ବାଲେଶ୍ୱର

ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁ

ପାଟଣା,୧୪।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ହୀରାପଶି ଗ୍ରାମରେ ଜଣେ ୪୩ ବର୍ଷୀୟ ବିବାହିତ ବ୍ୟକ୍ତିଙ୍କ ଶ୍ୱଶୁର ଘରେ ଶନିବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି…

6 years ago

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ୭ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

କେନ୍ଦୁଝର,୧୪।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ସେଣ୍ଡକାପ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ଦୀନବନ୍ଧୁ…

6 years ago

ଅଧା ବାଟରେ ଶ୍ରୀଜୀଉ

ନୀଳଗିରି, ୧୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରିର ପ୍ରସିଦ୍ଧ ବାହୁଡ଼ା ଯାତ୍ରାରେ ଶନିବାର ରଥରେ ବିଜେ ଶ୍ରୀଜୀଉ ଭକ୍ତଙ୍କ ଗହଳରେ ବଡ଼ଦାଣ୍ଡରେ ଆସି ଅଧାବାଟରେ ଅଟକିଛନ୍ତି। ରବିବାର ଯଥା ରୀତିକ୍ରାନ୍ତି…

6 years ago

‘ରାଇବଣିଆ ଦୁର୍ଗର ପୁନରୁଦ୍ଧାର ଲାଗି ଉଦ୍ୟମ କରାଯିବ’

ଜଳେଶ୍ୱର, ୧୪।୭(ଡି.ଏନ.ଏ.)-ପର୍ଯ୍ୟଟନ, ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଶନିବାର ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ସୁବର୍ଣ୍ଣରେଖା ଅବବାହିକାରେ ଅବସ୍ଥିତ ଐତିହାସିକ ରାଇବଣିଆ ଦୁର୍ଗ ପରିଦର୍ଶନ କରିଛନ୍ତି।…

6 years ago

ଶାମୁକାର ବି ଅଭାବୀ ବିକ୍ରୀ

ବାଲେଶ୍ୱର ଅଫିସ,୧୪।୭(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ସମୁଦ୍ର ବେଳାଭୂମିରେ ମିଳୁଥିବା ବିଭିନ୍ନ ପ୍ରଜାତିର ଶାମୁକା ଉପକୂଳବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଗରିବ ଶ୍ରମଜୀବୀଙ୍କ ଜୀବନଜୀବିକା ପାଲଟିଛି। ବେଳାଭୂମି ସମେତ…

6 years ago

ଗାଡ଼ି ଧକ୍କାରେ ଯୁବ ଇଞ୍ଜିନିୟର ମୃତ : ଉତ୍ତ୍ୟକ୍ତ ଲୋକଙ୍କ ଜାତୀୟ ରାଜପଥ ଅବରୋଧ

କେନ୍ଦୁଝର/ପାଟଣା,୧୩ା୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ତୁରମୁଙ୍ଗା ରେଙ୍ଗାଳବେଡା ନିକଟରେ ଏକ ଗାଡି ଧକ୍କାରେ ଯୁବ ଇଞ୍ଜିନିୟର ସଂଗ୍ରାମ କେଶରୀ ସାହୁଙ୍କର ମୃତ୍ୟୁ ହୋଇଛି।  ନୟାଗଡ ବ୍ଲକ ଝୁମ୍ପୁରା ନିକଟ…

6 years ago

ଋଣ ଦେବା ନାଁରେ ୫ ଲକ୍ଷ ଠକେଇ : କମ୍ପାନୀ ମାଲିକଙ୍କୁ ପୋଲିସ ଜିମାଦେଲେ ଜମାକାରୀ

ତିହିଡ଼ି, ୧୩।୭ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବିଭିନ୍ନ ଗ୍ରାମର ୩୯ ସ୍ବୟଂସହାୟକ ଗୋଷ୍ଠୀକୁ ଋଣ ଦେବା ନାଁରେ ୫ ଲକ୍ଷ ଟଙ୍କା…

6 years ago

ଏମିତି ଚାଲିଛି ସ୍ବାସ୍ଥ୍ୟସେବା: ୪ଘଣ୍ଟା ଯାଏ ଆସିଲାନି ଆମ୍ବୁଲାନ୍ସ, ଦୁର୍ଘଟଣାରେ ଯୁବକ ଗୁରୁତର

ଆନନ୍ଦପୁର,୧୩।୭(ସ୍ବ.ପ୍ର.)-ରାଜ୍ୟରେ ସ୍ବାସ୍ଥ୍ୟସେବା ଦିନକୁ ଦିନ ବିଗିଡିବାରେ ଲାଗିଛି। କେଉଁଠି ଆମ୍ବୁଲାନ୍ସ ପହଞ୍ଚିି ନ ପାରି ଅଧା ରାସ୍ତାରେ ପ୍ରସୂତି ପ୍ରସବ କରୁଛନ୍ତି ତ କେଉଁଠି ଖଟିଆରେ କିମ୍ବା…

6 years ago

ଏଟିଏମ୍‌ ଲୁଟ୍‌, ଘସିପୁରା ଥାନାରେ ଅଭିଯୋଗ

ଆନନ୍ଦପୁର,୧୩।୭(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ଶାଳପଡା ବାଇପାସ୍‌ ଛକ ନିକଟରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାର ଏକ ଏଟିଏମ୍‌ କାଉଣ୍ଟରରୁ ଶୁକ୍ରବାର ବିଳମ୍ବିତ ରାତିରେ…

6 years ago

ଦୁଇ ନାବାଳିକାଙ୍କ ସଲିଳ ସମାଧି

ହାଟଡିହୀ,୧୩।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ମଧୁବନ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି ା ଗ୍ରାମର ଦୁଇ ନାବାଳିକାଙ୍କ ପୋଖରୀରେ ବୁଡ଼ି…

6 years ago