ନୀଳଗିରି, ୯।୭(ଡି.ଏନ.ଏ.)-ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ), ସ୍ଥାନୀୟ ଆଞ୍ଚଳିକ କମିଟି ପକ୍ଷରୁ ମଙ୍ଗଳବାର ଗଣଧାରଣା ଦିଆଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮୭ଦଫା ଦାବିପତ୍ର ଦିଆଯାଇଥିଲା। ପୂର୍ବାହ୍ନରେ ନିଞ୍ଜନ…
ନୀଳଗିରି, ୯।୭(ଡି.ଏନ.ଏ.)-ନୀଳଗିରିସ୍ଥିତ ମାଉସୀମା’ ମନ୍ଦିରରେ ବିଜେ ଶ୍ରୀଜୀଉ ମଙ୍ଗଳବାର ବରାହ ଓ ନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରାରେ ଭକ୍ତଙ୍କ ଗହଳରେ ରଥରେ ବିଜେ…
ଆନନ୍ଦପୁର, ୯। ୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ମାର୍ଶାପାଳ ଗ୍ରାମର ଜନୈକା ମହିଳାଙ୍କର ସାପ କାମୁଡ଼ାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗି ସୋରେନ୍(୪୨)।…
ଆନନ୍ଦପୁର,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ମଙ୍ଗଳବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ତପନ କୁମାର ନାୟକଙ୍କ ସଂଯୋଜନାରେ ଆୟୋଜିତ…
ଢେଙ୍କିକୋଟ,୯।୭(ଡି.ଏନ୍.ଏ.): ମଙ୍ଗଳବାର ପବିତ୍ର ତାରିଣୀ ବ୍ରତ। କେନ୍ଦୁଝର ଜିଲାର ଆରାଧ୍ୟା ମା’ ତାରିଣୀଙ୍କ ଏହି ବ୍ରତ ପ୍ରତିବର୍ଷ ରଥଯାତ୍ରା ଓ ବାହୁଡ଼ା ଯାତ୍ରା ମଝିରେ ପଡ଼ିଥାଏ। ଏହି…
କେନ୍ଦୁଝର,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଦଅଁଳା ମୁଣ୍ଡାସାହିରେ ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ସେ କଦମି ମୁଣ୍ଡା ବୋଲି ଜଣାପଡ଼ିଛି। ସୋମବାର…
ବଡବିଲ,୯।୭(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ବିଭିନ୍ନ କଳକାରଖାନା ନଦୀରୁ ସ୍ବଚ୍ଛଜଳ ନେଇ ଏହା ମଧ୍ୟକୁ ଦୂଷିତ ଜଳ ଛାଡୁଛନ୍ତି। ଏଭଳି କାର୍ଯ୍ୟ କରି ସେମାନେ ମଣିଷ ଜୀବନ ସହ ଖେଳ…
କେନ୍ଦୁଝର, ୯ା୭ (ସ୍ବ.ପ୍ର.)- ସଦର ଥାନା ଅନ୍ତର୍ଗତ ରାଇସୁଆଁ ନିକଟ ୨୦ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍ ଧକ୍କାରେ ସ୍ବାମୀ ଓ ଝିଅଙ୍କ ସହ ଏକ…
ଚମ୍ପୁଆ,୯ା୭(ଡି.ଏନ.ଏ.)- କେନ୍ଦୁଝର ଜିଲା ଖଣି ଖାଦାନଭରା ଚମ୍ପୁଆ ଅଞ୍ଚଳରେ ପାରିପାର୍ଶ୍ୱିକ ଉନ୍ନତି ଓ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଦାବି କରି ବଡକାଳିମାଟି ଗ୍ରାମବାସୀ ଦୀର୍ଘ ୨୨ ଦିନ…
ବଡବିଲ,୯।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଖଣିସମ୍ୃଦ୍ଧ ଯୋଡା-ବଡବିଲ ଅଞ୍ଚଳ ଦେଇ ଯାଇଥିବା ୫୨୦ ନମ୍ବର ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ବିଭିନ୍ନ ରାସ୍ତା ଉପରେ ଭାରିଯାନ ରଖାଯାଉଥିବା ଯୋଗୁ…