ବାଲେଶ୍ୱର

କାଠଭାଡ଼ିରୁ ୧ ନାଗୁଣୀ, ୫୫ ଅଣ୍ଡା ଉଦ୍ଧାର

ଭଣ୍ଡାରିପୋଖରୀ,୧୪।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନେରଡ଼ା ପଞ୍ଚାୟତ ଡାହାଲା ଗ୍ରାମର ସୂର୍ଯ୍ୟମଣି ରାଉତଙ୍କ ବାଡ଼ିରେ ଥିବା କାଠଭାଡ଼ିରେ ସାପ ଥିବା ଶୁକ୍ରବାର ଜଣାପଡ଼ିଥିଲା। ଖବର ଦିଆଯିବା…

7 years ago

ବନସ୍ତେ ଡାକିଲା ଗଜ…

ଉତ୍ସବ ମୁଖର କେନ୍ଦୁଝର ଆଦିବାସୀ ଅଧ୍ୟୁଷିତ କେନ୍ଦୁଝରର ସଂସ୍କୃତି ସହ ରଜ ଓତଃପ୍ରୋତ ଭାବେ ଜଡ଼ିତ। ଏଥିଲାଗି ପିଲାଠୁ ବୁଢ଼ାଯାଏ ସମସ୍ତଙ୍କ ମନରେ ଭରିଥାଏ ଉନ୍ମାଦନା।ନୂଆ ବସ୍ତ୍ର…

7 years ago

ସାନ ମାଛକାନ୍ଦଣା ଡ୍ୟାମ୍‌ରେ କମୁଛି ଜଳସ୍ତର: ପୁରୁଣା ସହରରେ ପାଣି ପାଇଁ ହାହାକାର

କେନ୍ଦୁଝର,୧୪ା୬(ସ୍ବ.ପ୍ର.)-କେନ୍ଦୁଝର ପୁରୁଣା ସହରରେ ଦୀର୍ଘଦିନ ହେଲା ଜଳ ସଙ୍କଟ ସମସ୍ୟା ଲାଗି ରହିଛି ା ପାଇପ ଦ୍ୱାରା ଜଳ ଯୋଗାଣ ହୋଇପାରୁ ନାହିଁ ା ଲୋକେ ପାଣି…

7 years ago

ଛେନାପଦୀ ରାସ୍ତାରେ ଜମୁଛି ପାଣି

ହାଟଡିହୀ, ୧୪ା୬ (ଡି.ଏନ.ଏ.)-ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦୀ ରାସ୍ତାରେ ଅସରାଏ ବର୍ଷା ହେଲେ ପାଣି ଜମୁଛି ା ବିଭିନ୍ନ ଦୃଷ୍ଟି…

7 years ago

ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅଗ୍ନିଶମ ଅଧିକାରୀ

ଭଦ୍ରକ ଅଫିସ, ୧୪।୬ - ଗୁରୁବାର ସନ୍ଧ୍ୟାରେ ଭଦ୍ରକ ଅଗ୍ନିଶମ ଅଧିକାରୀ ସଂଗ୍ରାମ କୁମାର ହଁାସଦା ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ…

7 years ago

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ଜେଲ ଗଲେ ଅଭିଯୁକ୍ତ

ରୂପ୍‌ସା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଲଚ୍ଛମନଖୁଣ୍ଟା ଗ୍ରାମର ଅଭିଯୁକ୍ତ ମକରା ଦେହୁରୀଙ୍କୁ ଗୁରୁବାର କୋର୍ଟଚାଲାଣ କରାଯାଇଛି ା ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା…

7 years ago

ଗ୍ରାମବାସୀଙ୍କ ଧାରଣା ପରେ ଅବରୋଧ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ, ପ୍ରକୃତ ସ୍ଥାନରୁ ଉଚ୍ଛେଦ ହଟାଯାଇ ନ ଥିବାରୁ ଅସନ୍ତୋଷ

ବାହାନଗା, ୧୪ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚକଜଗନ୍ନାଥପୁର ଗ୍ରାମରେ ଚାଲିଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା କାମ ଅଧାରେ କାମ ଅଟକିଛି ା କେତେକ ବ୍ୟକ୍ତି…

7 years ago

ସ୍ନାତକ ବିଭାଗ ଟପ୍ପରଙ୍କୁ ବ୍ୟାସକବି ଶିକ୍ଷା ସମ୍ମାନ

ବାଲେଶ୍ୱର ଅଫିସ, ୧୪।୬-ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ସ୍ନାତକ ବିଭାଗରେ ସର୍ବାଧିକ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ରମାନଙ୍କୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ…

7 years ago

ବାଙ୍ଗାଲୋରରେ ଓଡିଆ ଯୁବକଙ୍କ ମୃତ୍ୟୁ

ରୂପ୍‌ସା, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ମଥାନୀ ପଞ୍ଚାୟତ ଅନ୍ତର୍ଗତ ପୋଡାପଡା ଗ୍ରାମର ସୁଦାମ ଚରଣ ସିଂହଙ୍କର ପୁଅ ସତ୍ୟନାରାୟଣ(୨୧)ଙ୍କ ବାଙ୍ଗାଲୋରରେ ମୃତ୍ୟୁ ଘଟିଛି। ଗତ ୯ତାରିଖ…

7 years ago

ଉବ୍ଦିଦ ବିଜ୍ଞାନ ସମ୍ମାନରେ ପ୍ରୀତିସୁଧା ଟପ୍ପର

ରୂପ୍‌ସା, ୧୩।୬(ଡି.ଏନ.ଏ.)-ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଉବ୍ଦିଦ ବିଜ୍ଞାନ ସମ୍ମାନରେ ଚଳିତବର୍ଷ ଛାତ୍ରୀ ପ୍ରୀତିସୁଧା ମହାପାତ୍ର ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ା ବାଲେଶ୍ୱର ଜିଲା ରୂପ୍‌ସା…

7 years ago