ବାଲିଆପାଳ, ୧୧ା୯(ଡି.ଏନ.ଏ.)-କୌଣସି ନଦୀର ମୁହାଣକୁ ଅବରୋଧ କରାଯାଇପାରିବ ନାହିଁ। ଏହା ଆଇନତଃ ଦଣ୍ଡନୀୟ କାର୍ଯ୍ୟ। ଏପରି କି ମୁହାଣରେ ଜାଲ ବସାଇ ଜାଆଁଳ ଧରିବାକୁ ସମ୍ପୂର୍ଣ୍ଣ ନିଷିଦ୍ଧ…
ବାଲେଶ୍ୱର ଅଫିସ,୧୧।୯-ଭାରତକୁ ସ୍ବାଧୀନତା ମିଳିବାରେ ଅହିଂସା ଆନ୍ଦୋଳନ ସହିତ ସଶସ୍ତ୍ର ଆନ୍ଦୋଳନର ଭୂମିକା କିଛି କମ୍ ନ ଥିଲା। ଏଥିପାଇଁ ମାତୃଭୂମିର ବହୁ ବୀରପୁତ୍ର ପ୍ରାଣବଳି ଦେଇଛନ୍ତି।…
ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବର୍ଦ୍ଧନପୁର ପଞ୍ଚାୟତ ନିଧିପଡ଼ା ଗ୍ରାମରେ ଥିବା ଆଦିବାସୀ କଲ୍ୟାଣ ବିଭାଗର ନିଧିପଡ଼ା ସେବାଶ୍ରମ ସ୍କୁଲ୍ର ୩୭ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର…
ରୂପ୍ସା, ୧୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା ଲାଗି ରହିଛି। ଗତ ୭ତାରିଖରେ ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ…
ବାହାନଗା,୧୦।୯(ଡି.ଏନ୍.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଜିରିତାଳ ଗ୍ରାମରୁ ମଙ୍ଗଳବାର ଏକ ବଜ୍ରକପ୍ତା ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକେ ଏହାକୁ ଉଦ୍ଧାରକରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି।
ସିମୁଳିଆ, (ସନ୍ତୋଷ କୁମାର ନାୟକ)- ପରିବେଶର ସୁରକ୍ଷା ବିନା ଜୀବଜଗତ ତିଷ୍ଠିବା ସମ୍ଭବ ନୁହେଁ। ଗଛ ଲଗାଇ ପରିବେଶକୁ ସୁରକ୍ଷା ଦେବା ବାର୍ତ୍ତା ପ୍ରଚାର ଲାଗି ୫୯ବର୍ଷୀୟ…
ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ରକ୍ତତୀର୍ଥ ଚଷାଖଣ୍ଡ ସବୁଦିନ ଦେଶପ୍ରେମର ଗାଥା ଶୁଣାଉଛି। କ୍ରାନ୍ତିବୀର ବାଘାଯତୀନ ଏହି ସ୍ଥାନରେ ବ୍ରିଟିଶ ଫୌଜଙ୍କ ସହ ଶେଷ…
ସଜନାଗଡ଼, ୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଜାମୁଡ଼ିହା ପଞ୍ଚାୟତ ବାଘମରା ଗ୍ରାମରେ ୫ ହଜାର ଟଙ୍କା ପାଇଁ ଏକ ହତ୍ୟାକାଣ୍ଡ ଘଟିଛି। ପୋଲିସ ମୃତଦେହକୁ ଜବତ କରି…
ଜଳେଶ୍ୱର, ୯ା୯-ବାଲେଶ୍ୱର ଜିଲା ଜଳେଶ୍ୱରରେ ଥିବା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ(ଜେଏମଏଫସି)ଙ୍କ କୋର୍ଟ ସ୍ଥାନାନ୍ତରକୁ ନେଇ ବୁଦ୍ଧିଜୀବୀ ମହଲରେ ବିରୋଧ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜଳେଶ୍ୱର…
ବାଲେଶ୍ୱର ଅଫିସ, ୯ା୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ହଳଦିଆ ଗ୍ରାମ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ହଳଦିଆ ଘାଟରେ ରବିବାର ସନ୍ଧ୍ୟା ପ୍ରାୟ ୭ଟା ୪୦ ମିନିଟ୍…