ବାଲେଶ୍ୱର

କପାଳୀ କ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ

ବନ୍ତ,୨ା୭(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକର କପାଳୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ କରିଥିଲେ। ମଙ୍ଗଳବାର ସକାଳେ ଦିଅଁମାନେ…

6 years ago

ବୈତରଣୀରେ ଜଳସ୍ତର ବୃଦ୍ଧି

ଭଣ୍ଡାରିପୋଖରୀ, ୨ା୭(ଡି.ଏନ୍‌.ଏ.)- ଦୁଇଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀର ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଛି। ନଦୀ ଉପରମୁଣ୍ଡରେ ଆଖୁଆପଦାଠାରେ ୩୪.୦ ମି.ମି., ଆନନ୍ଦପୁରରେ…

6 years ago

ସର୍ପ ଦଂଶନରେ ବୃଦ୍ଧାଙ୍କ ମୃତ୍ୟୁ

ପାଟଣା,୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ଅଙ୍କୁରା ଗ୍ରାମର ଜଣେ ବୃଦ୍ଧାଙ୍କର ସର୍ପ ଦଂଶନରେ ମଙ୍ଗଳବାର ସକାଳେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ…

6 years ago

ମହିଳାଙ୍କୁ ଆୟର ପନ୍ଥା ଯୋଗାଇବା ନାଁରେ ଠକେଇ

କେନ୍ଦୁଝର, ୨ା୭(ଡି.ଏନ୍‌.ଏ.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବନାଯୋଡି ଗ୍ରାମରେ ଏକ ସ୍ବେଚ୍ଛାସେବୀ ସଂସ୍ଥା ଗତବର୍ଷ କାର୍ଯ୍ୟାଳୟ ଖୋଲି ମହିଳାମାନଙ୍କୁ ଛେଳି ଚାଷ ଓ କ୍ଷୁଦ୍ର ଶିଳ୍ପ…

6 years ago

୬ ଅନାଥ ଭଉଣୀଭାଇଙ୍କୁ ଥଇଥାନ

କେନ୍ଦୁଝର, ୨ା୭ (ସ୍ବ.ପ୍ର.)-ସାହାରପଡା ବ୍ଲକ ଲୁଙ୍ଗା ଗ୍ରାମ ମୁଣ୍ଡା ସାହିରେ ବାପା ଓ ମା ଙ୍କୁ ହରାଇ ଅନାଥ ହୋଇଯାଇଥିବା ୬ ଶିଶୁଙ୍କୁ ପାଠ ପଢାଇବା ବ୍ୟବସ୍ଥା…

6 years ago

ରାସ୍ତାକଡ଼ରେ ଜଙ୍ଗଲୀ ଛତୁର ପସରା

କେନ୍ଦୁଝର, ୨ା୭(ସ୍ବ.ପ୍ର.)-ଛତୁ ଖାଇବାକୁ କିଏ ନ ଭଲ ପାଏ। ବର୍ଷା ଆରମ୍ଭ ହେଲେ ସକାଳୁ ବଣଜଙ୍ଗଲରେ ବିଭିନ୍ନ ରଙ୍ଗବେରଙ୍ଗର ଛତୁ ଫୁଟିଥାଏ। ଏହା ଦେଖିବାକୁ ଯେତିକି ସୁନ୍ଦର…

6 years ago

ବେଧଡ଼କ ଚାଲିଛି ବାଲି ଉଠାଣ

ଆରଡ଼ି, ୨।୭ (ଡି.ଏନ.ଏ.) - ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତସ୍ଥିତ ବୋଡ଼କ ଓ ଷାଠିବାଙ୍କୁଡା ନିକଟରେ ବୈତରଣୀ ନଦୀରୁ ଭୁଟୁଭୁଟି ସାହାଯ୍ୟରେ ବେଧଡ଼କ…

6 years ago

ଧାମରା ଥାନାରେ ଆଣ୍ଠୁଏ ପାଣି

ଚାନ୍ଦବାଲି, ୨।୭ (ଡି.ଏନ.ଏ.) - ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଦୋସିଙ୍ଗା ପଞ୍ଚାୟତର ଶିଳ୍ପକ୍ଷେତ୍ର ଆଦାନୀ ପୋର୍ଟ ନିକଟରେ ନବନିର୍ମିତ ଧାମରା ଥାନା ବର୍ଷାଜଳରେ ଉବୁଟୁବୁ ହେଉଛି।…

6 years ago

ଲଗାଣ ବର୍ଷାରେ ଭାସିଲା ସହର

ଭଦ୍ରକ ଅଫିସ, ୨।୭ - ମୌସୁମୀର ୨ୟ ବର୍ଷାରେ ଭଦ୍ରକ ସହରର ସ୍ଥିତି ସଙ୍ଗୀନ ହୋଇପଡ଼ିଛି। ସହରର ଖାଲୁଆ ଅଞ୍ଚଳରେ ବର୍ଷାପାଣି ଜମି ରହିଛି। ରବିବାର ଦିନତମାମ…

6 years ago

ଟ୍ରକକୁ ପିଟିଲା ଆମ୍ବୁଲାନ୍ସ, ୨ ମୃତ

ଜଳେଶ୍ୱର, ୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ୬୦ ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ ପଛପଟେ ଆମ୍ବୁଲାନ୍ସ ପିଟି…

6 years ago