃତ୍ୱରେ ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି…

6 years ago

ଓଭରବ୍ରିଜ୍‌ ସୁରକ୍ଷା ଚିନ୍ତା: ଅଣ୍ଟା ଭିଡ଼ିଲା ସିଭିଲ ସୋସାଇଟି

ବାଲେଶ୍ୱର ଅଫିସ,୩।୯ - ବାଲେଶ୍ୱର ଫକୀରମୋହନ ଗୋଲେଇଠାରୁ ସହଦେବଖୁଣ୍ଟା ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଗତ ୧୯୮୪ରେ ଲୋକାର୍ପିତ ଓଡ଼ିଶାର ପ୍ରଥମ ଓଭରବ୍ରିଜ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର ସୁରକ୍ଷା…

6 years ago

ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ

ସଜନାଗଡ଼, ୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌୍‌ପୁର ଥାନା ମାଟିଆଳି ପଞ୍ଚାୟତ ଦୁର୍ଗାପୁର ଗ୍ରାମର ସର୍ବେଶ୍ୱର ଖଣ୍ଡେଇଙ୍କ ପୁଅ ଜିତେନ୍ଦ୍ର (୧୪)ଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ…

6 years ago

ଉପାଧ୍ୟକ୍ଷାଙ୍କ ମାଡ଼ରେ ଛାତ୍ରୀ ଆହତ: ପୋଲିସ ହସ୍ତକ୍ଷେପ ପରେ ପରିସ୍ଥିତି ସ୍ବାଭାବିକ

ବାଲେଶ୍ୱର ଅଫିସ, ୨।୯-ବାଲେଶ୍ୱର ଟାଉନ ଥାନା ଅଧୀନ ଚୁନଭାଟି ଅଞ୍ଚଳରେ ଥିବା ବେସିକ ସାଇନ୍ସ କଲେଜରେ ଗଣେଶ ପୂଜା ଚାଲିଥିବା ବେଳେ ଛାତ୍ର ଅଶାନ୍ତି ଦେଖାଦେଇଛି। କଲେଜ…

6 years ago

ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନରେ ତାମିଲନାଡୁ ଇଞ୍ଜିନିୟରିଂ ଛାତ୍ରଙ୍କ ସଚେତନତା ପଦଯାତ୍ରା

ଭୋଗରାଇ, ୨।୯(ଡ଼ି.ଏନ୍‌.ଏ.): ତାମିଲନାଡୁ ମେକାନିକାଲ ଇଞ୍ଜିନିୟରିଂର ଛାତ୍ର ଇନସନଇବେଲ ଜୋଶେଫ ରାଜ ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ପାଇଁ ଅଣ୍ଟା ଭିଡିଛନ୍ତି। ଏଥିପାଇଁ ସେ ଏକ ସଚେତନତା…

6 years ago

ଛାନୁଆ ଗାଁ ରାସ୍ତାରେ ଆଣ୍ଠୁଏ ପାଣି: ଦୁର୍ଦ୍ଦଶା ଭୋଗୁଛନ୍ତି ଶହେ ପରିବାର

ରୂପ୍‌ସା, ୨।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ୧୧ନଂ. ୱାର୍ଡ଼ ଛାନୁଆ ଗାଁ ରାସ୍ତାରେ ବର୍ଷା ଜଳ ଜମି ରହିବା ଯୋଗୁ ପରିସ୍ଥିତି ବେହାଲ ହୋଇପଡ଼ିଛି।…

6 years ago

ଗ୍ୟାଙ୍ଗଷ୍ଟର ପାପା ପଣ୍ଡା ଗିରଫ

ବାଲେଶ୍ୱର ଅଫିସ,୧।୯-ବାଲେଶ୍ୱର ସହର ତଥା ଆଖପାଖ ଅଞ୍ଚଳରେ ଦୀର୍ଘଦିନ ଧରି ଆତଙ୍କ ସୃଷ୍ଟି କରୁଥିବା ଗ୍ୟାଙ୍ଗଷ୍ଟର ପାପା ଓରଫ୍‌ ଚିନ୍ମୟ ପଣ୍ଡା (୪୦)ଙ୍କୁ ବାଲେଶ୍ୱର ପୋଲିସ ଗିରଫ…

6 years ago

ଯଦୁନାଥ କଲେଜରେ ର଼୍ୟାଗିଂରୁ ଉତ୍ତେଜନା: ପ୍ରତିଶୋଧ ନେଲେ ଜୁନିୟର ଛାତ୍ର

ବାଲେଶ୍ୱର ଅଫିସ/ରସାଳପୁର, ୧।୯(ଡି.ଏନ.ଏ.)-ଶିକ୍ଷାନୁଷ୍ଠାନରେ ର଼୍ୟାଗିଂ ଘଟଣାକୁ ନେଇ ଦୁଇ ଛାତ୍ରଗୋଷ୍ଠୀ ମୁହଁାମୁହିଁ ହେବା ଏବଂ ଜୁନିୟର ଛାତ୍ରମାନେ ପ୍ରତିଶୋଧ ପରାୟଣ ହୋଇ ଜଣେ ସିନିୟର ଛାତ୍ରଙ୍କୁ ପୋଖରୀରେ…

6 years ago

୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଧାନ ଠକେଇ

ଖଇରା, ୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ସାରଡାଙ୍ଗ, ନନ୍ଦୁର, ଝିଙ୍କିରିଆ, ସୁଣ୍ଢିରା ଆଦି ପଞ୍ଚାୟତର ଚାଷୀମାନଙ୍କଠାରୁ ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଧାନ ନେଇ ଅର୍ଥ ପରିଶୋଧ…

6 years ago

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୪ ଶ୍ରମିକ ଆହତ

ରସାଳପୁର,୩୧।୮(ଡି.ଏନ.ଏ.)- ବାଲେଶ୍ୱର ସହରର ଆଇଟିଆଇ ପଡ଼ିଆ ପାର୍ଶ୍ୱରେ ବିଦ୍ୟୁତ୍‌ ଖୁଣ୍ଟ ପୋତିବା କାମରେ ନିୟୋଜିତ ୪ ଠିକା ଶ୍ରମିକ ଶନିବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଆହତ ହୋଇଛନ୍ତି।…

6 years ago