ବାଲେଶ୍ୱର

କମେଣ୍ଟମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ଫୋର୍ସ ମୁତୟନ

ବନ୍ତ,୧୮।୬(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଥାନା ଅଧୀନ ପୁରୁଷଣ୍ଢ ଗ୍ରାମର ବଣିଆ ସାହି ଓ କୋଦମଛକି ସାହିର ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ପରିସ୍ଥିତି…

7 years ago

ଅନ୍ତର୍ଦେଶୀୟ ଜଳ ପରିବହନ କର୍ମଚାରୀଙ୍କ ଆନ୍ଦୋଳନ

ଚାନ୍ଦବାଲି,୧୮ା୬(ଡି.ଏନ.ଏ)-ଦୁଇଦଫା ଦାବି ନେଇ ଭଦ୍ରକ ଜିଲା ଚାନ୍ଦବାଲିରେ ଥିବା ଅନ୍ତ ର୍ଦେଶୀୟ ଜଳ ପରିବହନ ସଂସ୍ଥା (ଆଇଡବ୍ଲ୍ୟଟି)ର ୧୨ ଜଣ ଯାନ୍ତ୍ରିକ କର୍ମଚାରୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି।…

7 years ago

ପାଠ ପଢିବାକୁ ଯାଇ ମନୋରଞ୍ଜନ ପଞ୍ଜାବରେ ନିଖୋଜ, ଆଶା ଆଶଙ୍କାରେ ପରିବାର

ଭଦ୍ରକ ଅଫିସ, ୧୮ା୬- ଭଦ୍ରକ ବ୍ଲକ ଜଗନ୍ନାଥପୁର ଗାଁର ତ୍ରୈଲୋକ୍ୟ ସାହୁଙ୍କ ସାନପୁଅ ମନୋରଞ୍ଜନ ସାହୁ(୨୨) ଉଚ୍ଚଶିକ୍ଷା ଲାଭ କରିବାଲାଗି ଗତବର୍ଷ ପଞ୍ଜାବକୁ ଯାଇ ଭଟିଣ୍ଡା ଠାରେ…

7 years ago

ରଙ୍ଗ ମିସ୍ତ୍ରୀ କାମ କରି ସୁନାଗହଣା ନେଇ ଚମ୍ପଟ, ଯାଜପୁର ରେଳଷ୍ଟେଶନରୁ ଅଭିଯୁକ୍ତ ଗିରଫ

ଢେଙ୍କିକୋଟ, ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ତୋରାଣିପୋଖରୀ ପଞ୍ଚାୟତ ତୋରାଣିପୋଖରୀ ଗ୍ରାମର ପ୍ରଶ୍ନଜିତ୍‌ ମିଶ୍ରଙ୍କ ଘରେ ରଙ୍ଗ ମିସ୍ତ୍ରୀ ଭାବେ କାମ କରୁଥିବା ଜଣେ ଯୁବକ…

7 years ago

ମନ୍ଦିରରେ ବିଜେ ହେଲେ ପଟିଦିଅଁ

ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱରୀ କଳାକେନ୍ଦ୍ର ଓ ନୋସି କଲଚୁରାଲ ଏକାଦେମିର ମିଳିତ ସହଯୋଗରେ ରେମୁଣା ବାମପଦାସ୍ଥିତ ନୋସି ବିଜିନେସ୍‌ ପାର୍କଠାରେ ଆୟୋଜିତ ପଟିଦିଅଁ ଅଙ୍କନ ଉତ୍ସବ ସୋମବାର…

7 years ago

ପ୍ରତିଶ୍ରୁତି ପୂରଣ କଲାନି ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ

ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ କାର୍ଯ୍ୟାଳୟଠାରେ…

7 years ago

ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ ଆଖିରେ…

7 years ago

ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ବ୍ରାଉନ୍‌ସୁଗାର ଜବତ: ୪ ଗିରଫ

ବାଲେଶ୍ୱର ଅଫିସ,୧୮।୬: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରି ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ଏକ କାରରେ ଯାଉଥିବା ୧ କିଲୋରୁ ଊଦ୍ଧର୍‌ବ…

7 years ago

ମୁକୁଳା ପଡ଼ିଛି ଆଡ଼ିବନ୍ଧ

ଭଦ୍ରକ ଅଫିସ, ୧୮।୬ - ପ୍ରତିବର୍ଷ ବର୍ଷାଋତୁ ଆସିଲେ ଚିନ୍ତା ବଢ଼େ। ପ୍ରଶାସନ ପକ୍ଷରୁ ବର୍ଷାକୁ ଆଖି ଆଗରେ ରଖି ବିଭିନ୍ନ ନଦୀବନ୍ଧ, ଆଡିବନ୍ଧକୁ ସୁଦୃଢ଼ କରିବା…

7 years ago

ସରିଲା ସୁନ୍ଦରପୁର ରଜ ମହୋତ୍ସବ : ଜୁନିୟରରେ ପ୍ରିୟଙ୍କା, ସିନିୟରରେ ଗାୟତ୍ରୀ ରଜକୁଇନ

ଖଇରା, ୧୮।୬(ଡି.ଏନ.ଏ.)-ଖଇରା ବ୍ଲକ ଅଧୀନ ସୁନ୍ଦରପୁରଠାରେ ଚାଲିଥିବା ଦ୍ୱିତୀୟ ବାର୍ଷିକ ବ୍ଲକସ୍ତରୀୟ ରଜ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଚଳିତବର୍ଷ ଜୁନିୟରରେ ପ୍ରିୟଙ୍କା ପ୍ରିୟଦର୍ଶନୀ ହାତୀ…

7 years ago