ବାଲେଶ୍ୱର

ଦେଢ ବର୍ଷ ହେଲା ବସ୍ତ୍ର ବିତରଣ କେନ୍ଦ୍ରରେ ପଡ଼ିଛି ତାଲା

ବଡବିଲ, ୧୧।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ତହସିଲ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ବ୍ୟବହାର ଉପଯୋଗୀ ବସ୍ତ୍ର ଓ ଆସବାବପତ୍ର ଦାତାଙ୍କ ଠାରୁ ଗ୍ରହଣ କରାଯାଇ ଗରିବ ଓ…

7 years ago

ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଶିକ୍ଷୟିତ୍ରୀ ନିଲମ୍ବିତ

ବସ୍ତା ୧୧।୭,(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ମୁଳିଦା ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଗୁରୁବାର ଶିକ୍ଷୟିତ୍ରୀ ସଂଘମିତ୍ରା ବେହେରାଙ୍କୁ ନିଲମ୍ବନ କରାଯାଇଛି।…

7 years ago

ଶ୍ରୀରାମପୁର ଷ୍ଟେଟ୍‌ବ୍ୟାଙ୍କରୁ ସଶସ୍ତ୍ର ଡକାୟତି : ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍‌

ବସ୍ତା,୧୧।୭(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଶ୍ରୀରାମପୁର ଷ୍ଟେଟ୍‌ବ୍ୟାଙ୍କରେ ଗୁରୁବାର ସଶସ୍ତ୍ର ଡକାୟତି ହୋଇଛି। ୬ ଜଣ କଲେଜ ପୋଷାକରେ ଥାଇ ବ୍ୟାଙ୍କ କର୍ମଚାରୀଙ୍କୁ…

7 years ago

ଶିକ୍ଷକଙ୍କ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖଇରା,୧୧।୭(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲରେ ବିଜ୍ଞାନ ଶିକ୍ଷକ ହେମନ୍ତ ଦାସଙ୍କୁ ବଦଳି କରାଯିବା ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା…

7 years ago

ବେଦିରେ ବସିବା ପୂର୍ବରୁ ବନ୍ଧାହେଲା କୋକେଇ

କେନ୍ଦୁଝର,୧୧।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା କେନ୍ଦୁଆ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଧ୍ୟାରେ ବରବେଶ ହେବାକୁ ଥିବା ଜଣେ ଯୁବକ ବିଦ୍ୟୁତ…

7 years ago

ବଦଳିଲେ ଟାଉନ ଥାନାଧିକାରୀ

ବାରିପଦା ଅଫିସ,୧୧।୭: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନାଧିକାରୀ ଅଶୋକ କୁମାର ନାୟକଙ୍କର ଅନୁଗୋଳ ଜିଲାକୁ ବଦଳି ହୋଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟ ପତ୍ରସଂଖ୍ୟା ୬୫୮(୧୦/୭/୨୦୧୯)ରେ ଏହି…

7 years ago

ବେଆଇନ ଟ୍ରକ ପାର୍କିଂବେଳେ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବଡ଼ବିଲ,୧୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟସ୍ଥିତ ଏୟାରଷ୍ଟ୍ରିପ ନିକଟରେ ଟ୍ରକ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁକାମତି ସାହୁ(୭୦)। ବେଆଇନ…

7 years ago

ଲକ୍ଷାଧିକ ଟଙ୍କାର ଚୋରା ଶାଳ ଚୌକାଠ ସହ ପିକ୍‌ଅପ ଜବତ

ପାଟଣା,୧୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସଦର ବ୍ଲକ ଡୁମୁରିଆରୁ ବୁଧବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଭ୍ୟାନ ଯୋଗେ ୧୩୧ ଖଣ୍ଡ ଚୋରା…

7 years ago

ଦନ୍ତା ଆକ୍ରମଣରେ ଶିଶୁର ପ୍ରାଣଗଲା, ଦୁଇ ଗୁରୁତର

ଝୁମ୍ପୁରା,୧୧।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଫରେଷ୍ଟ ଅନ୍ତର୍ଗତ ମଲଦା ଗ୍ରାମ ମୁଣ୍ଡା ସାହିରେ ଗୁରୁବାର ଭୋର୍‌ରୁ ଗୋଠଛଡ଼ା ଦନ୍ତା ଆକ୍ରମଣରେ ସିନି ମୁଣ୍ଡା ନାମକ ଜଣେ ୭…

7 years ago

୬ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଚୋରା ବେପାରୀ ଗିରଫ

ବାଲେଶ୍ୱର ଅଫିସ,୧୧।୭- ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ବସ୍‌ଷ୍ଟାଣ୍ଡ ନିକଟରେ କଟକରୁ ଆସିଥିବା ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ବାଡ ବୁଧବାର…

7 years ago